ରାଜ୍ୟରେ ଉପର ତଳ ଦୈନିକ ସଂକ୍ରମଣ, ୨୪ ଘଣ୍ଟାରେ ଚିହ୍ନଟ ହେଲେ ୨୬୯ କୋଭିଡ୍ ପଜିଟିଭ୍
8/09/2022 at 9:11 AM

ଭୁବନେଶ୍ୱର ୦୮।୦୯: ରାଜ୍ୟରେ ଉପରତଳ କରୋନା ଗ୍ରାଫ୍ । ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୨୬୯ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୧୫୭ ଜଣ କ୍ୱାରେଣ୍ଟାଇନ୍ରୁ ରହିଥିବା ବେଳେ ୧୧୨ ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି । ସେହିଭଳି ୧୮ ବର୍ଷ ବୟସ ମଧ୍ୟରେ ୪୮ ଜଣ ସଂକ୍ରମିତ ରହିଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୧୩୨୯୪୭୨କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ଵିଟ୍ ଯୋଗେ ସୂଚନା ଦିଆଯାଇଛି ।
Covid-19 Report For 7th Sept
— I & PR Department, Odisha (@IPR_Odisha) September 8, 2022
New Positive Cases: 269
Of which 0-18 years: 48
In quarantine: 157
Local contacts: 112
(Details of local contacts will be shared by concerned District)
1. Balasore: 7
2. Bargarh: 5
3. Balangir: 6
4. Boudh: 2
5. Cuttack: 21
6. Deogarh: 5
ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରେ ବାଲେଶ୍ୱର ଜିଲ୍ଲାରୁ ୭ଜଣ, ବରଗଡ଼ ଜିଲ୍ଲାରୁ ୫ଜଣ, ବଲାଙ୍ଗୀର ଜିଲ୍ଲାରୁ ୬ଜଣ, ବୌଦ୍ଧ ଜିଲ୍ଲାରୁ ୨ଜଣ, କଟକ ଜିଲ୍ଲାରୁ ୨୧ଜଣ, ଦେଓଗଡ଼ ଜିଲ୍ଲାରୁ ୫ଜଣ, ଗଜପତି ଜିଲ୍ଲାରୁ ୩ଜଣ, ଗଞ୍ଜାମ ଜିଲ୍ଲାରୁ ଜଣେ, ଜଗତସିଂହପୁର ଜିଲ୍ଲାରୁ ୫ଜଣ, ଯାଜପୁର ଜିଲ୍ଲାରୁ ୧୦ଜଣ, ଝାରସୁଗୁଡ଼ା ଜିଲ୍ଲାରୁ ୩ଜଣ, କଳାହାଣ୍ଡି ଜିଲ୍ଲାରୁ ଜଣେ, କେନ୍ଦ୍ରାପଡ଼ା ଜିଲ୍ଲାରୁ ଜଣେ, କେନ୍ଦୁଝର ଜିଲ୍ଲାରୁ ୭ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୬୭ଜଣ, କୋରାପୁଟ ଜିଲ୍ଲାରୁ ଜଣେ, ମୟୁରଭଞ୍ଜ ଜିଲ୍ଲାରୁ ୯ଜଣ, ନବରଙ୍ଗପୁର ଜିଲ୍ଲାରୁ ୧୬ଜଣ, ନୟାଗଡ଼ ଜିଲ୍ଲାରୁ ୧୨ଜଣ, ନୂଆପଡ଼ା ଜିଲ୍ଲାରୁ ୧୩ଜଣ, ପୁରୀ ଜିଲ୍ଲାରୁ ୩ଜଣ, ସମ୍ବଲପୁର ଜିଲ୍ଲାରୁ ୧୪ଜଣ, ସୋନପୁର ଜିଲ୍ଲାରୁ ୨ଜଣ, ସୁନ୍ଦରଗଡ଼ ଜିଲ୍ଲାରୁ ୪୦ଜଣ, ଷ୍ଟେଟ ପୁଲ୍ରୁ ୧୫ଜଣ ରହିଛନ୍ତି ।
22. Sambalpur: 14
— I & PR Department, Odisha (@IPR_Odisha) September 8, 2022
23. Sonepur: 2
24. Sundargarh: 40
25. State Pool: 15
New recoveries: 199
Cumulative tested: 33288029
Positive: 1329472
Recovered: 1318550
Active cases: 1685
ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୩୨୯୪୭୨ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥିମଧ୍ୟରୁ ୧୬୮୫ଟି ଆକ୍ଟିଭ୍ କେସ୍ ରହିଥିବା ବେଳେ ୧୩୧୮୫୫୦ଜଣ ସୁସ୍ଥ ହୋଇଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୩୩୨୮୮୦୨୯ସାମ୍ପୁଲ ଟେଷ୍ଟ୍ ହୋଇଛି ।