vridhi excotica
star kirano
ori homes
vridhi excotica
star kirano
previous arrow
next arrow

Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ସେୟାର ବଜାରରେ ଉତ୍ସାହ : ଆରମ୍ଭରୁ ସବୁଜ ରଙ୍ଗରେ ଖୋଲିଲା ସେନସେକ୍ସ ଓ ନିଫ୍ଟି
  • ||
  • ‘ଶିବସେନାକୁ ଶେଷ କରିବାକୁ ଚାହୁଁଚି ବିଜେପି’ : ଗୁରୁତର ଅଭିଯୋଗ ଆଣିଲେ ଉଦ୍ଧବ
  • ||
  • କାହିଁକି ମ୍ୟାଚରେ ପଛେଇଗଲା ଭାରତ ? କାରଣ କହିଲେ ବ୍ୟାଟିଂ କୋଚ୍
  • ||
  • ଭୂମିକମ୍ପରେ ଥରିଲା ଆଣ୍ଡାମାନ-ନିକୋବର, ରିକ୍ଟର ସ୍କେଲରେ ତୀବ୍ରତା ୫.୦
  • ||
  • ଲଘୁଚାପ ପ୍ରଭାବରେ ୪ ଦିନ ପ୍ରବଳ ବର୍ଷା, ଅଧିକ ଭିଜିବ ଏହି ସବୁ ଜିଲ୍ଲା
  • ||
  • ବୁମରାହଙ୍କ ପଡିଆ ଛାଡିବା ଟିମ୍‌କୁ ପଡିଲା ମହଙ୍ଗା, ଦୁଇଟି ରିଭ୍ୟୁ ବରବାଦ କଲେ ପନ୍ତ
  • ||

ଆସନ୍ତାକାଲିର ରାଶିଫଳ, ଯେଉଁକାମ ଆରମ୍ଭ କରିବାକୁ ଯାଉଛନ୍ତି ତାହା ନିର୍ବିଘ୍ନରେ ସମାପନ ହେବ, ଜାଣନ୍ତୁ କେମିତି କଟିବ ଆପଣଙ୍କ ଦିନ

24/05/2022 at 6:28 PM

ମେଷ–କର୍ମକ୍ଷେତ୍ରରେ ଅଟକି ରହିଥିବା କାମ ସକାଶେ ଅନୁତାପ କରିବେ ।ଭ୍ରମଣ, ରାଜନୀତି, ପ୍ରଶାସନ ଓ ସଭା ସମିତି କ୍ଷେତ୍ରରୁ ସଫଳତା ପାଇବେ ।ବନ୍ଧୁମାନଙ୍କ ନିକଟରୁ ଭୁଲ୍‌ ଖବର ପାଇ ବିବ୍ରତ ହୋଇପାରନ୍ତି । ଧୈର୍ଯ୍ୟହରା ନ ହୋଇ ପରିସ୍ଥିତିର ମୁକାବିଲା କରିପାରିଲେ ପ୍ରତ୍ୟେକ ସମସ୍ୟାର ସମାଧାନ ହୋଇପାରିବ ।ଶୁଭରଙ୍ଗ ଆକାଶୀ ।ଶୁଭ ଅଙ୍କ ୭ ।
ଚାଷୀ- ଜୈବିକ ସାର ମାଟିରେ ବ୍ୟବହାର ଉଚିତ୍ ।
ରୋଗୀ- ଡାକ୍ତରୀ ପରୀକ୍ଷା ନିହା ତିକରନ୍ତୁ ।
ଛାତ୍ରଛାତ୍ରୀ- ବିଦ୍ୱାନ୍‌ ହେବେ ।
କର୍ମଜୀବି-ପ୍ରଶଂସିତ ହେବେ ।
ବ୍ୟବସାୟୀ- ଅର୍ଥ ହାନୀ ହେବ ।
ଗୃହିଣୀ-ଘର କାମରେ ବ୍ୟସ୍ତ ରହିବେ ।

