Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ୨୩ କିଲୋ ଗଞ୍ଜେଇ ସହିତ ବୋଲେରୋ ଜବତ; ୨ ଚୋରା ଚାଲାଣକାରୀ ଗିରଫ
  • ||
  • ଦେଶରେ କମିଲା କରୋନା ଗ୍ରାଫ୍, ୨୪ ଘଣ୍ଟାରେ ବାହାରିଲେ ୮୮୧୩ କରୋନା ପଜିଟିଭ୍
  • ||
  • ନିୟନ୍ତ୍ରଣ ହରାଇ ଘରେ ପଶିଗଲା ଟ୍ରକ୍ : ସ୍ୱାମୀ-ସ୍ତ୍ରୀଙ୍କ ସମେତ ୪ ମୃତ
  • ||
  • ଭାରତକୁ ବଡ ଝଟ୍‌କା ଦେଲା ଫିଫା : ଏଆଇଏଫଏଫକୁ କଲା ସସପେଣ୍ଡ୍, ମହିଳା ବିଶ୍ୱକପ ଆୟୋଜନ ଅଧିକାର ବି ଛଡାଇ ନେଲା
  • ||
  • ଭାରତ-ପାକିସ୍ତାନ ମ୍ୟାଚ୍ ପାଇଁ ଉତ୍ସାହିତ ପ୍ରଶଂସକ : ଟିକେଟ୍ ବୁକିଂ ବେଳେ କ୍ରାଶ୍ ହୋଇଗଲା ଓ୍ୱେବସାଇଟ୍
  • ||
  • ମଙ୍ଗଳବାର ବିହାର କ୍ୟାବିନେଟର ସଂପ୍ରସାରଣ, ଶପଥ ନେବେ ୩୧ ମନ୍ତ୍ରୀ
  • ||

ଭୁବନେଶ୍ବରରୁ ଆଉ ୩୦୭ କରୋନା ପଜିଟିଭ୍ ଚିହ୍ନଟ, ସୁସ୍ଥ ହେଲେ ୩୦୧

1/09/2020 at 5:03 PM

ଭୁବନେଶ୍ୱର ୧।୯: ଭୁବନେଶ୍ୱରରୁ ଚିହ୍ନଟ ହେଲେ ୩୦୭ ଜଣ କରୋନା ପଜିଟିଭ୍ । ଏହାସହ ରାଜଧାନୀରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୧୦୭୩୨ରେ ପହଞ୍ଚିଛି । ମଙ୍ଗଳବାର ଚିହ୍ନଟ ସଂକ୍ରମିତଙ୍କ ମଧ୍ୟରୁ କ୍ୱାରେଣ୍ଟାଇନରେ ୧୩୫ ଜଣ ରହିଥିବା ବେଳେ ୧୭୨ ହେଉଛନ୍ତି ସ୍ଥାନୀୟ ସଂକ୍ରମିତ । ଏହାସହ ୩୦୧ ଜଣ ଆରୋଗ୍ୟ ଲାଭ କରିଛନ୍ତି ।

ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୦୬୫୬୧ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥିମଧ୍ୟରୁ ୨୮୭୧୯ ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ୭୭୨୮୮୬ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୧୮୩୯୮୫୪ଟି ସାମ୍ପୁଲ ଟେଷ୍ଟ୍ ହୋଇଛି

   Related Posts