ରାଜ୍ୟରେ ଚିହ୍ନଟ ହେଲେ ୩୮୧୦ କରୋନା ସଂକ୍ରମିତ,୧୨୪୦୩୧ରେ ପହଞ୍ଚିଲା ଆକ୍ରାନ୍ତଙ୍କ ସଂଖ୍ୟା
6/09/2020 at 10:22 AM

ଭୁବନେଶ୍ୱର ୦୬।୦୯: ରାଜ୍ୟରେ ହୁ ହୁ ହୋଇ ବଢି ଚାଲିଛି କରୋନା ଆକ୍ରାନ୍ତଙ୍କ ସଂଖ୍ୟା । ୨୪ ଘଣ୍ଟା ମଧ୍ୟରେ ୩୮୧୦ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୨୪୦୩୧ରେ ପହଞ୍ଚିଛି । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ଟ୍ବିଟ୍ ଯୋଗେ ସୂଚନା ପ୍ରଦାନ କରାଯାଇଛି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୨୨୮୬ ଜଣ କ୍ବାରେଣ୍ଟାଇନ୍ରେ ରହିଥିବା ବେଳେ ୧୫୨୪ ଜଣ ସ୍ଥାନୀୟ ବାସିନ୍ଦା ରହିଛନ୍ତି ।
Covid-19 Report For 5th September
— I & PR Department, Odisha (@IPR_Odisha) September 6, 2020
New Positives Cases: 3810
In quarantine: 2286
Local contacts: 1524
(Details of local contacts will be shared by concerned Dist Administration)
District Wise Cases
1. Angul: 73
2. Balasore: 120
3. Bargarh: 396
4. Bhadrak: 107
5. Balangir: 43
ତେବେ ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ଅନୁଗୁଳ ଜିଲ୍ଲାରୁ ୭୩ଜଣ , ବାଲେଶ୍ୱର ଜିଲ୍ଲାରୁ ୧୨୦ଜଣ, ବରଗଡ଼ ଜିଲ୍ଲାରୁ ୩୯୬ଜଣ, ଭଦ୍ରକ ଜିଲ୍ଲାରୁ ୧୦୭ଜଣ, ବଲାଙ୍ଗୀର ଜିଲ୍ଲାରୁ ୪୩ଜଣ, ବୌଦ୍ଧ ଜିଲ୍ଲାରୁ ୨୯ଜଣ, କଟକ ଜିଲ୍ଲାରୁ ୩୨୨ଜଣ, ଦେଓଗଡ଼ ଜିଲାଲରୁ ୭ଜଣ, ଢେଙ୍କାନାଳ ଜିଲ୍ଲାରୁ ୫୧ଜଣ, ଗଜପତି ଜିଲ୍ଲାରୁ ୨୦ଜଣ, ଗଞ୍ଜାମ ଜିଲ୍ଲାରୁ ୧୦୮ଜଣ, ଜଗତସିଂହପୁର ଜିଲ୍ଲାରୁ ୬୭ଜଣ, ଯାଜପୁର ଜିଲ୍ଲାରୁ ୨୫୨ଜଣ, ଝାରସୁଗୁଡ଼ା ଜିଲ୍ଲାରୁ ୧୯୨ଜଣ, କଳାହାଣ୍ଡି ଜିଲ୍ଲାରୁ ୫୭ଜଣ, କନ୍ଧମାଳ ଜିଲ୍ଲାରୁ ୪୫ଜଣ, କେନ୍ଦ୍ରାପଡ଼ା ଜିଲ୍ଲାରୁ ୧୦୩ଜଣ, କେନ୍ଦୁଝର ଜିଲ୍ଲାରୁ ୮୪ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୭୯୭ଜଣ, କୋରାପୁଟ ଜିଲ୍ଲାରୁ ୮୪ଜଣ, ମାଲକାନଗିରି ଜିଲ୍ଲାରୁ ୩୭ଜଣ, ମୟୁରଭଞ୍ଜ ଜିଲ୍ଲାରୁ ୧୪୨ଜଣ, ନବରଙ୍ଗପୁର ଜିଲ୍ଲାରୁ ୭୮ଜଣ, ନୟାଗଡ଼ ଜିଲ୍ଲାରୁ ୬୨ଜଣ, ନୂଆପଡ଼ା ଜିଲ୍ଲାରୁ ୯୩ଜଣ, ପୁରୀ ଜିଲ୍ଲାରୁ ୧୧୭ଜଣ, ରାୟଗଡ଼ା ୧୦୧ଜଣ, ସମ୍ବଲପୁର ଜିଲ୍ଲାରୁ ୮୩ଜଣ, ସୋନପୁର ଜିଲ୍ଲାରୁ ୧୦୬ଜଣ, ସୁନ୍ଦରଗଡ଼ ଜିଲ୍ଲାରୁ ୩୪ଜଣ ରହିଛନ୍ତି ।
22. Mayurbhanj: 142
— I & PR Department, Odisha (@IPR_Odisha) September 6, 2020
23. Nawarangpur: 78
24. Nayagarh: 62
25. Nuapada: 93
26. Puri: 117
27. Rayagada: 101
28. Sambalpur: 83
29. Sonepur: 106
30. Sundargarh: 34
New Recoveries: 3443
Cumulative Tested: 2098401
Positive: 124031
Recovered: 93774
Active Cases: 29658
ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୨୪୦୩୧ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥିମଧ୍ୟରୁ ୨୯୬୫୮ ଟି ଆକ୍ଟିଭ୍ କେସ୍ ରହିଥିବା ବେଳେ ୯୩୭୭୪ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୨୦୯୮୪୦୧ଟି ସାମ୍ପୁଲ ଟେଷ୍ଟ୍ ହୋଇଛି ।