ବୃଷ– ଆଜି କର୍ମକ୍ଷେତ୍ରରେ ସାଧାରଣ କଥା କୁକଳହର ସମ୍ମୁଖୀନ ହେବାକୁ ପଡିବ । ପରିବାରରେ ଟିକିଏ ଟିକିଏ କଥାରେ ବିରକ୍ତି ପ୍ରକାଶ କରନ୍ତୁ ନାହିଁ, ଯାହାକି ସମସ୍ୟା ସୃଷ୍ଟି କରିବ ।କିଛି ପାଇବାର ପ୍ରତିଶ୍ରୁତି ପାଇ ଆଶ୍ୱସ୍ତି ଅନୁଭବ କରିପାରନ୍ତି ।ବହୁ ପ୍ରତୀକ୍ଷିତ ଖବରଟି ଆଜି ଅପରାହ୍ନେ ପାଇବେ ।ଶୁଭରଙ୍ଗ ଧଳା ।ଶୁଭ ଅଙ୍କ ୬ ।
ବ୍ୟବସାୟୀ- ନୂଆ ବ୍ୟବସାୟ ଲାଭ ହେବ ।
କର୍ମଜୀବି-ସହଯୋଗ ମିଳିବ ।
ଛାତ୍ରଛାତ୍ରୀ- ଉଚ୍ଚ ଶିକ୍ଷା ଆବଶ୍ୟକ ।
ରୋଗୀ- ଡାକ୍ତରୀ ପରୀକ୍ଷା ନିହାତିକରନ୍ତୁ ।
ଚାଷୀ-ଜଳବାୟୁ ବିଭାଗ ସହ ଯୋଗାଯୋଗରଖନ୍ତୁ ।
ଗୃହିଣୀ-ସୌଭାଗ୍ୟ ପ୍ରାପ୍ତ ହେବ ।

ମିଥୁନ – ପାରିବାରିକ ସମସ୍ୟାର ସରଳ ସମାଧାନ ସକାଶେ ବନ୍ଧୁଙ୍କୁ ନେହୁରା ହେବାକୁ ପଡିପାରେ । ନିଜ ଲୋକମାନେ ବିଶ୍ୱାସ ଘାତକତା କରିପାରନ୍ତି । ଆନୁଷ୍ଠାନିକ କ୍ଷେତ୍ରରେ ଈର୍ଷା ପରାୟଣ ବ୍ୟକ୍ତିଙ୍କ ଦ୍ୱାରା ପ୍ରଭାବିତ ହୋଇ ଅସମ୍ମାନିତ ହେବେ ।ଶୁଭରଙ୍ଗ ଲାଲ୍ ।ଶୁଭ ଅଙ୍କ ୫ ।
ଚାଷୀ-ଆଧୁନିକ ପଦ୍ଧତିରେ ଚାଷକାର୍ଯ୍ୟ କରିବେ ।
ରୋଗୀ- ବ୍ୟାୟାମ୍‌ କରିବା ଉଚିତ୍ ।
ଛାତ୍ରଛାତ୍ରୀ- ଗ୍ରୀନ୍ ରଙ୍ଗର ଆସନରେ ବସି ପଢନ୍ତୁ ।
କର୍ମଜୀବି-ସହଯୋଗ ମିଳିବ ।
ବ୍ୟବସାୟୀ-ନୂଆ ବ୍ୟବସାୟ କ୍ଷତିହେବ ।
ଗୃହିଣୀ-ସୌଭାଗ୍ୟ ପ୍ରାପ୍ତ ହେବ ।

କର୍କଟ–ରାଜନୀତିରେ ଗଠନମୂଳକ ପ୍ରେରଣା ଦେଇ କର୍ମକ୍ଷେତ୍ରରେ ପ୍ରଶଂସିତ ହେବେ ।କର୍ମକ୍ଷେତ୍ରରେ ପ୍ରତିକୂଳ ପରିସ୍ଥିତିର ଚାପ କ୍ରମଶଃ ବଢିପାରେ ।ଉଦ୍ଦେଶ୍ୟମୂଳକ ଭାବରେ କରା ଯାଇଥିବା ସ୍ଥାନାନ୍ତରର ସୂଚନା ପାଇ ହଡବଡେଇ ଯାଇପାରନ୍ତି । ପ୍ରତିବେଶୀଙ୍‌କ ସହ ସମ୍ପର୍କ ମଧୁର ରହିବା ଏକପ୍ରକାର ହିତକର ହେବ ।ଶୁଭରଙ୍ଗ ଧଳା ।ଶୁଭଅଙ୍କ ୭ ।
ଚାଷୀ-ଜଳବାୟୁ ବିଷୟରେ ସଠିକ୍‌ ବିବରଣୀ ନିଅନ୍ତୁ ।
ରୋଗୀ- ଡାକ୍ତରୀ ପରୀକ୍ଷା ନିହାତି କରନ୍ତୁ ।
ଛାତ୍ରଛାତ୍ରୀ- ଉଚ୍ଚ ଶିକ୍ଷା ପାଇଁବିଦେଶ ଯାତ୍ରା କରିପାରନ୍ତି ।
କର୍ମଜୀବି-ଉନ୍ନତିର ମାର୍ଗ ମିଳିବ ।
ବ୍ୟବସାୟୀ-ନୂଆ ବ୍ୟବସାୟ କ୍ଷତିହେବ ।
ଗୃହିଣୀ-ସୁଖଭାରା ଦିନଟି ।

