Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଅବପାତର ରୂପ ନେଲା ଲଘୁଚାପ, ସୋମବାରଠୁ କମିବ ବର୍ଷା
  • ||
  • ସ୍ୱାଧିନତା ଦିବସ ଅବସରରେ ସମସ୍ତଙ୍କୁ ମୋର ଆନ୍ତରିକ ଶୁଭେଚ୍ଛା, ପ୍ରତିଟି ଭାରତୀୟ ପାଇଁ ଗୌରବର ମୁହୂର୍ତ୍ତ
  • ||
  • ‘ଦୁନିଆରେ ହଜାରେ ବାଘ, କିନ୍ତୁ ଦ୍ରାବିଡ…’ : ଟିମ୍ ଇଣ୍ଡିଆର କୋଚ୍‌ଙ୍କୁ ନେଇ ଟେଲରଙ୍କ ବଡ ବୟାନ
  • ||

ଭୁବନେଶ୍ୱରରୁ ଆଉ ୩୯୪ କରୋନା ପଜିଟିଭ୍ ଚିହ୍ନଟ, ସ୍ଥାନୀୟ ସଂକ୍ରମିତ ୨୩୫

7/09/2020 at 6:27 PM

ଭୁବନେଶ୍ୱର ୦୭।୦୯: ଭୁବନେଶ୍ୱରରୁ ଚିହ୍ନଟ ହେଲେ ଆଉ ୩୯୪ ଜଣ କରୋନା ପଜିଟିଭ୍ । ଏହାସହ ରାଜଧାନୀରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୧୩୬୮୯ରେ ପହଞ୍ଚିଛି । ସୋମବାର ଚିହ୍ନଟ ସଂକ୍ରମିତଙ୍କ ମଧ୍ୟରୁ କ୍ୱାରେଣ୍ଟାଇନରେ ୧୫୯ ଜଣ ରହିଥିବା ବେଳେ ୨୩୫ ହେଉଛନ୍ତି ସ୍ଥାନୀୟ ସଂକ୍ରମିତ । ଏହାସହ ୩୦୮ ଜଣ ଆରୋଗ୍ୟ ଲାଭ କରିଛନ୍ତି ।

ରାଜଧାନୀରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୩୬୮୯ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥିମଧ୍ୟରୁ ୫୦୯୯ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୮୫୨୯ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ସେହିପରି ୪୯ ଜଣଙ୍କର ମୃତ୍ୟୁ ହୋଇଛି ।

   Related Posts