ସୋମବାର ରାଶିଫଳ: ଏହି ରାଶିର ବ୍ୟକ୍ତି ନିଜ ଲୋକଙ୍କ ବିରୋଧ ସାଙ୍ଗକୁ ବିଭିନ୍ନ ଅଭାବ ଅସୁବିଧାର ସାମ୍ନା କରିବେ

Published By : Prameya-News7 Bureau | November 27, 2022 IST

ମେଷ ଭୁଲ୍ ବୁଝାମଣାଜନିତ ବିନା କାରଣରେ ମଧ୍ୟ ଅଶାନ୍ତି, କଳହର ସୂତ୍ରପାତ ହୋଇପାରେ। ପରୀକ୍ଷଣରେ ଅନ୍ୟାନ୍ୟ ସହକର୍ମୀଙ୍କ ହସ୍ତକ୍ଷେପ ଫଳରେ ସମାଧାନ ହୋଇପାରେ । ଯାତ୍ରା, ନୂତନ କର୍ମାରମ୍ଭ ଓ ଆନୁଷ୍ଠାନିକ କ୍ଷେତ୍ର ପାଇଁ କୌଣସି ପ୍ରତିକୂଳ ପ୍ରଭାବ ପଡିବ ନାହିଁ। ସାମାଜିକ ସ୍ତରରେ ପଡୋଶୀମାନେ ଆପଣଙ୍କ ପରାମର୍ଶ ଲୋଡିପାରନ୍ତି। ଶୁଭ ରଙ୍ଗ ଧଳା । ଶୁଭ ଅଙ୍କ ୫ ।

ଚାଷୀ-ଗୋବର କ୍ଷତର ବ୍ୟବହାର କରିବା ଉଚିତ୍ ।(ପରୀକ୍ଷିତ)

ରୋଗୀ- ବ୍ୟାୟାମ୍ କରିବା ଉଚିତ୍ ।

ଛାତ୍ରଛାତ୍ରୀ- ବିଦ୍ୟା ଆରୋହଣ କରିବେ ।

କର୍ମଜୀବୀ- ଅର୍ଥ ହାନୀ ହେବ ।

ବ୍ୟବସାୟୀ- ସ୍ୱାଭିମାନୀ ହେବେ ।

ଗୃହିଣୀ-ସଜାସଜିରେ ବ୍ୟସ୍ତ ରହିବେ ।

ବୃଷ – ନିଜ ଲୋକଙ୍କ ବିରୋଧ ସାଙ୍ଗକୁ ବିଭିନ୍ନ ଅଭାବ, ଅସୁବିଧାର ସାମନା କରିବେ । ଆନୁଷ୍ଠାନିକ କାର୍ଯ୍ୟରେ ବ୍ୟସ୍ତ ରହିବେ ଏବଂ ଚେଷ୍ଟା କରୁଥିବା କାମରେ ସମ୍ମାନ ଲାଭ ଓ ପଦମର୍ଯ୍ୟାଦା ବୃଦ୍ଧି ପାଇବ। କିନ୍ତୁ କୌଣସି ମହିଳା କିମ୍ବା ବିଜାତୀୟ ବ୍ୟକ୍ତିଙ୍କ ସହ କଳହ ଘଟିପାରେ । କୌଣସି ମୂଲ୍ୟବାନ ଜିନିଷ କିଣିବା ସକାଶେ ମନ ବଳାଇ ପାରନ୍ତି। ଶୁଭ ରଙ୍ଗ ପିଙ୍କ୍ । ଶୁଭ ଅଙ୍କ-୨।