ସିଂହ –ବନ୍ଧୁଙ୍କ ସ୍ୱାସ୍ଥ୍ୟହାନି କାରଣରୁ ନିଜକୁ କେତେକ କଥା ସମ୍ଭାଳିବାକୁ ପଡିପାରେ ।ଆଜି ଯେଉଁକାମ ଆରମ୍ଭ କରିବାକୁ ଯାଉଛନ୍ତିତାହା ନିର୍ବିଘ୍ନରେ ସମାପନ ହେବ । ତଥାପିସାମୟିକଭାବରେଶାରୀରିକ ଅସୁସ୍ଥି ଅନୁଭବକରିପାରନ୍ତି ।ଶୁଭରଙ୍ଗ ନାରଙ୍ଗୀ ।ଶୁଭ ଅଙ୍କ ୨ ।
ଚାଷୀ-ଜଳବାୟୁବିଷୟରେସଠିକ୍‌ବିବରଣୀ ନିଅନ୍ତୁ ।
ରୋଗୀ- ଆର‌୍ୟୁରବେଦୀ ଚିକିତ୍ସାଲାଭ ଦେବ ।
ଛାତ୍ରଛାତ୍ରୀ- ସାଠରେ ମନ ଦେବେ ।
କର୍ମଜୀବି-ସମ୍ମାନିତ ହେବେ ।
ବ୍ୟବସାୟୀ- ସୁଯୋଗକୁହାତଛଡାକରନ୍ତୁ ନାହିଁ ।
ଗୃହିଣୀ-ଆଜି ଦିନଟି ଆପଣଙ୍କ ପାଇଁ ।

କନ୍ୟା–କୌଣସିକ୍ଷେତ୍ରରେ ପ୍ରତିକ୍ରିୟାଶୀଳହୁଅନ୍ତୁ ନାହିଁ, ଯାହାକି ପରୋକ୍ଷଶତ୍ରୁତାରକାରଣହୋଇପାରେ ।କୌଣସିକାମହାସଲ ପାଇଁଗୁଡିଏଟଙ୍କାଖର୍ଚ୍ଚକରି ଦୁଃଖିତହେବାକୁ ପଡିବ ।ଭାବ ପ୍ରବଣତାରଭାସିଯାଇଏଣୁତେଣୁଗପିବାସମସ୍ୟାରକାରଣହୋଇପାରେ । ।ଶୁଭରଙ୍ଗୟେଲୋ ।ଶୁଭ ଅଙ୍କ ୩ ।
ଚାଷୀ-ମାଟିରେଉର୍ବରତା ପାଇଁକୃଷିବିଭାଗର ପରାମର୍ଶ ନିଅନ୍ତୁ ।
ରୋଗୀ- ଅସାଧ୍ୟ ରୋଗରୁମୁକ୍ତହେବେ ।
ଛାତ୍ରଛାତ୍ରୀ- ପାଠପଢା ପ୍ରତିସଜାଗରହିବେ ।
କର୍ମଜୀବି-ସମ୍ମାନିତ ହେବେ ।
ବ୍ୟବସାୟୀ-ସଫଳତାମିଳିବ ।
ଗୃହିଣୀ-ଘର କାମରେବ୍ୟସ୍ତରହିବେ ।

ତୁଳା–ଈର୍ଷାପରାୟଣବ୍ୟକ୍ତିଙ୍କ ପ୍ରତିରୋଧ କାମକୁବିଶୃଙ୍ଖଳିତକରିବାର ଆଶଙ୍କାରହିଛି । ପାରିବାରିକ, ପ୍ରଶାସନ, ଯାନବାହନ, ନିର୍ମାଣ ଓ ଯାତ୍ରାରୁସୁଫଳ ପାଇବେ ।ସହକର୍ମୀଙ୍କ ଆଭ୍ୟନ୍ତରୀଣବ୍ୟାପାରରେହସ୍ତକ୍ଷେପ କରିବାଠିକ୍‌ହେବ ନାହିଁ ।ଶୁଭରଙ୍ଗକ୍ରୀମ୍ ।ଶୁଭ ଅଙ୍କ ୪ ।
ଚାଷୀ-ମାଟିରେଉର୍ବରତା ପାଇଁକୃଷିବିଭାଗର ପରାମର୍ଶ ନିଅନ୍ତୁ ।
ରୋଗୀ-ସତର୍କତାର ଦିନ ।
ଛାତ୍ରଛାତ୍ରୀ- ବହୁ ପରିଶ୍ରମକରିବାକୁ ପଡିବ ।
କର୍ମଜୀବି-କାର୍ଯ୍ୟକରି ପ୍ରଶଂସିତହେବେ ।
ବ୍ୟବସାୟୀ- ସହ-ଯୋଗୀବ୍ୟବସାୟଲାଭଜନକ ।
ଗୃହିଣୀ- ମିତ୍ରସୁଖ ପାଇବେ ।

