କଣ୍ଟାବାଞ୍ଜି ରେଲଓ୍ବେ ଷ୍ଟେସନରୁ ୨୫ ଜଣ ଦାଦନ ଶ୍ରମିକ ଉଦ୍ଧାର

Published By : Prameya-News7 Bureau | November 10, 2018 IST

ବଲାଙ୍ଗିର ୧୦|୧୧:  ଦାଦନ ଶ୍ରମିକ ଉଦ୍ଧାର । ବଲାଙ୍ଗିର ଜିଲ୍ଲା କଣ୍ଟାବାଞ୍ଜି ରେଲଓ୍ବେ ଷ୍ଟେସନରୁ ୨୫ ଜଣ ଦାଦନ ଉଦ୍ଧାର ହୋଇଛନ୍ତି । ସେମାନଙ୍କୁ କଣ୍ଟାବାଞ୍ଜି ପୋଲିସ ଉଦ୍ଧାର କରିଛି । ଉଦ୍ଧାର ଦାଦନ ଶ୍ରମିକଙ୍କୁ କଣ୍ଟାବାଞ୍ଜି ଥାନାରେ ରଖି ପଚରା ଉଚରା କରୁଛି ପୋଲିସ । ସେମାନଙ୍କ ମଧ୍ୟରେ ୩ଜଣ ଶିଶୁ ଥିବା ସୂଚନା ମିଳିଛି ।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.