ଚାଷୀ-ଚାଷ କାର୍ଯ୍ୟରେ ଉନ୍ନତି ପରିଲକ୍ଷିତ ହେବ ।

ରୋଗୀ- ଅସୁସ୍ଥ ଅନୁଭବ କରିବେ ।

ଛାତ୍ରଛାତ୍ରୀ- ସାଠରେ ମନ ଦେବେ ।

କର୍ମଜୀବି-କାର୍ଯ୍ୟ ବ୍ୟସ୍ତ ରହିବେ ।

ବ୍ୟବସାୟୀ-ଅର୍ଥ ଲାଭ ହେବ ।

ଗୃହିଣୀ-ଘର କାମରେ ବ୍ୟସ୍ତ ରହିବେ ।

ମିଥୁନ - ଅନ୍ୟମାନଙ୍କୁ ଯେତେ ଭଲରେ ରଖିବାକୁ ଚେଷ୍ଟା କଲେ ମଧ୍ୟ ଅସମୟ ଓ ପରିସ୍ଥିତତ ସବୁ କିଛି ବିଗାଡି ଦେବ। ମାନସିକ ସ୍ତରରେ ବ୍ୟଗ୍ରତା ଓ ଅସ୍ଥିରତା ଆଜିର ମୁଖ୍ୟ ସମସ୍ୟା ରୂପେ ଦେଖା ଦେବ। କର୍ମକ୍ଷେତ୍ରରେ ପରୋକ୍ଷ ଶତ୍ରୁତା, ରପ୍ତାନୀ କାରବାରରେ କଳହ କିମ୍ବା ବନ୍ଧୁଙ୍କ ସହ ମତାନ୍ତର ଘଟିପାରେ। ଅସୁବିଧାରେ ପଡିଥିବା ଲୋକଟିକୁ ସାହାର୍ଯ୍ୟ କରି ସମାଲୋଚିତ ହୋଇପାରନ୍ତି । ଶୁଭ ରଙ୍ଗ କ୍ରୀମ୍ । ଶୁଭ ଅଙ୍କ ୧ ।

ଗୃହିଣୀ- ମାନସିକ ଶାନ୍ତି ପାଇବେ ।

ବ୍ୟବସାୟୀ- ସଦ୍‌ବ୍ୟବହାର କରନ୍ତୁ ।

କର୍ମଜୀବି- କରତ୍‌କର୍ମା ହେବେ ।

ଛାତ୍ରଛାତ୍ରୀ- ମନରେ ଗର୍ବ ଭାବ ଆସିବ ।

ରୋଗୀ- ବ୍ୟାୟାମ୍ କରିବା ଉଚିତ୍ ।

ଚାଷୀ-କୌଣସି ସମସ୍ୟା ଥିଲେ, କୃଷି ବିଭାଗର ପରାମର୍ଶ ନିଅନ୍ତୁ ।

କର୍କଟ – ଅଫିସରେ କେତେକ ଦିଗରୁ ଚାପର ସମ୍ମୁଖୀନ ହୋଇପାରନ୍ତି। ଉଚ୍ଚବର୍ଗର ଲୋକଙ୍କ ସଂସ୍ପର୍ଶରେ ଆସି ପାରନ୍ତି। ବନ୍ଧୁଙ୍କ ନିନ୍ଦାଗାନ ଶୁଣି ନୀରବ ରହିବେ। ଅଶ୍ଲେଷା ନକ୍ଷତ୍ର ସକାଶେ ଯେତେଟା ପରିସ୍ଥିତିକୁ ଜଟିଳ ମନେ କରୁଛନ୍ତି ସେପରି କିଛି ହେବନି । ମାନସିକ ଚାପ ବୃଦ୍ଧି ହେତୁ ରକ୍ତଚାପ ବୃଦ୍ଧି ପାଇବା କରନରୁ ଚିଡି ଚିଡି ହୋଇପାରନ୍ତି । ଶୁଭ ରଙ୍ଗ ହଳଦିଆ। ଶୁଭ ଅଙ୍କ-୫ ।

