ମନସ୍କ l Manaska
ମନସ୍କ l Manaska
ମନସ୍କ l Manaska
ମନସ୍କ l Manaska
previous arrow
next arrow

Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online, odisha news,khabar odisha,news in oriya

ପ୍ରମୁଖ ଖବର
  • ଫିଲ୍ମରେ ଆକ୍ସନ ସିନ୍ ଶୁଟିଂ କଲା ବେଳେ ଆହତ ହେଲେ ଅକ୍ଷୟ କୁମାର
  • ||
  • ଅମ୍ରିତପାଲକୁ ଘରେ ଲୁଚାଇ ରଖିଥିବା ମହିଳା ବଲଜିତ କୌର ହରିଆଣାରୁ ଗିରଫ, ବଲଜିତ କହିଲା, ପଗଡ଼ି ପିନ୍ଧୁନି ଅମ୍ରିତପାଲ, ବଦଳାଇଛି ରୂପ
  • ||
  • ସିବିଆଇ ତଦନ୍ତ ପାଇଁ ୯ ରାଜ୍ୟ ପ୍ରତ୍ୟାହାର କରିଛନ୍ତି ଜେନେରାଲ୍ କନସେଣ୍ଟ: ରାଜ୍ୟସଭାରେ କେନ୍ଦ୍ରମନ୍ତ୍ରୀ ଜିତେନ୍ଦ୍ର ସିଂହଙ୍କ ସୂଚନା
  • ||
  • ଦିଲ୍ଲୀ ହିଂସା ୨୦୨୦: ଆପ୍‌ ନେତା ତାହିର ହୁସେନ୍‌ଙ୍କ ସମେତ ୧୦ ଜଣଙ୍କ ନାଁରେ ଅଭିଯୋଗ ସ୍ଥିର କଲେ କୋର୍ଟ
  • ||
  • ନୂଆଦିଲ୍ଲୀ: ମହାରାଷ୍ଟ୍ର, ଗୁଜରାଟ, କେରଳ, କର୍ଣ୍ଣାଟକ, ତାମିଲନାଡୁ, ଦିଲ୍ଲୀ, ହିମାଚଳ ପ୍ରଦେଶ ଏବଂ ରାଜସ୍ଥାନରେ ସବୁଠୁ ଅଧିକ କରୋନା ମାମଲା ଚିହ୍ନଟ ହେଉଛି
  • ||
  • ନୂଆଦିଲ୍ଲୀ:‘କରୋନା ଏବେ ବି ଶେଷ ହୋଇ ନାହିଁ’, ଦେଶର ୮ ରାଜ୍ୟରେ ଚିହ୍ନଟ ହେଉଛି ଅଧିକ ମାମଲା ସୂଚନା ଦେଲେ କେନ୍ଦ୍ର ସ୍ୱାସ୍ଥ୍ୟ ସଚିବ
  • ||
  • ରାଉରକେଲା : ଡିଭାଇଡର୍‌ରେ ପିଟିହେଲା ବାଇକ୍, ୨ ଯୁବକଙ୍କ ମୃତ୍ୟୁ
  • ||
  • ଭୁବନେଶ୍ବର : ତୃଣମୂଳସ୍ତରରୁ ସଙ୍ଗଠନକୁ ସୁଦୃଢ଼ କରିବା ସହ ବିଜେଡ଼ିର ବିକଳ୍ପ ହେବ ଦଳ : ସମୀର ମହାନ୍ତି
  • ||
  • ନୂଆପଡା : ନୂଆପଡାରେ ଥମୁନି ବାଘ ଆତଙ୍କ, ବାଛୁରୀକୁ ମାରି ଖାଇଲା କଲରାପତରିଆ
  • ||
  • ଭୁବନେଶ୍ବର : ସ୍ପେଶାଲ ସ୍କ୍ବାଡ୍ ପଞ୍ଝାରେ ୩ ଡକାୟତ, ଘରେ କେହି ନଥିବା ବେଳେ କରୁଥିଲେ ଲୁଟ୍
  • ||

ଭୁଷଣ୍ଡପୁରରେ ବାଣ ପ୍ରସ୍ତୁତି ବେଳେ ବିସ୍ଫୋରଣ : ୩ ମୃତ, ୪ ଗୁରୁତର

6/03/2023 at 12:08 PM

ଟାଙ୍ଗୀ ୬।୩: ଖୋର୍ଦ୍ଧା ଜିଲ୍ଲା ଭୁଷଣ୍ଡପୁରରେ ବାଣ ପ୍ରସ୍ତୁତି ବେଳେ ବିସ୍ଫୋରଣ ଘଟିଛି । ବାଣ ବିସ୍ଫୋରଣରେ ବାଣ ଭିଡୁଥିବା ୩ ଜଣଙ୍କର ମୃତ୍ୟୁ ହୋଇଛି । ସେଠାରେ ଥିବା ଅନ୍ୟ ୪ ଜଣ ଗୁରୁତର ହୋଇଥିବା ଜଣାପଡିଛି ।

ସୂଚନାଯୋଗ୍ୟ ଯେ, ଖୋର୍ଦ୍ଧା ଜିଲ୍ଲା ଭୁଷଣ୍ଡପୁରରେ ଥିବା ବାଣ ଗୋଦାମରେ ବାଣ ପ୍ରସ୍ତୁତି ବେଳେ ବିସ୍ଫୋରଣ ଘଟିଛି । ବାଣ ବିସ୍ଫୋରଣରେ ୩ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୪ ଜଣ ଗୁରୁତର ହୋଇଛନ୍ତି । ଗୁରୁତରଙ୍କୁ ମେଡ଼ିକାଲରେ ଭର୍ତ୍ତି କରାଯାଇଛି ।

ଉଲ୍ଲେଖଯୋଗ୍ୟ ଯେ, ଦୋଳ ପୂର୍ଣ୍ଣିମା ଅବସରରେ ଭୁଷଣ୍ଡପୁରରେ ଆତସବାଜି ପ୍ରତିଯୋଗିତା ହୋଇଥାଏ ।  ତେବେ ଏହି ପ୍ରତିଯୋଗିତା ପାଇଁ ବାଣ ପ୍ରସ୍ତୁତି ଚାଲିଥିବା ଅନୁମାନ କରାଯାଉଛି ।

   Related Posts