ChampionMaganna_WebBanner_728X90
ChampionMaganna_WebBanner_728X90
previous arrow
next arrow

Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ହାୱଡ଼ା ଏକ୍ସପ୍ରେସ୍‌ରେ ଅଗ୍ନିକାଣ୍ଡ: କୋଲକାତା ଫେରୁଥିବା ବେଳେ ଏସି କୋଚ୍‌ରେ ଲାଗିଲା ନିଆଁ
  • ||
  • ଆନନ୍ଦପୁର : ବାଇକକୁ ପଛପଟୁ ପିଟିଲା କାର୍‌, ଦୁଗ୍ଧ ବିକ୍ରି କରିବାକୁ ବାହାରିଥିଲେ ରବିନ୍ଦ୍ର
  • ||
  • ଓସ୍କାର ବିଜେତା ଗାୟିକା ଆଇରିନ କାରାଙ୍କ ଦେହାନ୍ତ, ୬୩ ବର୍ଷରେ ଦୁନିଆକୁ କହିଲେ ଅଲବିଦା
  • ||
  • IND vs NZ : ବର୍ଷାରେ ଧୋଇଗଲା ମ୍ୟାଚ୍, ୨ ଦିନିକିଆ ବାତିଲ
  • ||

ଟିଭି ଫାଟି ଗୋଟିଏ ପରିବାରର ୩ଗୁରୁତର : ହସ୍ପିଟାଲରେ ଭର୍ତ୍ତି

15/06/2020 at 12:37 PM

ପଦ୍ମପୁର ୧୫/୬:  ଟିଭି ଫାଟି ଗୋଟିଏ ପରିବାରର ତିନି ଜଣ ଗୁରୁତର ହୋଇଛନ୍ତି । ସ୍ବାମୀ, ସ୍ତ୍ରୀ ଓ ତିନି ବର୍ଷର ଶିଶୁ ନିଆଁରେ ପୋଡି ଗୁରୁତର ହୋଇଛନ୍ତି । ଘଟଣାଟି ଘଟିଛି ପଦ୍ମପୁର ଉପଖଣ୍ଡ ଜମରତଲା ପଞ୍ଚାୟତ ଅନ୍ତର୍ଲା ଗ୍ରାମରେ।

ଗୁରୁତର ମାନେ ହେଲେ ସୁନୀଲ ଦେହୁରୀ,ଯାଜ୍ଞସେନୀ ଦେହୁରୀ ଏବଂ ସେମାନଙ୍କ ୩ବର୍ଷର ଶିଶୁ। ସେମାନଙ୍କୁ ପ୍ରଥମେ ପଦ୍ମପୁର ଉପଖଣ୍ଡ ଚିକିତ୍ସାଳୟକୁ ନିଆଯାଇଥିଲା ପରେ ଉଚ୍ଚତର ଚିକିତ୍ସା ପାଇଁ ବରଗଡ଼ ଜିଲ୍ଲାମୁଖ୍ୟ ଚିକିତ୍ସାଳୟକୁ ସ୍ଥାନାନ୍ତରିତ କରାଯାଇଛି । ଏହି ନିଆଁ ଯୋଗୁଁ ଘରର ଆସବାବ ପତ୍ର ତଥା ଅନ୍ୟାନ୍ୟ ମୂଲ୍ୟବାନ ଜିନିଷ ପୋଡିଯାଇଥିବା ଜଣା ପଡିଛି । ସର୍ଟସର୍କିଟରୁ ଏପରି ହୋଇଥିବା ଅନୁମାନ କରାଯାଉଛି ।

   Related Posts