ଗୃହିଣୀ- ଧର୍ଯ୍ୟବାନ୍ ହେବେ ।

ବ୍ୟବସାୟୀ- ଲୋକପ୍ରିୟତା ମିଳିବ ।

କର୍ମଜୀବୀ- କର୍ମଚଞ୍ଚଳ ରହିବେ ।

ଛାତ୍ରଛାତ୍ରୀ- ମନରେ ଗର୍ବ ଭାବ ଆସିବ ।

ରୋଗୀ-ସତର୍କତାର ଦିନ ।

ଚାଷୀ-ଜୈବିକ ସାର ମାଟିରେ ବ୍ୟବହାର ଉଚିତ୍ ।

ସିଂହ – କିଛି ମୂଲ୍ୟବାନ ଜିନିଷ କିଣିବା କାରଣରୁ ଖର୍ଚ୍ଚ ପରିମାଣ କ୍ରମଶଃ ବୃଦ୍ଧି ପାଇବ । ବ୍ୟବସାୟ, ନିର୍ମାଣ ଓ ପ୍ରଶାସନିକ ସ୍ତରରେ ବେଷ୍ଟା କରୁଥିବା କାମରେ ସଫଳତା ହାସଲ କରି ପ୍ରଶଂସିତ ହେବେ । ଆଜି ସକାଳୁ କାର୍ଯ୍ୟକ୍ଷେତ୍ରରୁ ଶୀଘ୍ର ଯିବାକୁ ଆହ୍ୱାନ ଆସିପାରେ । ଜଞ୍ଜାଳ ଏତଏ ମାତ୍ରାରେ ବଢିଯିବ ଯେ ସାମାନ୍ୟ ଫିର୍‌ସତ୍ ମଧ୍ୟ ପାଇବେ ନାହିଁ । ଶୁଭ ରଙ୍ଗ ଧଳା । ଶୁଭ ଅଙ୍କ-୭ ।

ଗୃହିଣୀ- ମାନସିକ ଶାନ୍ତି ପାଇବେ ।

ବ୍ୟବସାୟୀ- ଧର୍ଯ୍ୟ ହାରା ହୋଇପାରନ୍ତି ।

କର୍ମଜୀବୀ-ସହଯୋଗ ମିଳିବ ।

ଛାତ୍ରଛାତ୍ରୀ- ବିଦ୍ୟା ପ୍ରତି ଆଗ୍ରହୀ ହେବେ ।

ରୋଗୀ- ବ୍ୟାୟାମ୍ କରିବା ଉଚିତ୍ ।

ଚାଷୀ- ଉତ୍ତମ ଫଳ ପାଇବେ ।

କନ୍ୟା – ଅର୍ଥ ସଂକଟ ଲାଗି ରହିଥିଲେ ମଧ୍ୟ ଆବଶ୍ୟକ ସମୟରେ ତାହା ପୂରଣ ହୋଇଯିବ । ଏହା ସାଙ୍ଗକୁ ବିଭିନ୍ନ ପ୍ରକାର ପାରିବାରିକ ସମସ୍ୟାକୁ କେନ୍ଦ୍ର କରି ମାନସିକ ସ୍ଥିତି ଠିକ୍ ରହିବ ନାହିଁ । ଶିଳ୍ପ, ବାଣିଜ୍ୟ, ବ୍ୟବସାୟ, ପରିବହନ, ଯାନ୍ତ୍ରିକ ଶିଳ୍ପ ଓ ପରିବହନରେ ସଫଳତା ମିଳିବ । ଅନ୍ୟମନସ୍କତା କେତେକ ବ୍ୟତିକ୍ରମର କାରଣ ପାଲଟି ଯାଇପାରେ । ଶୁଭ ରଙ୍ଗ ଗ୍ରୀନ୍ । ଶୁଭ ଅଙ୍କ-୩ ।

ଚାଷୀ-ଗୋବର କ୍ଷତର ବ୍ୟବହାର କରିବା ଉଚିତ୍ ।(ପରୀକ୍ଷିତ)

