oroinfra
maganna
anutap
FileReOpen
TASTEtheBEST
EVOS_WebBanner_728X90
oroinfra
ChampionMaganna_WebBanner_728X90
Anutap_WebBanner_728X90
FileReOpen_WebBanner_728X90
TASTEtheBEST_WebBanner_728X90
EVOS_WebBanner_728X90
previous arrow
next arrow

Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ବ୍ରହ୍ମପୁର: ରେଶମ ସହରରେ ବେଧଡ଼କ ଚାଲିଛି ଧଳାଜହର କାରବାର, ଜଣେ ମହିଳା ଗିରଫ
  • ||
  • ରାୟଗଡା : ବନ୍ଦ ହେଲା ରାଜ୍ୟର ଦ୍ୱିତୀୟ ଝୁଲାପୋଲ, ସୁରକ୍ଷା ଦୃଷ୍ଟିରୁ ପ୍ରଶାସନର ନିଷ୍ପତ୍ତି
  • ||
  • ଏକ୍‌ଜିଟ୍ ପୋଲର ଆକଳନ, ଇଟାଲୀର ପ୍ରଧାନମନ୍ତ୍ରୀ ହେବେ ମେଲୋନୀ
  • ||
  • ରାଜ୍ୟରେ ଉପର ତଳ ଦୈନିକ ସଂକ୍ରମଣ, ୨୪ ଘଣ୍ଟାରେ ଚିହ୍ନଟ ହେଲେ ୧୬୪ କୋଭିଡ୍ ପଜିଟିଭ୍
  • ||
  • ସାଲେପୁର: ବିଳମ୍ୱିତ ରାତିରେ ମାତିଲେ ଲୁଟେରା, ମନ୍ଦିରରୁ ଲୁଟିନେଲେ ୩ କୋଟିର ଅଷ୍ଟଧାତୁ ମୂର୍ତ୍ତି
  • ||
  • ଯାଜପୁର: ଗଡିବ ମା’ ବିରଜାଙ୍କ ସିଂହଧ୍ଵଜ ରଥ, ୯ ଦିନ ଧରି ଭକ୍ତଙ୍କୁ ଦର୍ଶନ ଦେବେ ଦେବୀ
  • ||
  • ହିମାଚଳ ପ୍ରଦେଶର କୁଲୁରେ ମର୍ମନ୍ତୁଦ ଦୁର୍ଘଟଣା, ୭ ପର୍ଯ୍ୟଟକ ମୃତ
  • ||
  • ସୋମବାରଠୁ ନବରାତ୍ର ପୂଜା, ମାଆଙ୍କ ଷୋଡ଼ଶ ପୂଜାପାଠରେ କମ୍ପୁଛି ଶକ୍ତିପୀଠ
  • ||
  • ମୋହନା : ଘାଟିରେ ଓଲଟିଲା ଯାତ୍ରୀବାହୀ ବସ୍, ଅଳ୍ପକେ ବର୍ତ୍ତିଲେ ୨୪ଯାତ୍ରୀ
  • ||

ଗଞ୍ଜାମ ଜିଲ୍ଲାରୁ ଆଉ ୩୨୦ କରୋନା ଆକ୍ରାନ୍ତ ଚିହ୍ନଟ, ୪ ଜଣଙ୍କ ମୃତ୍ୟୁ

2/08/2020 at 12:44 PM

ବ୍ରହ୍ମପୁର ୨।୮: ଗଞ୍ଜାମ ଜିଲ୍ଲାରୁ ପୁଣି ୩୨୦ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏହାସହ ୪ ଜଣ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଥିବା ସୂଚନା ମିଳିଛି । ଏହାକୁ ମିଶାଇ ଜିଲ୍ଲାରେ ମୃତ୍ୟୁ ସଂଖ୍ୟା ଶହେ ଟପିଛି । ଜିଲ୍ଲାରେ ଆକ୍ରାନ୍ତଙ୍କ ସଂଖ୍ୟା ୧୦୯୯୨କୁ ବୃଦ୍ଧି ପାଇଥିବା ବେଳେ ମୃତ୍ୟୁ ସଂଖ୍ୟା ୧୦୩କୁ ବୃଦ୍ଧି ପାଇଛି ।

ଏଭଳି ସଂଗୀନ୍ ପରିସ୍ଥିତିରେ କୋରନା ମହାମାରୀକୁ ବ୍ରେକ୍ ଲଗାଇବା ପାଇଁ ଜିଲ୍ଲା ପ୍ରଶାସନ ବିଭିନ୍ନ ପଦକ୍ଷେପ ଗ୍ରହଣ କରିଛନ୍ତି । ଲୋକଙ୍କୁ ପୋଲିସ ପକ୍ଷରୁ ମାସ୍କ ପରିଧାନ କରିବା ସହ ସାମାଜିକ ଦୂରତ୍ବ ରକ୍ଷା କରିବାକୁ ସଚେତନ କରାଉଛି ।ଏହାର ନିୟମ ଉଲଂଘନ କରିଲେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି ମଧ୍ୟ ଲୋକଙ୍କୁ ଅବଗତ କରାଯାଉଛି ।

ସେପଟେ ବିଭିନ୍ନ ସ୍ଥାନରେ ପୋଲିସ ପକ୍ଷରୁ ତଦାରଖ ବ୍ୟବସ୍ଥାକୁ କଡାକଡି କରାଯାଇଛି । ଜିଲ୍ଲାରେ କୋରନା ସଂକ୍ରମଣକୁ ବ୍ରେକ୍ ଲଗାଇବା ପାଇଁ ଜିଲ୍ଲା ପ୍ରଶାସନ ପକ୍ଷରୁ ବିଭିନ୍ନ ପଦକ୍ଷେପ ଗ୍ରହଣ କରାଯାଇଛି । ବିଏମସି ପକ୍ଷରୁ ମଧ୍ୟ ଭିନ୍ନ ଭିନ୍ନ ପଦକ୍ଷେପ ଗ୍ରହଣ କରାଯାଇଛି ।

   Related Posts