vridhi excotica
ori homes
vridhi excotica
previous arrow
next arrow

Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • କଟକ : ପ୍ରକାଶ ପାଇଲା ଚଳିତ ବର୍ଷର ମାଟ୍ରିକ୍ ପରୀକ୍ଷା ଫଳ, ମୋଟ୍ ପାସ୍ ହାର ୯୦.୫୫ ପ୍ରତିଶତ
  • ||
  • ରାଉରକେଲା : ଷ୍ଟିଲ ସିଟିରେ ୩୧୧ କୋଟିର GST ଠକେଇ, ବନ୍ଧାହେଲେ ୫ ବ୍ୟବସାୟୀ
  • ||
  • ରାଜ୍ୟରେ ବଢୁଛି କରୋନା ଗ୍ରାଫ୍, ୨୪ ଘଣ୍ଟାରେ ଚିହ୍ନଟ ହେଲେ ୪୦୧ କୋଭିଡ୍ ପଜିଟିଭ୍
  • ||
  • ଘରୋଇ ଗ୍ୟାସ୍ ସିଲିଣ୍ଡର ହେଲା ମହଙ୍ଗା, ସିଲିଣ୍ଡର ପିଛା ବଢିଲା ୫୦ ଟଙ୍କା
  • ||
  • ଷ୍ଟିଲ ସିଟିରେ ୩୧୧ କୋଟିର GST ଠକେଇ, ବନ୍ଧାହେଲେ ୫ ବ୍ୟବସାୟୀ
  • ||
  • ଭୁବନେଶ୍ୱର : ରଶ୍ମିରେଖାଙ୍କ ପୁରୁଷବନ୍ଧୁଙ୍କ ଆତ୍ମହତ୍ୟା, ରାଉରକେଲାରୁ ମିଳିଲା ଝୁଲନ୍ତା ମୃତଦେହ
  • ||

ଟ୍ରକ୍ ପଛରେ ପିଟିଲା କାର୍ ; ୩ ଜଣ ଗୁରୁତର

29/08/2018 at 11:28 PM

କେନ୍ଦୁଝର  ୩୦।୮ :  କେନ୍ଦୁଝର ଜିଲ୍ଲା ସଦର ଥାନା ଲେଙ୍କଡାଘର ନିକଟରେ ଦୁର୍ଘଟଣା ଘଟିଛି । ଟ୍ରକ୍‌କୁ ପଛପଟୁ ପିଟିଛି ଏକ କାର୍ । କାର୍‌ରେ ଥିବା ୩ ଜଣ ଗୁରୁତର ହୋଇଛନ୍ତି ।

ସୂଚନା ଅନୁସାରେ ଆଜି ସକାଳୁ କେନ୍ଦୁଝର ନୂଆମୁଣ୍ଡି ଅଞ୍ଚଳରୁ ୩ ଜଣ ଯୁବକ ଏକ କାର୍‌ରେ ପୁରୀ ଯାଉଥିଲେ । ଆଗରେ ଯାଉଥିବା ଟ୍ରକ୍‌ଟି ହଠାତ୍ ବ୍ରେକ୍ ମାରିବାରୁ କାର୍‌ଟି ଭାରସାମ୍ୟ ହରାଇ ଟ୍ରକ୍ ପଛରେ ପିଟି ହୋଇଥିଲା । ଫଳରେ କାର୍‌ରେ ଥିବା ୩ ଜଣ ଯୁବକ ଗୁରୁତର ହୋଇଛନ୍ତି । ଗୁରୁତର ୩ ଜଣଙ୍କୁ କେନ୍ଦୁଝର ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଛି ।  ଗୁରୁତରମାନେ ହେଲେ ନୂଆମୁଣ୍ଡି ଅଞ୍ଚଳର ଜଗେଶ୍ବର ରାଓ, ସମୀର ପ୍ରଧାନ ଓ ମୋହନ ସାଦଲ ।

   Related Posts