oroinfra
maganna
anutap
FileReOpen
TASTEtheBEST
EVOS_WebBanner_728X90
oroinfra
ChampionMaganna_WebBanner_728X90
Anutap_WebBanner_728X90
FileReOpen_WebBanner_728X90
TASTEtheBEST_WebBanner_728X90
EVOS_WebBanner_728X90
previous arrow
next arrow

Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ରାଜ୍ୟରେ ଉପର ତଳ ଦୈନିକ ସଂକ୍ରମଣ, ୨୪ ଘଣ୍ଟାରେ ଚିହ୍ନଟ ହେଲେ ୬୮ କୋଭିଡ୍ ପଜିଟିଭ୍
  • ||
  • ବୌଦ୍ଧ : ଲୁଗା ଶୁଖାଇବା ହେଲା କାଳ, ବିଦ୍ୟୁତ ଆଘାତରେ ଚାଲିଗଲା ତିନିଜଣଙ୍କ ଜୀବନ
  • ||
  • ଲଘୁଚାପ ପ୍ରଭାବରେ ଭିଜୁଛି ସାରା ରାଜ୍ୟ, ଭଦ୍ରକରେ ରେକର୍ଡ ସଂଖ୍ୟକ ବର୍ଷା
  • ||
  • ବାରାମୁଲ୍ଲାରେ ଶୋପିଆନ୍‌ରେ ଏନକାଉଣ୍ଟର: ୩ ଆତଙ୍କବାଦୀ ନିପାତ, ମୁଲୁରେ କମ୍ୱିଂ ଜାରି
  • ||

ରାଜ୍ୟରେ ଆଉ ୩ ଜଣ ଜୀବନ ନେଲା କରୋନା, ମୃତ୍ୟୁସଂଖ୍ୟା ୮୪୦୬କୁ ବୃଦ୍ଧି

27/11/2021 at 10:18 AM

ଭୁବନେଶ୍ୱର ୨୭।୧୧ : ରାଜ୍ୟରେ କିଛି ଦିନ କରୋନା ଆକ୍ରାନ୍ତଙ୍କ ସଂଖ୍ୟା କମିଥିବା ବେଳେ ମୃତ୍ୟୁସଂଖ୍ୟାରେ ହ୍ରାସ ପାଇଛି । ଗତ ୨୪ ଘଣ୍ଟାରେ ୨୬୪ ଜଣ କରୋନା ପଜିଟିଭ୍ ହୋଇଥିବା ବେଳେ ୩ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ଜନିତ ମୃତ୍ୟୁ ସଂଖ୍ୟା ୮୪୦୬ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି ।

ମୃତକଙ୍କ ମଧ୍ୟରେ ବଲାଙ୍ଗୀର, ଝାରସୁଗୁଡ଼ା ଓ କଳାହାଣ୍ଡି ଜଣେ ଲେଖାଏଁ ରହିଛନ୍ତି ।

ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୦୪୮୪୯୨ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୨୪୨୪ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୧୦୩୭୬୦୯ ଜଣ ସୁସ୍ଥ ହୋଇଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୨୩୫୬୯୩୪୭ ସାମ୍ପୁଲ ଟେଷ୍ଟ୍ ହୋଇଛି ।

   Related Posts