oroinfra
maganna
anutap
FileReOpen
TASTEtheBEST
EVOS_WebBanner_728X90
oroinfra
ChampionMaganna_WebBanner_728X90
Anutap_WebBanner_728X90
FileReOpen_WebBanner_728X90
TASTEtheBEST_WebBanner_728X90
EVOS_WebBanner_728X90
previous arrow
next arrow

Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ନଭେମ୍ବର ୩ରେ ଧାମନଗର ଉପନିର୍ବାଚନ, ଅକ୍ଟୋବର ୭ରେ ପ୍ରକାଶ ପାଇବ ବିଜ୍ଞପ୍ତି
  • ||
  • ଉତ୍ତରପ୍ରଦେଶ: ଦୁର୍ଗାପୂଜା ପେଣ୍ଡାଲରେ ଲାଗିଲା ନିଆଁ, ୫ ମୃତ ଓ ଅନେକ ଗୁରୁତର
  • ||
  • ରାଜ୍ୟରେ ଉପର ତଳ ଦୈନିକ ସଂକ୍ରମଣ, ୨୪ ଘଣ୍ଟାରେ ଚିହ୍ନଟ ହେଲେ ୬୭ କୋଭିଡ୍ ପଜିଟିଭ୍
  • ||
  • ଭୁବନେଶ୍ୱର: ମଣ୍ଡପରେ ପୂଜା ପାଉଛନ୍ତି ଦୁର୍ଗତିନାଶିନୀ, ପୀଠରେ ମହାନବମୀ ପୂଜା
  • ||
  • ଭୁବନେଶ୍ୱର : ସୋମବାରଠୁ ପ୍ରବଳ ବର୍ଷା, ୮ ପରେ ପୁଣି ଏକ ଘୂର୍ଣ୍ଣିବଳୟ
  • ||
  • ବରଗଡ଼ : ପଦ୍ମପୁର ବିଧାୟକଙ୍କ ପରଲୋକ, ୬୪ ବର୍ଷରେ ଆଖିବୁଜିଲେ ବିଜୟ ରଞ୍ଜନ ସିଂ ବରିହା
  • ||

ଖେଳୁ ଖେଳୁ ପୋଖରୀରେ ବୁଡିଗଲା ୩ ବର୍ଷର ଶିଶୁ କନ୍ୟା, ମୃତ ଘୋଷଣା କଲେ ଡାକ୍ତର

16/08/2022 at 11:06 PM

ପାଟଣା, ୧୬/୦୮: କେନ୍ଦୁଝର ଜିଲ୍ଲା ପାଟଣା ଥାନା ଅନ୍ତର୍ଗତ ସାହାରପଡା ବ୍ଲକ ହଳଦୀବଟା ଗାଁରେ ଅଘଟଣ । ସାଙ୍ଗ ମାନଙ୍କ ସହ ଖେଳୁଥିବା ସମୟରେ ଘର ପାଖରେ ଥିବା ପୋଖରୀରେ ବୁଡି ୩ ବର୍ଷର ଶିଶୁ କନ୍ୟାର ମୃତ୍ୟୁ ହୋଇଛି । ମୃତକ ଶିଶୁ ହେଲେ ଗ୍ରାମର ତଅପଇ ମୁଣ୍ଡାଙ୍କ ଝିଅ ରାଇମଣୀ ମୁଣ୍ଡା।ଖବର ପାଇ ଘଟଣା ସ୍ଥଳରେ ସାହାରପଡା ଫାଣ୍ଡି ପୋଲିସ ପହଞ୍ଚି ମୃତଦେହକୁ ଜବତ କରି ତଦନ୍ତ ଚଳାଇଛି । ଶିଶୁ କନ୍ୟାର ମୃତ୍ୟୁକୁ ନେଇ ଗାଁରେ ଶୋକାକୁଳ ପରିବେଶ ସୃଷ୍ଟି ହୋଇଛି ।

   Related Posts