ବିଛା– ଆଜିରଫେରନ୍ତାରାସ୍ତାରେମିତ୍ରତା ବନ୍ଧନରେ ଆବଦ୍ଧ ହେବେ ।କର୍ମକ୍ଷେତ୍ରରେ ଅପ୍ରିୟସତ୍ୟଭାଷଣରୁସମାଲୋଚନାର ପାତ୍ରହେବାକୁ ପଡିପାରେ ।ସଂଗଠନ ଓ ରାଜନୀତିରେନେତୃତ୍ୱନେଇ ପ୍ରଶଂସିତହେବେ । ଉଚ୍ଚ ପଦାଧିକାରୀଙ୍କ ନିକଟରେ ଅଭିଯୋଗକରିବାକୁ ପଡିପାରେ ।ଶୁଭରଙ୍ଗଲାଲ୍ ।ଶୁଭ ଅଙ୍କ ୬ ।
ଚାଷୀ-ଆଧୁନିକ ପଦ୍ଧିର ଯନ୍ତ୍ରପାତିବିଷୟରେଜ୍ଞାନ ନିଅନ୍ତୁ ।
ରୋଗୀ- ଡାକ୍ତରୀ ପରୀକ୍ଷା ନିହାତିକରନ୍ତୁ ।
ଛାତ୍ରଛାତ୍ରୀ- କ୍ରୀଡାରେ ମନ ଦେବେ ।
କର୍ମଜୀବି-ଉନ୍ନତିରମାର୍ଗମିଳିବ ।
ବ୍ୟବସାୟୀ-ହାତକୁ ଆସୁଥିବାଡିଲ୍‌କୁହାତଛଡାକରନ୍ତୁ ନାହିଁ ।
ଗୃହିଣୀ-ପିଲାମାନଙ୍କ ପ୍ରତିଚିନ୍ତାରେରହିବେ ।

ଧନୁ –ସବୁସମୟରେ ନିଜ ପାଖରେରହୁଥିବାକୌଣସିବ୍ୟକ୍ତି ଦ୍ୱାରାକାମହାସଲକରିବେ ।କଳା, ସାହିତ୍ୟ, କ୍ରୀଡା ଓ ଚଳଚ୍ଚିତ୍ରରେରହିଥିବାସମସ୍ୟାବନ୍ଧୁଙ୍କଜରିଆରେସମାଧାନ ହୋଇଯିବ । ନିର୍ମାଣକାର୍ଯ୍ୟରେକେତେକ ପ୍ରତିବନ୍ଧକ ଦେଖା ଦେଇପାରେ ।ଶୁଭରଙ୍ଗ ନୀଳ ।ଶୁଭ ଅଙ୍କ ୨ ।
ଚାଷୀ-ଜୈବିକସାରମାଟିରେବ୍ୟବହାରଉଚିତ୍ ।
ରୋଗୀ- ବ୍ୟାୟାମ୍‌କରିବାଉଚିତ୍ ।
ଛାତ୍ରଛାତ୍ରୀ- ଉଚ୍ଚ ଶିକ୍ଷା ଆବଶ୍ୟକ ।
କର୍ମଜୀବି-କାର୍ଯ୍ୟତତ୍ପରରହିବେ ।
ବ୍ୟବସାୟୀ-ନୂଆବ୍ୟବସାୟକ୍ଷତିହେବ ।
ଗୃହିଣୀ- ଧାର୍ମିକହେବେ ।

