oroinfra
maganna
anutap
FileReOpen
TASTEtheBEST
EVOS_WebBanner_728X90
oroinfra
ChampionMaganna_WebBanner_728X90
Anutap_WebBanner_728X90
FileReOpen_WebBanner_728X90
TASTEtheBEST_WebBanner_728X90
EVOS_WebBanner_728X90
previous arrow
next arrow

Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • କଟକ : ଶାଶୂ ଘର ଛାଡିଲେ ଅଭିନେତ୍ରୀ ବର୍ଷା ପ୍ରିୟଦର୍ଶିନୀ, ୩୦ ସୁଦ୍ଧା ଘର ଛାଡିବାକୁ ନିର୍ଦ୍ଦେଶ ଦେଇଥିଲେ ହାଇକୋର୍ଟ
  • ||
  • ରାଜ୍ୟରେ ଉପର ତଳ ଦୈନିକ ସଂକ୍ରମଣ, ୨୪ ଘଣ୍ଟାରେ ଚିହ୍ନଟ ହେଲେ ୧୩୧ କୋଭିଡ୍ ପଜିଟିଭ୍
  • ||
  • ମୁମ୍ଵାଇ : ଠକେଇର ଶିକାର ହେଲେ ଅନ୍ନୁ କପୁର, KYC ଅପଡେଟ୍ ବାହାନାରେ ଲୁଟି ନେଲେ ୪.୩୬ ଲକ୍ଷ ଟଙ୍କା
  • ||
  • ଲମତାପୁଟ : ରାଜ୍ୟ ବାହାରକୁ ହେଉଥିଲା ଚାଲାଣ, ଚେକିଂ ବେଳେ କାର୍‌ରୁ ବାହାରିଲା ୧୦ଲକ୍ଷ ଟଙ୍କାର ଗଞ୍ଜେଇ
  • ||
  • ଭୁବନେଶ୍ୱର : ରାଜଧାନୀର ବିଭିନ୍ନ ବାର୍‌ରେ ରେଡ୍‌, କଟକଣା ପରେ ବି ମାନୁନଥିଲେ ମାଲିକ
  • ||
  • ଇଣ୍ଡୋନେସିଆ : ରକ୍ତ ରଞ୍ଜିତ ହେଲା ଖେଳ ପଡ଼ିଆ; ଫୁଟବଲ ମ୍ୟାଚ୍ ଚାଲିଥିବା ବେଳେ ଦଙ୍ଗା, ୧୨୭ ମୃତ, ଏକାଧିକ ଆହତ
  • ||

ରାୟଗଡାରୁ ୨୪ ଲକ୍ଷ ଟଙ୍କା ଲୁଟ୍, ଘରୋଇ ସଂସ୍ଥା କର୍ମଚାରୀଙ୍କଠାରୁ ଲୁଟିନେଲେ ଟଙ୍କା

11/08/2020 at 5:18 PM

ରାୟଗଡା ୧୧।୮: ରାୟଗଡା ସହରରୁ ସୋମବାର ୨୪ ଲକ୍ଷ ଟଙ୍କା ଲୁଟ ଅଭିଯୋଗ ହୋଇଛି । ବିଭିନ୍ନ ବ୍ୟବସାୟ ସଂସ୍ଥା ନିକଟରେ ଟଙ୍କା ଏଟିଏମରେ ଡିପୋଜିଟ କରୁଥିବା ଘରୋଇ ସଂସ୍ଥା କର୍ମଚାରୀଙ୍କଠାରୁ ଲୁଟ୍ ହୋଇଛି । ଏଫସିଆଇ ଛକଠାରେ ଏହି ଲୁଟ ହୋଇଥିଲା । ଗତକାଲି ଏହି ଲୁଟ ହୋଇଥିବା ଅଭିଯୋଗ କରିଛନ୍ତି ଘରୋଇ ସଂସ୍ଥା କର୍ମଚାରୀ । ଏହାପରେ ପୋଲିସ ତଦନ୍ତ ଆରମ୍ଭ କରି ଉକ୍ତ ସଂସ୍ଥା କର୍ମଚାରୀଙ୍କୁ ଆଣି ଜେରା କରୁଛି ।

   Related Posts