ଖୋଲିଲା ହୀରାକୁଦ ଜଳଭଣ୍ଡାରର ଆଉ ୩ଟି ଗେଟ୍

Published By : Prameya-News7 Bureau | September 26, 2019 IST

ସମ୍ବଲପୁର ୨୬।୯: ଖୋଲିଲା ହୀରାକୁଦ ଜଳଭଣ୍ଡାରର ଆଉ ୩ଟି ଗେଟ୍ । ବର୍ତ୍ତମାନ ୬ଟି ଗେଟ୍ ଦେଇ ଜଳ ନିଷ୍କାସନ ଜାରି ରହିଛି । ବାମ ପାର୍ଶ୍ବରେ ୪ଟି ଓ ଡାହାଣ ପାର୍ଶ୍ବରେ ୨ଟି ଗେଟ୍ ଦେଇ ଜଳ ନିଷ୍କାସନ ଜାରି ରହିଛି । ଜଳଭଣ୍ଡାରର ଜଳସ୍ତର ୬୩୦ ଫୁଟ୍ । ପ୍ରତି ସେକେଣ୍ଡରେ ଜଳଭଣ୍ଡାର ମଧ୍ୟକୁ ପ୍ରବେଶ କରୁଛି ୭୦ ହଜାର ୯୯୦ କ୍ୟୁସେକ୍ ଜଳ । ଜଳଭଣ୍ଡାର ମଧ୍ୟରୁ ନିଷ୍କାସିତ ହେଉଛି  ୭୦ ହଜାର ୯୯୦ କ୍ୟୁସେକ୍ ଜଳ ।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.