oroinfra
maganna
anutap
FileReOpen
TASTEtheBEST
EVOS_WebBanner_728X90
oroinfra
ChampionMaganna_WebBanner_728X90
Anutap_WebBanner_728X90
FileReOpen_WebBanner_728X90
TASTEtheBEST_WebBanner_728X90
EVOS_WebBanner_728X90
previous arrow
next arrow

Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ରାଜ୍ୟରେ ଉପର ତଳ ଦୈନିକ ସଂକ୍ରମଣ, ୨୪ ଘଣ୍ଟାରେ ଚିହ୍ନଟ ହେଲେ ୬୭ କୋଭିଡ୍ ପଜିଟିଭ୍
  • ||
  • ଭୁବନେଶ୍ୱର: ମଣ୍ଡପରେ ପୂଜା ପାଉଛନ୍ତି ଦୁର୍ଗତିନାଶିନୀ, ପୀଠରେ ମହାନବମୀ ପୂଜା
  • ||
  • ଭୁବନେଶ୍ୱର : ସୋମବାରଠୁ ପ୍ରବଳ ବର୍ଷା, ୮ ପରେ ପୁଣି ଏକ ଘୂର୍ଣ୍ଣିବଳୟ
  • ||
  • ବରଗଡ଼ : ପଦ୍ମପୁର ବିଧାୟକଙ୍କ ପରଲୋକ, ୬୪ ବର୍ଷରେ ଆଖିବୁଜିଲେ ବିଜୟ ରଞ୍ଜନ ସିଂ ବରିହା
  • ||

ମଧ୍ୟାହ୍ନ ଭୋଜନ ଖାଇ ୩୦ ଛାତ୍ରଛାତ୍ରୀ ଅସୁସ୍ଥ, ହଷ୍ଟେଲ୍‌ରେ ପହଞ୍ଚିଲା ଡାକ୍ତରୀ ଦଳ

22/09/2022 at 6:38 PM

ନୂଆପଡା, ୨୨/୦୯: ମଧ୍ୟାହ୍ନ ଭୋଜନ ଖାଇ ୩୦ ଛାତ୍ର ଛାତ୍ରୀ ଅସୁସ୍ଥ । ନୂଆପଡା ବ୍ଲକ ସାହିପଲା ଆଦିବାସୀ ଛାତ୍ରୀ ନିବାସର ୨୨ ଛାତ୍ରୀ ଅସୁସ୍ଥ ହୋଇଛନ୍ତି । ଖବର ପାଇ ଦର୍ଲ୍ଲିମୁଣ୍ଡା ସ୍ବାସ୍ଥ୍ୟକେନ୍ଦ୍ରର ଡାକ୍ତରୀ ଦଳ ହଷ୍ଟେଲରେ ପହଞ୍ଚିଛନ୍ତି । ବର୍ତ୍ତମାନ ସମସ୍ତେ ସୁସ୍ଥ ଥିବା ସୂଚନା ମିଳିଛି ।

   Related Posts