ରୋଗୀ- ଅସାଧ୍ୟ  ରୋଗ ରୁ ମୁକ୍ତ ହେବେ ।

ଛାତ୍ରଛାତ୍ରୀ- ବିଜ୍ଞ ହେବେ ।

କର୍ମଜୀବୀ-ସମ୍ମାନିତ ହେବେ ।

ବ୍ୟବସାୟୀ-ସଫଳତା ହାତଛଡା ହୋଇଯିବ ।

ଗୃହିଣୀ- ଧର୍ଯ୍ୟବାନ୍ ହେବେ ।

ତୁଳା – ପରିସ୍ଥିତିର ବିଷମତା କାରଣରୁ ନୟସ୍କମାନେ ସାହାର୍ଯ୍ୟ ପୂର୍ବକ ସହାନୁଭୂତି ପ୍ରକାଶ କରିବେ । ଆଜିର ଅଶାନ୍ତ ପରିସ୍ଥିତି, ଗୃହଛିଦ୍ର, ବନ୍ଧୁଙ୍କ ଅନୁଚିତ କାର୍ଯ୍ୟକଳାପ ଦୁଶ୍ଚିନ୍ତାର କାରଣ ହୋଇପାରେ । ଆଲୋଚନା ପରିସରରେ ସଂଯମତା ରକ୍ଷା ନ କଲେ ବିବାଦଗ୍ରସ୍ତ ହେବେ । ବ୍ୟବସାୟିକ କ୍ଷେତ୍ର, ନିର୍ମାଣ, କଚେରି ମାମଲା ଦିଗରୁ ଆଶ୍ୱସ୍ତି ପାଇବେ । ଶୁଭ ରଙ୍ଗଧଳା । ଶୁଭ ଅଙ୍କ-୮ ।

ଚାଷୀ-ମାଟିରେ ଉର୍ବରତା ପାଇଁ କୃଷି ବିଭାଗର ପରାମର୍ଶ ନିଅନ୍ତୁ ।

ରୋଗୀ- ଆଜି କିଛି ଦିନ ସତର୍କ ରୁହନ୍ତୁ ।

ଛାତ୍ରଛାତ୍ରୀ- ଯୋଗ, ସ୍ମରଣ ଶକ୍ତି ବଢାଇଥାଏ ।

କର୍ମଜୀବୀ-ପ୍ରଶଂସିତ ହେବେ ।

ବ୍ୟବସାୟୀ-ସଫଳତା ହାତଛଡା ହୋଇଯିବ ।

ଗୃହିଣୀ-ସୁଖ ଅନୁଭବ କରିବେ ।

ବିଛା – ସନ୍ଦେହଜନିତ କାରଣରୁ ବନ୍ଧୁଙ୍କ ସହ ସାଧାରଣ କଥାବାର୍ତ୍ତାରୁ କଳହ ଲାଗିପାରେ । ଯାହା ଚାହୁଁଛନ୍ତି ତାହା କରିପାରିବେ, ପ୍ରତ୍ୟେକ କାର୍ଯ୍ୟରେ ସଫଳତା ପାଇବେ । ଜମିଜମା, କିମ୍ବା ନିର୍ମାଣ ଓ ସାଂଗଠନିକ କ୍ଷେତ୍ରରେ ବିତର୍କର ସମ୍ଭାବନା ରହିଛି । ଯାନବାହନ ଚାଳନାରେ ସତର୍କର ସମ୍ଭାବନା ରହିଛି ।ଯାନବାହନର ଚାଳନାରେ ସତର୍କ ରହନ୍ତୁ, ଅନ୍ୟଥା ଅସୁବିଧାର ସମ୍ମୁଖୀନ ହେବାକୁ ପଡିବ । ଶୁଭ ରଙ୍ଗ ନାରଙ୍ଗୀ । ଶୁଭ ଅଙ୍କ-୪ ।

