ବାଂଲାଦେଶ ପାର୍ଶ୍ଵବର୍ତ୍ତୀ ଅଞ୍ଚଳରେ ଘୁର୍ଣ୍ଣିବଳୟ ସୃଷ୍ଟି, ୪ରୁ ୫ ଦିନ ପର୍ଯ୍ୟନ୍ତ ଓଡ଼ିଶାରେ ବର୍ଷା

Published By : Prameya-News7 Bureau | July 02, 2022 IST

ଭୁବନେଶ୍ୱର, ୦୨/୦୭: ବାଂଲାଦେଶ ଏବଂ ତାର ପାର୍ଶ୍ଵବର୍ତ୍ତୀ ଅଞ୍ଚଳରେ ଗୋଟିଏ ଘୁର୍ଣ୍ଣିବଳୟ ସୃଷ୍ଟି ହୋଇଛି । ଯାହା ପ୍ରଭାବରେ ଆଗାମୀ ୪୮ ଘଣ୍ଟା ମଧ୍ୟରେ ଉତ୍ତର ଓଡିଶା ଏବଂ ତାର ପାର୍ଶ୍ଵବର୍ତ୍ତୀ ଅଞ୍ଚଳରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି । ଫଳରେ ରାଜ୍ୟରେ ଆଗାମୀ ୪ରୁ ୫ ଦିନ ଯାଏଁ ବର୍ଷାର ପରିମାଣ ବଢିବ । ଆସନ୍ତା ୨୪ ଘଣ୍ଟାରେ ଖୋର୍ଦ୍ଧା, ନୟାଗଡ ଓ କଟକ ସମେତ ୧୧ ଜିଲ୍ଲାକୁ ୱେଲୋ ୱାର୍ଣ୍ଣିଂ ଜାରି କରିଛି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.