ChampionMaganna_WebBanner_728X90
ChampionMaganna_WebBanner_728X90
previous arrow
next arrow

Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଭୁବନେଶ୍ୱର : ରାଜ୍ୟରେ ମହିଳା ଉଦ୍ୟୋଗୀଙ୍କ ପାଇଁ ହେବ ଶିଳ୍ପ ପାର୍କ, ମେକ୍‌ ଇନ୍‌ ଓଡିଶା କନ୍‌କ୍ଲେଭ୍‌ରେ ମୁଖ୍ୟମନ୍ତ୍ରୀଙ୍କ ଘୋଷଣା
  • ||
  • ଭୁବନେଶ୍ୱର: ଇଡିରେ ହାଜର ହେଲେ ଶିବ ପ୍ରସାଦ, ଅର୍ଚ୍ଚନାଙ୍କ ସହ ଟଙ୍କା କାରବାର ନେଇ ଦ୍ୱିତୀୟ ଥର ହାଜିରା
  • ||
  • କୋଣାର୍କ: ଦର୍ଶକଙ୍କ ମନ ମୋହୁଛି ମହୋତ୍ସବ, ଦ୍ୱିତୀୟ ସଂଧ୍ୟାରେ ଦର୍ଶକଙ୍କୁ ଆକର୍ଷିତ କଲା ମଣିପୁରୀ ନୃତ୍ୟ
  • ||
  • ଉମରକୋଟ : ଗଛକୁ ପିଟିଲା କାର୍‌ , ତିନି ମୃତ, ଦୁଇ ଗୁରୁତର
  • ||

କଣ୍ଟାବାଞ୍ଜି ରେଲଓ୍ବେ ଷ୍ଟେସନରୁ ୨୫ ଜଣ ଦାଦନ ଶ୍ରମିକ ଉଦ୍ଧାର

10/11/2018 at 2:21 PM

ବଲାଙ୍ଗିର ୧୦|୧୧:  ଦାଦନ ଶ୍ରମିକ ଉଦ୍ଧାର । ବଲାଙ୍ଗିର ଜିଲ୍ଲା କଣ୍ଟାବାଞ୍ଜି ରେଲଓ୍ବେ ଷ୍ଟେସନରୁ ୨୫ ଜଣ ଦାଦନ ଉଦ୍ଧାର ହୋଇଛନ୍ତି । ସେମାନଙ୍କୁ କଣ୍ଟାବାଞ୍ଜି ପୋଲିସ ଉଦ୍ଧାର କରିଛି । ଉଦ୍ଧାର ଦାଦନ ଶ୍ରମିକଙ୍କୁ କଣ୍ଟାବାଞ୍ଜି ଥାନାରେ ରଖି ପଚରା ଉଚରା କରୁଛି ପୋଲିସ । ସେମାନଙ୍କ ମଧ୍ୟରେ ୩ଜଣ ଶିଶୁ ଥିବା ସୂଚନା ମିଳିଛି ।

   Related Posts