୩ ବାଇକ୍‌ ମୁହାଁମୁହିଁ ଧକ୍କା, ୪ ଗୁରୁତର ଡାକ୍ତରଖାନାରେ ଭର୍ତ୍ତି

Published By : Prameya-News7 Bureau | November 03, 2022 IST

ତେଲକୋଇ, ୦୩/୧୧: ତେଲକୋଇ ଗୋଳାବନ୍ଧ ଗାଁ ଛକ ନିକଟରେ ୩ ବାଇକ୍‌ ମୁହାଁମୁହିଁ ଧକ୍କା ହୋଇଥିବା ଜଣାପଡ଼ିଛି । ଫଳରେ ଏହି ଦୁର୍ଘଟଣାରେ ୪ଜଣ ଗୁରୁତର ହୋଇଥିବା ବେଳେ ସେମାନଙ୍କୁ ତେଲକୋଇ ମେଡିକାଲରେ ଭର୍ତ୍ତି କରାଯାଇଛି । ପ୍ରାଥମିକ ଚିକିତ୍ସା ପରେ ସ୍ଥିତି ସଙ୍କଟାପନ୍ନ ହେବାରୁ ସେମାନଙ୍କୁ କେନ୍ଦୁଝର ମୁଖ୍ୟ ଡାକ୍ତରଖାନାକୁ ସ୍ଥାନାନ୍ତର କରାଯାଇଛି ।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.