oroinfra
maganna
anutap
FileReOpen
TASTEtheBEST
EVOS_WebBanner_728X90
oroinfra
ChampionMaganna_WebBanner_728X90
Anutap_WebBanner_728X90
FileReOpen_WebBanner_728X90
TASTEtheBEST_WebBanner_728X90
EVOS_WebBanner_728X90
previous arrow
next arrow

Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ରାଜ୍ୟରେ ଉପର ତଳ ଦୈନିକ ସଂକ୍ରମଣ, ୨୪ ଘଣ୍ଟାରେ ଚିହ୍ନଟ ହେଲେ ୨୧୧ କୋଭିଡ୍ ପଜିଟିଭ୍
  • ||
  • ଲମତାପୁଟ : କାରରୁ ୮ଲକ୍ଷ ଟଙ୍କାର ଗଞ୍ଜେଇ ଜବତ, ମାଫିଆ ଫେରାର
  • ||
  • ଭୁବନେଶ୍ୱର : ବର୍ଷାରେ ଭିଜିବ ଦଶହରା, ୨ରେ ଆସୁଛି ଆଉ ଏକ ଲଘୁଚାପ !
  • ||

୪ ବର୍ଷର ଶିଶୁକନ୍ୟା ମୃତ, ମାମୁଁଘରକୁ ଆସି ଖେଳୁଥିବା ବେଳେ ପୋଖରୀରେ ବୁଡ଼ିଗଲା

23/09/2022 at 6:01 PM

ଦେବଗଡ, ୨୩।୦୯: ତେନ୍ତଳାବାହାଳ ଗ୍ରାମ ପଞ୍ଚାୟତ ଅନ୍ତର୍ଗତ ରେଙ୍ଗାଳନାଳୀ ଗ୍ରାମରେ ଅଘଟଣ । ମାମୁଁଘରକୁ ଆସି ଖେଳୁଥିବା ବେଳେ ଭାଣଜୀର ଜୀବନ ଯାଇଛି । ପୋଖରୀରେ ବୁଡିଯାଇ ଚାରି ବର୍ଷର ଶିଶୁ କନ୍ୟାର ମୃତ୍ୟୁ ହୋଇଛି । ମୃତ ଶିଶୁ କନ୍ୟା ଅର୍ଜୁନଝରୀ ଗ୍ରାମର ବସନ୍ତ ସୁହୁଳାଙ୍କ ଝିଅ ଶର୍ମିଳା ସୁହୁଳା ବୋଲି ଜଣାପଡ଼ିଛି । ଶିଶୁଟିକୁ ଉଦ୍ଧାର କରି ଦେବଗଡ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟକୁ ନିଆଯାଇଥିବା ବେଳେ ଡାକ୍ତର ତାକୁ ମୃତ ଘୋଷଣା କରିଛନ୍ତି ।

   Related Posts