previous arrow
next arrow

Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଦେଶରେ ଉପରତଳ ସଂକ୍ରମଣ : ୨୪ ଘଣ୍ଟାରେ ବାହାରିଲେ ୧୬୧୬୭ କରୋନା ପଜିଟିଭ୍
  • ||
  • ବିହାରରେ ବିଜେପିଠୁ ଅଲଗା ହେବ ଜେଡିୟୁ ! ଗୋଟିଏ-ଦୁଇ ଦିନରେ ହୋଇପାରେ ଘୋଷଣା
  • ||
  • ଝାରସୁଗୁଡା ଉପକାରାଗାରରେ ଅଘଟଣ, ଗଳାକାଟି କଏଦୀଙ୍କ ଆତ୍ମହତ୍ୟା ଉଦ୍ୟମ
  • ||
  • ଜଙ୍ଗଲର ରାଜାକୁ ପାଳିବା ପାଇଁ ଟଙ୍କା ନାହିଁ : ଚିଡିଆଖାନାର ସିଂହକୁ ବିକ୍ରି କରିଦେବ ପାକିସ୍ତାନ
  • ||

ବାଂଲାଦେଶ ପାର୍ଶ୍ଵବର୍ତ୍ତୀ ଅଞ୍ଚଳରେ ଘୁର୍ଣ୍ଣିବଳୟ ସୃଷ୍ଟି, ୪ରୁ ୫ ଦିନ ପର୍ଯ୍ୟନ୍ତ ଓଡ଼ିଶାରେ ବର୍ଷା

2/07/2022 at 9:40 PM

ଭୁବନେଶ୍ୱର, ୦୨/୦୭: ବାଂଲାଦେଶ ଏବଂ ତାର ପାର୍ଶ୍ଵବର୍ତ୍ତୀ ଅଞ୍ଚଳରେ ଗୋଟିଏ ଘୁର୍ଣ୍ଣିବଳୟ ସୃଷ୍ଟି ହୋଇଛି । ଯାହା ପ୍ରଭାବରେ ଆଗାମୀ ୪୮ ଘଣ୍ଟା ମଧ୍ୟରେ ଉତ୍ତର ଓଡିଶା ଏବଂ ତାର ପାର୍ଶ୍ଵବର୍ତ୍ତୀ ଅଞ୍ଚଳରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି । ଫଳରେ ରାଜ୍ୟରେ ଆଗାମୀ ୪ରୁ ୫ ଦିନ ଯାଏଁ ବର୍ଷାର ପରିମାଣ ବଢିବ । ଆସନ୍ତା ୨୪ ଘଣ୍ଟାରେ ଖୋର୍ଦ୍ଧା, ନୟାଗଡ ଓ କଟକ ସମେତ ୧୧ ଜିଲ୍ଲାକୁ ୱେଲୋ ୱାର୍ଣ୍ଣିଂ ଜାରି କରିଛି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ।

   Related Posts