ମକର–ସ୍ୱାସ୍ଥ୍ୟସମସ୍ୟା ଅବଶ୍ୟସମାଧାନ ହୋଇଯିବ ।ବିଭିନ୍ନ ପ୍ରକାରସମସ୍ୟାମୂଳକକାମରେ ପ୍ରବେଶକରିବ୍ୟସ୍ତତା ଅନୁଭବକରିପାରନ୍ତି । ପାରିବାରିକସୁଖସ୍ୱାଚ୍ଛନ୍ଦ୍ୟକାରଣରୁକିମ୍ବାହସଖୁସିରବାତାବରଣରୁ ମନ ପ୍ରଫୁଲ୍ଲରହିବ ।ସହକର୍ମୀଙ୍କମଧ୍ୟରେ ପ୍ରତିଯୋଗିତାମନୋଭାବଉପୁଜିପାରେ ।ଶୁଭରଙ୍ଗ ଧଳା ।ଶୁଭ ଅଙ୍କ ୮ ।
ଚାଷୀ-କୀଟ ନାଶକରସଠିକ୍‌ସମୟରେବ୍ୟବହାରକରନ୍ତୁ ।
ରୋଗୀ- ରୋଗରୁମୁକ୍ତହୋଇପାରନ୍ତି ।
ଛାତ୍ରଛାତ୍ରୀ- କ୍ରୀଡାରେ ମନ ଦେବେ ।
କର୍ମଜୀବି-କାର୍ଯ୍ୟରେ ଅବହେଳାକରିବେ ନାହିଁ ।
ବ୍ୟବସାୟୀ- ଧର୍ଯ୍ୟହାରାହୋଇପାରନ୍ତି ।
ଗୃହିଣୀ- ସଦିଚ୍ଛାଭାବରହିବ ।

କୁମ୍ଭ -ଧାରକରଜକରି ଆକସ୍ମିକଭାବେବସ୍ତ୍ରଭୂଷଣଲାଭକରିପାରନ୍ତି । ନୂତନ ବନ୍ଧୁସମ୍ପର୍କସ୍ଥାପନ କରିବାକ୍ଷେତ୍ରରେବନ୍ଧୁଙ୍କସାହାର୍ଯ୍ୟକାମକୁ ଆସିବ ।ଭାବପ୍ରବଣବଶତଃବନ୍ଧୁଙ୍କ ସମ୍ମୁଖରେ କୌଣସି ଅପ୍ରକାଶ୍ୟ କଥା ପ୍ରକାଶକରି ଅପଦସ୍ଥହୋଇପାରନ୍ତି ।ଶୁଭରଙ୍ଗଧୂସର ।ଶୁଭ ଅଙ୍କ ୯ ।
ଚାଷୀ- ଅଧିକା ପାଣିରୁ , ହିନସ୍ତାହୋଇପାରନ୍ତି ।
ରୋଗୀ- ଚିକିତ୍ସା ପାଇଁବିଦେଶ ଯାଇପାରନ୍ତି ।
ଛାତ୍ରଛାତ୍ରୀ- ଅନ୍‌ଲାଇନ୍‌ବିଦ୍ୟା ଆରୋହଣକରିବେ ।
କର୍ମଜୀବି- ସମ୍ମାନ ପାଇବେ ।
ବ୍ୟବସାୟୀ- ଧର୍ଯ୍ୟହାରାହୋଇପାରନ୍ତି ।
ଗୃହିଣୀ- ସ୍ୱାଭିମାନୀହେବେ ।

ମୀନ – ବଡଭାଇଙ୍କସ୍ୱାସ୍ଥ୍ୟ ଓ ସମ୍ପର୍କୀୟଙ୍କ ଅନୁଚିତଚିନ୍ତାଧାରାମନକୁବ୍ୟଥିତକରିପାରେ ।କର୍ମକ୍ଷେତ୍ରରେଉନ୍ନତି ପରିଲକ୍ଷିତହେବାର ଆଶାରହିଛି ।ଜାଣତରେକ୍ଷତିସହି ପାରନ୍ତି । ପରାମର୍ଶନେଇକାର୍ଯ୍ୟକଲେସଫଳତାମିଳିବ ।କାର୍ଯ୍ୟହାସଲକରିବେ, ମାତ୍ରବିଳମ୍ବରେ ।ଶତ୍ରୁଭାବବୃଦ୍ଧ ିହେଲେବିକିଛି ଅନିଷ୍ଠହେବ ନାହିଁ । । ଶୁଭରଙ୍ଗନାରଙ୍ଗୀ ।ଶୁଭ ଅଙ୍କ ୯ ।
ଚାଷୀ-ଜଳସଞ୍ଚୟକରନ୍ତୁ ।
ରୋଗୀ- ଡାକ୍ତରୀ ପରୀକ୍ଷାକରାଇ ନିଅନ୍ତୁ ।
ଛାତ୍ରଛାତ୍ରୀ- ବିଦ୍ୟା ଆରୋହଣକରିବେ ।
କର୍ମଜୀବି-ସମ୍ମାନିତ ହେବେ ।
ବ୍ୟବସାୟୀ-ସୁଯୋଗକୁହାତଛଡାକରନ୍ତୁ ନାହିଁ ।
ଗୃହିଣୀ-ଧାର୍ମିକହେବେ ।

   Related Posts