oroinfra
maganna
EVOS_WebBanner_728X90
oroinfra
ChampionMaganna_WebBanner_728X90
EVOS_WebBanner_728X90
previous arrow
next arrow

Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ମୋହନା: ଲଗାଣ ବର୍ଷାରେ ଭୁଶୁଡ଼ିଲା କାନ୍ଥ, ଅଳ୍ପକେ ବର୍ତ୍ତିଲେ ପରିବାରର ୪ ସଦସ୍ୟ
  • ||
  • କେନ୍ଦ୍ର ଉପରେ ବର୍ଷିଲେ ସତ୍ୟପାଲ ମଲିକ୍, କହିଲେ ମୁଁ ଏବେ ସ୍ୱାଧୀନ
  • ||
  • ରାଜ୍ୟରେ ଉପର ତଳ ଦୈନିକ ସଂକ୍ରମଣ, ୨୪ ଘଣ୍ଟାରେ ଚିହ୍ନଟ ହେଲେ ୬୩ କୋଭିଡ୍ ପଜିଟିଭ୍
  • ||
  • ମୁମ୍ୱାଇ: ଜଣାଶୁଣା ଅଭିନେତା ଅରୁଣ ବାଲୀଙ୍କ ନିଧନ, ୭୯ ବର୍ଷ ବୟସରେ ପରଲୋକ
  • ||
  • ରାଜ୍ୟର ବିଭିନ୍ନ ସ୍ଥାନରେ ତୁହାକୁ ତୁହା ବର୍ଷା, ଆସୁଛି ଘୁର୍ଣ୍ଣିବଳୟ
  • ||
  • ଭଦ୍ରକ: ଧାମନଗର ଉପନିର୍ବାଚନ ପାଇଁ ଶୁକ୍ରବାରଠୁ ନାମାଙ୍କନ ଦାଖଲ, ୧୫ରେ ଯାଞ୍ଚ
  • ||
  • ଚାନ୍ଦବାଲୀ: ପଦ୍ମାବତୀ ଟ୍ରଲରରେ ଅଗ୍ନିକାଣ୍ଡ ଘଟଣା, ୧୦ ଘଣ୍ଟା ପରେ ଉଦ୍ଧାର ହେଲେ ୧୦ ଧୀବର
  • ||

ବିଷାକ୍ତ ଛତୁ ଖାଇ ୪ ଅସୁସ୍ଥ : ଜୟପୁର ମେଡିକାଲରେ ଭର୍ତ୍ତି

7/07/2019 at 10:25 AM

କୋରାପୁଟ ୭/୭: ବିଷାକ୍ତ ଛତୁ ଖାଇ ୪ ଅସୁସ୍ଥ ହୋଇଛନ୍ତି।ତାଙ୍କୁ ଜୟପୁର ମେଡିକାଲରେ ଭର୍ତ୍ତି କରାଯାଇଛି।ଏହି ଘଟଣାଟି ଘଟିଛି ଜୟପୁର ବ୍ଲକ ଅନ୍ତର୍ଗତ ଡଙ୍ଗରଛିଞ୍ଚୀ ପଂଚାୟତର ଦୁର୍ଗାଭଟା ଗାଁରେ। ଅସୁସ୍ଥଙ୍କ ମଧ୍ୟରେ ୫ ବର୍ଷ ଶିଶୁ ଓ ୩ ମହିଳା ଅଛନ୍ତି। ଗତରାତିରେ ଛତୁ ଖାଇବା ପରେ ବାନ୍ତି ହେବା ସହ ଅସୁସ୍ଥ ହୋଇପଡିଥିଲେ।

   Related Posts