ରାଜ୍ୟରେ ଉପର ତଳ ଦୈନିକ ସଂକ୍ରମଣ, ୨୪ ଘଣ୍ଟାରେ ଚିହ୍ନଟ ହେଲେ ୨୬୯ କୋଭିଡ୍ ପଜିଟିଭ୍
10/09/2022 at 9:25 AM

ଭୁବନେଶ୍ୱର ୧୦।୦୯: ରାଜ୍ୟରେ ଉପରତଳ କରୋନା ଗ୍ରାଫ୍ । ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୨୬୯ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୧୫୭ ଜଣ କ୍ୱାରେଣ୍ଟାଇନ୍ରୁ ରହିଥିବା ବେଳେ ୧୧୨ ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି । ସେହିଭଳି ୧୮ ବର୍ଷ ବୟସ ମଧ୍ୟରେ ୩୯ ଜଣ ସଂକ୍ରମିତ ରହିଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୧୩୨୯୯୯୫କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ଵିଟ୍ ଯୋଗେ ସୂଚନା ଦିଆଯାଇଛି ।
Covid-19 Report For 9th Sept
— I & PR Department, Odisha (@IPR_Odisha) September 10, 2022
New Positive Cases: 269
Of which 0-18 years: 39
In quarantine: 157
Local contacts: 112
(Details of local contacts will be shared by concerned District)
1. Balasore: 3
2. Bargarh: 8
3. Bhadrak: 4
4. Balangir: 7
5. Cuttack: 49
6. Deogarh: 3
ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରେ ବାଲେଶ୍ୱର ଜିଲ୍ଲାରୁ ୩ଜଣ, ବରଗଡ଼ ଜିଲ୍ଲାରୁ ୮ଜଣ, ଭଦ୍ରକ ଜିଲ୍ଲାରୁ ୪ଜଣ, ବଲାଙ୍ଗୀର ଜିଲ୍ଲାରୁ ୭ଜଣ, କଟକ ଜିଲ୍ଲାରୁ ୪୯ଜଣ, ଦେଓଗଡ଼ ଜିଲ୍ଲାରୁ ୩ଜଣ, ଗଞ୍ଜାମ ଜିଲ୍ଲାରୁ ୩ଜଣ, ଜଗତସିଂହପୁର ଜିଲ୍ଲାରୁ ୫ଜଣ, ଯାଜପୁର ଜିଲ୍ଲାରୁ ୯ଜଣ, ଝାରସୁଗୁଡ଼ା ଜିଲ୍ଲାରୁ ୨ଜଣ, କଳାହାଣ୍ଡି ଜିଲ୍ଲାରୁ ୫ଜଣ, କନ୍ଧମାଳ ଜିଲ୍ଲାରୁ ଜଣେ, କେନ୍ଦ୍ରାପଡ଼ା ଜିଲ୍ଲାରୁ ୪ଜଣ, କେନ୍ଦୁଝର ଜିଲ୍ଲାରୁ ୪ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୬୬ଜଣ, ମୟୁରଭଞ୍ଜ ଜିଲ୍ଲାରୁ ୪ଜଣ, ନବରଙ୍ଗପୁର ଜିଲ୍ଲାରୁ ୧୧ଜଣ, ନୟାଗଡ଼ ଜିଲ୍ଲାରୁ ୧୪ଜଣ, ନୂଆପଡ଼ା ଜିଲ୍ଲାରୁ ୩ଜଣ, ପୁରୀ ଜିଲ୍ଲାରୁ ୬ଜଣ, ରାୟଗଡ଼ା ଜିଲ୍ଲାରୁ ଜଣେ, ସମ୍ବଲପୁର ଜିଲ୍ଲାରୁ ୯ଜଣ, ସୋନପୁର ଜିଲ୍ଲାରୁ ୪ଜଣ, ସୁନ୍ଦରଗଡ଼ ଜିଲ୍ଲାରୁ ୨୯ଜଣ, ଷ୍ଟେଟ ପୁଲ୍ରୁ ୧୫ଜଣ ରହିଛନ୍ତି ।
22. Sambalpur: 9
— I & PR Department, Odisha (@IPR_Odisha) September 10, 2022
23. Sonepur: 4
24. Sundargarh: 29
25. State Pool: 15
New recoveries: 202
Cumulative tested: 33317038
Positive: 1329995
Recovered: 1319000
Active cases: 1758
ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୩୨୯୯୯୫ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥିମଧ୍ୟରୁ ୧୭୫୮ଟି ଆକ୍ଟିଭ୍ କେସ୍ ରହିଥିବା ବେଳେ ୧୩୧୯୦୦୦ଜଣ ସୁସ୍ଥ ହୋଇଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୩୩୩୧୭୦୩୮ସାମ୍ପୁଲ ଟେଷ୍ଟ୍ ହୋଇଛି ।