oroinfra
maganna
anutap
FileReOpen
TASTEtheBEST
EVOS_WebBanner_728X90
oroinfra
ChampionMaganna_WebBanner_728X90
Anutap_WebBanner_728X90
FileReOpen_WebBanner_728X90
TASTEtheBEST_WebBanner_728X90
EVOS_WebBanner_728X90
previous arrow
next arrow

Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ରାସ୍ତାକଡ଼କୁ ଓଲଟିଲା ଯାତ୍ରୀବାହୀ ବସ୍‌, ଓଡିଶା ଗ୍ରାମ୍ୟବ୍ୟାଙ୍କର ମ୍ୟାନେଜର ମୃତ, ଗୁରୁତର ଡାକ୍ତରଖାନାରେ ଭର୍ତ୍ତି
  • ||
  • ଭଦ୍ରକ ଜିଲ୍ଲାପାଳ କାର୍ଯ୍ୟାଳୟରୁ ସୂଚନା, ଧାମନଗର ଉପନିର୍ବାଚନ ପାଇଁ ଲାଗୁ ହେଲା ଆଦର୍ଶ ଆଚରଣ ବିଧି
  • ||
  • ଅଗ୍ନିଶ୍ଵର ମନ୍ଦିର ଉପରେ ଚଢ଼ିଗଲେ ପୂଜକ, ସିଂହଦ୍ୱାର ଥାନାରେ ଅଟକ ରଖିଲା ପୋଲିସ୍‌
  • ||
  • ଅରୁଣାଚଳ ପ୍ରଦେଶ: ତଓ୍ୱାଙ୍ଗରେ ସେନା ହେଲିକପ୍ଟର କ୍ରାସ୍, ପାଇଲଟଙ୍କ ମୃତ୍ୟୁ
  • ||
  • ରାଜ୍ୟରେ ଉପର ତଳ ଦୈନିକ ସଂକ୍ରମଣ, ୨୪ ଘଣ୍ଟାରେ ଚିହ୍ନଟ ହେଲେ ୬୮ କୋଭିଡ୍ ପଜିଟିଭ୍
  • ||
  • ବୌଦ୍ଧ : ଲୁଗା ଶୁଖାଇବା ହେଲା କାଳ, ବିଦ୍ୟୁତ ଆଘାତରେ ଚାଲିଗଲା ତିନିଜଣଙ୍କ ଜୀବନ
  • ||
  • ଲଘୁଚାପ ପ୍ରଭାବରେ ଭିଜୁଛି ସାରା ରାଜ୍ୟ, ଭଦ୍ରକରେ ରେକର୍ଡ ସଂଖ୍ୟକ ବର୍ଷା
  • ||
  • ବାରାମୁଲ୍ଲାରେ ଶୋପିଆନ୍‌ରେ ଏନକାଉଣ୍ଟର: ୩ ଆତଙ୍କବାଦୀ ନିପାତ, ମୁଲୁରେ କମ୍ୱିଂ ଜାରି
  • ||

ପାଣିପମ୍ପ ଚୋରି ଅଭିଯୋଗରେ ୪ ଗିରଫ, କୋର୍ଟ ଚାଲାଣ କଲା ପୋଲିସ୍‌

20/03/2022 at 9:11 PM

ପାଟଣା, ୨୦/୦୩: କେନ୍ଦୁଝର ଜିଲ୍ଲା ତୁରୁମୁଙ୍ଗା ପୋଲିସ ୪ ଜଣଙ୍କୁ ପାଣିପମ୍ପ ଚୋରୀ ଅଭିଯୋଗରେ ରବିବାର ଗିରଫ କରି କୋର୍ଟ ଚାଲାଣ କରିଛି। ଗିରଫ ୪ ଅଭିଯୁକ୍ତ ହେଲେ ମହିଁଷାମୁଣ୍ଡି ଗ୍ରାମର ଟିକାୟତ ପାତ୍ର(୨୨), କୃଷ୍ଣ ନାଏକ(୨୨), କୈବଲ୍ୟ ମହାକୁଡ଼(୨୮) ଏବଂ ଚୋରି  ମୋଟରକୁ କିଣିଥିବା ଅଭିଯୋଗରେ ଖୁଣ୍ଟାପଡା ଗ୍ରାମର ଦିବାକର ମହାନ୍ତ(୩୦) ।

ଅଭିଯୋଗ ଅନୁଯାୟୀ, ମହିଁଷା ମୁଣ୍ଡି ଗ୍ରାମର ହଟ କିଶୋର ମହାପାତ୍ରଙ୍କ ବାଡ଼ି କୂଅରେ ଥିବା ପାଣି ପମ୍ପକୁ କେହି ଚୋରି କରି ନେଇଥିବା ତୁରୁମୁଙ୍ଗା ଥାନାରେ ଅଭିଯୋଗ ହୋଇଥିଲା। ଅଭିଯୋଗ ପରେ ତୁରୁମୁଙ୍ଗା ପୋଲିସ ଘଟଣାର ତଦନ୍ତ କରି ୪ ଜଣ ଅଭିଯୁକ୍ତଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି। ତାଙ୍କଠାରୁ ପାଣି ମୋଟର ଜବତ ହେବା ସହ ତୁରୁମୁଙ୍ଗା ଥାନାରେ ୩୭/୨୨ ମାମଲା ରୁଜୁ ହୋଇଥିବା ଏଏସଆଇ ନରେଶ ଓରାମ ସୂଚନା ଦେଇଛନ୍ତି।

   Related Posts