ଗୃହିଣୀ-ସୌଭାଗ୍ୟ ପ୍ରାପ୍ତ ହେବ ।

ବ୍ୟବସାୟୀ- ପ୍ରଚୁର ଲାଭ ହେବ ।

କର୍ମଜୀବୀ- ସ୍ୱକାର୍ଯ୍ୟ କରିବେ ।

ଛାତ୍ରଛାତ୍ରୀ- ଚିନ୍ତାଧାରା ଉନ୍ନତ ହେବ ।

ରୋଗୀ- ରୋଗରୁ ମୁକ୍ତ ହୋଇପାରନ୍ତି ।

ଚାଷୀ- କ୍ଳାନ୍ତି ଅନୁଭବ କରିବେ ।

ଧନୁ – ଜମିଜମା କିମ୍ବା ଚୁକ୍ତିପତ୍ର ସକାଶେ ଆଲୋଚନା କରିପାରନ୍ତି। ଆଲୋଚନା ପରିସରରେ ବ୍ୟବହାରିକ ବ୍ୟତିକ୍ରମ ସାମୟିକ ବାଧା ସୃଷ୍ଟି କରିପାରେ । ନିର୍ଦ୍ଦିଷ୍ଟ ସମୟରେ ଆପଣଙ୍କ ଅନୁପସ୍ଥିତି ପାଇଁ କୈଫିୟତ ଦେବାକୁ ପଡିପାରେ । ଆପଣଙ୍କ ବାଟକୁ ଚାହିଁ ବସିଥିବା ବନ୍ଧୁଟି ମନେ ମନେ ବିରକ୍ତି ପ୍ରକାଶ କରିବ । ଶୁଭ ରଙ୍ଗ କ୍ରୀମ୍ । ଶୁଭ ଅଙ୍କ-୭ ।

ଗୃହିଣୀ- ମାନସିକ ଶାନ୍ତି ପାଇବେ ।

ବ୍ୟବସାୟୀ- ଲୋକପ୍ରିୟତା ମିଳିବ ।

କର୍ମଜୀବୀ- ବିଦେଶରେ ଥିଲେ ଅସୁବିଧା ଦେଖା ଦେବ ।

ଛାତ୍ରଛାତ୍ରୀ- ବଡ ଲୋକଙ୍କ କଥା ଶୁଣିବେ ନାହିଁ ।

ରୋଗୀ- ଅଳସୁଆ ଲାଗିପାରେ ।

ଚାଷୀ- କ୍ଳାନ୍ତି ଅନୁଭବ କରିବେ ।

ମକର – ପରିସ୍ଥିତି ଅସୁବିଧା ଭଳି ମନେ ହେଲେ ମଧ୍ୟ ପରୀକ୍ଷଣରେ ବହୁତ ସୁବିଧା ଉପଭୋଗ କରିବେ। ପୂର୍ବର ଅସୁବିଧାଜନକ ସମୟ ବଦଳି ଯିବ ଓ ବନ୍ଧୁମାନେ ସହ-ଯୋଗର ହାତ ବଢାଇବେ । ଆଜିର ଯାତ୍ରାର, ପ୍ରକାଶନ, ଯାନବାହନ , ନିର୍ମାଣ ଓ ଯାତ୍ରାରୁ ସୁଫଳ ପାଇବେ । ବୁଝାମଣାର ଅଭାବଜନିତ ସମସ୍ୟା ଭିତରେ ଅଧିକାଂଶ ସମୟ ଅନ୍ୟମନସ୍କ ରହିବେ । ଶୁଭ ରଙ୍ଗ ବ୍ରାଉନ୍ । ଶୁଭ ଅଙ୍କ-୨।

