oroinfra
maganna
anutap
FileReOpen
TASTEtheBEST
EVOS_WebBanner_728X90
oroinfra
ChampionMaganna_WebBanner_728X90
Anutap_WebBanner_728X90
FileReOpen_WebBanner_728X90
TASTEtheBEST_WebBanner_728X90
EVOS_WebBanner_728X90
previous arrow
next arrow

Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ପୁରୀ ଜେଲରେ ପୁଣି ଜଣେ କଏଦୀର ଆତ୍ମହତ୍ୟା
  • ||
  • ରାଜ୍ୟରେ ଉପର ତଳ ଦୈନିକ ସଂକ୍ରମଣ, ୨୪ ଘଣ୍ଟାରେ ଚିହ୍ନଟ ହେଲେ ୧୮୦ କୋଭିଡ୍ ପଜିଟିଭ୍
  • ||
  • ଭୁବନେଶ୍ୱର : ଭିଜିଲାନ୍ସ ଜାଲରେ IDCO ସହକାରୀ ନିର୍ଦ୍ଦେଶକ, ଏକାସାଙ୍ଗେ ୭ଟି ସ୍ଥାନରେ ଚାଲିଛି ଚଢାଉ
  • ||
  • ମୁମ୍ବାଇ : ଏକତା କପୁରଙ୍କ ବଢିଲା ଅଡୁଆ, ଗିରଫ ୱାରେଣ୍ଟ ଜାରି କଲେ ବିହାର କୋର୍ଟ
  • ||
  • ଭୁବନେଶ୍ୱର : ଗୁରୁବାରଠୁ ରାଜ୍ୟରେ ବର୍ଷା, ୧୪ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ
  • ||

ଦ୍ବିତୀୟ ପର୍ଯ୍ୟାୟ ମତଦାନ : ସକାଳ ୯ଟା ସୁଦ୍ଧା ଓଡିଶାରେ ୬.୫ ପ୍ରତିଶତ ଭୋଟିଂ

18/04/2019 at 10:23 AM

ଭୁବନେଶ୍ବର ୧୮|୪: ଦ୍ବିତୀୟ ପର୍ଯ୍ୟାୟ ନିର୍ବାଚନ ମତଦାନ ଜାରି ରହିଛି । ଓଡିଶାରେ ସକାଳ ୯ଟା ସୁଦ୍ଧା ୬.୫ ପ୍ରତିଶତ ମତଦାନ ହୋଇଥିବା ରାଜ୍ୟ ନିର୍ବାଚନ ଅଧିକାରୀଙ୍କ କାର୍ଯ୍ୟାଳୟରୁ ସୂଚନା ମିଳିଛି । ସୋନପୁର ଜିଲ୍ଲାରେ ୧୭ପ୍ରତିଶତ ମତଦାନ ହୋଇଥିବାବେଳେ ବଳାଙ୍ଗିର ଜିଲ୍ଲାରେ ୬ପ୍ରତିଶତ ମତଦାନ ହୋଇଛି ।

ଦ୍ବିତୀୟ ପର୍ଯ୍ୟାୟରେ ରାଜ୍ୟର ୫ଟି ଲୋକସଭା ଏବଂ ଏହାର ଅନ୍ତର୍ଗତ ୩୫ଟି ବିଧାନସଭା ଆସନ ପାଇଁ ମତଦାନ ଜାରି ରହିଛି । ଏଥିରେ ୨୭୯ ଜଣ ପ୍ରାର୍ଥୀ ପ୍ରତିଦ୍ବନ୍ଦ୍ବିତା କରୁଛନ୍ତି।

୩୫ଟି ବିଧାନସଭା ଆସନ ପାଇଁ ୨୪୪ ଜଣ ପ୍ରାର୍ଥୀ ନିର୍ବାଚନ ଲଢୁଛନ୍ତି। ଏଥିପାଇଁ ରାଜ୍ୟର ସମୁଦାୟ ୯୧୧୭ଟି ବୁଥ୍‌ ପ୍ରସ୍ତୁତ କରାଯାଇଛି। ସମୁଦାୟ ୭୬ ଲକ୍ଷ ୯୩ ହଜାର ୧୨୩ ଜଣ ଭୋଟର୍‌ ମତଦାନ କରିବେ ବୋଲି ଆଶା କରାଯାଉଛି। ଏମାନଙ୍କ ମଧ୍ୟରେ ଅଛନ୍ତି ୭ ଲକ୍ଷ ୯୯ ହଜାର ୯୯୯ ଜଣ ନୂଆ ଭୋଟର ଅଛନ୍ତି ।

   Related Posts