ଚାଷୀ- ଅନ୍ୟ ଚାଷ କରିବାକୁ ମନ ବଳାଇବେ ।

ରୋଗୀ- ଅସୁସ୍ଥ ଅନୁଭବ କରିବେ ।

ଛାତ୍ରଛାତ୍ରୀ- ପାଠପଢା ପ୍ରତି ସଜାଗ ରହିବେ ।

କର୍ମଜୀବୀ-ସମ୍ମାନିତ ହେବେ ।

ବ୍ୟବସାୟୀ-ସଫଳତା ହାତଛଡା ହୋଇଯିବ ।

ଗୃହିଣୀ-ପୂଜା ପାଠରେ ବ୍ୟସ୍ତ ରହିବେ ।

କୁମ୍ଭ  - ଯେତେ ଦୁଃଖ ମନରେ ଭରି ରହିଥିଲେ ମଧ୍ୟ କାମରେ ହେଳା କରିପାରିବେ ନାହିଁ। ଅବଶ୍ୟ ଆର୍ଥିକ ସ୍ଥିତି ବହୁତ ଭଲ ତହିବ ଏବଂ କୌଣସି ମୂଲ୍ୟବାନ ଜିନିଷ ଖରିଦ କରିପାରନ୍ତି। ଆତ୍ମୀୟମାନେ ଆପଣଙ୍କ କାର୍ଯ୍ୟକୁ ପସନ୍ଦ ନ କଲେ ମଧ୍ୟ ମୁହଁ ଆଗରେ କିଛି ଜରିବେ ନାହିଁ । ନୂତନ ସମ୍ପର୍କ ସ୍ଥାପନ ପାଇଁ ମନ ବଳାଇ ପାରନ୍ତି । ଶୁଭ ରଙ୍ଗ ଗ୍ରୀନ୍ । ଶୁଭ ଅଙ୍କ-୪ ।

ଚାଷୀ-କୌଣସି ସମସ୍ୟା ଥିଲେ, କୃଷି ବିଭାଗର ପରାମର୍ଶ ନିଅନ୍ତୁ ।

ରୋଗୀ- ୟୋଗା କରନ୍ତୁ ।

ଛାତ୍ରଛାତ୍ରୀ- ପାଠପଢାରେ ମନ ଦେବେ ।

କର୍ମଜୀବୀ- ଅର୍ଥ ହାନୀ ହେବ ।

ବ୍ୟବସାୟୀ-ସଫଳତା ମିଳିବ ।

ଗୃହିଣୀ-ଘର କାମରେ ବ୍ୟସ୍ତ ରହିବେ ।

ମୀନ - କୌଣସି ଗୁରୁତ୍ୱପୂର୍ଣ୍ଣ କାମ ସକାଶେ ବନ୍ଧୁଙ୍କୁ ସାହାର୍ଯ୍ୟ ଭିକ୍ଷା କରିବାକୁ ପଡିପାରେ ।କର୍ମକ୍ଷେତ୍ରରେ ଘଟି ଯାଇଥିବା ଯେଉଁ ବ୍ୟତିକ୍ରମ ପାଇଁ ଝମେଲାର ଆଶଙ୍କା କରୁଛନ୍ତି ସେମିତି କିଛି ହେବ ନାହିଁ । ପିଲାମାନଙ୍କ ପଢା ସମସ୍ୟା ନେଇ ମନ ଭାରାକ୍ରାନ୍ତ ରହିପାରେ । ଆନୁଷ୍ଠାନିକ କ୍ଷେତ୍ରରେ କିମ୍ବା ସଭାସମିତିରେ ପ୍ରଶଂସା ଓ ପ୍ରୋତ୍ସାହନ ପାଇବେ । ଶୁଭ ରଙ୍ଗ ୟେଲୋ । ଶୁଭ ଅଙ୍କ ୬ ।

ଗୃହିଣୀ-ସୁଖୀ ହେବେ ।

ବ୍ୟବସାୟୀ- ବାହାରେ ବ୍ୟବସାୟ କରିବା କଷ୍ଟ ହେବ ।

କର୍ମଜୀବୀ- ସମ୍ମାନ ପାଇବେ ।

ଛାତ୍ରଛାତ୍ରୀ- ଚିନ୍ତାଧାରା ଉନ୍ନତ ହେବ ।

ରୋଗୀ-ସତର୍କତାର ଦିନ ।

ଚାଷୀ-ଉତ୍ତମ ବିହନ, କୃଷି ବିଭାଗରୁ ଆଣନ୍ତୁ ।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.