AKK 2023
Hari omm 2
AKK2023
hari om films
WEB_F-8
HARI-OMM_728X90_B
WEB_F-9
Showcase2022
hari om films
previous arrow
next arrow

Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ମୁମ୍ୱାଇ: ଗୁଲମର୍ଗ ସ୍କିଂ ରିସର୍ଟରେ ହିମସ୍ଖଳନ, ଫସିଲେ ଅନେକ ବିଦେଶୀ ଟୁରିଷ୍ଟ
  • ||
  • ନବ ଦାସ ହତ୍ୟା ମାମଲା, ଅବସରପ୍ରାପ୍ତ ବିଚାରପତି ଜଷ୍ଟିସ୍‌ ଜେ.ପି ଦାସ କରିବେ ତଦନ୍ତର ତଦାରଖ
  • ||
  • ଭୁବନେଶ୍ୱର: ଓଡ଼ିଶା ଆସୁଛନ୍ତି ରାଷ୍ଟ୍ରପତି, ଟ୍ୱିନସିଟିର ବିଭିନ୍ନ କାର୍ଯ୍ୟକ୍ରମରେ ଯୋଗଦେବେ
  • ||
  • ବଜେଟ୍: ସୁନା-ରୁପା, ସିଗାରେଟ୍ ମହଙ୍ଗା, ଶସ୍ତା ହେଲା ଟିଭି ଉପକରଣ ଓ ସାଇକେଲ୍, ଖେଳନା
  • ||
  • ବଜେଟ୍‌ ଫୋକସ୍; ୨୦୪୭ ସୁଦ୍ଧା ଦୂର ହେବ ଏମିନିଆ, ଗ୍ରୀନ୍ ହାଇଡ୍ରୋଜେନ୍ ମିଶନ ଲକ୍ଷ୍ୟ
  • ||
  • ବଜେଟ୍‌ ଫୋକସ୍; ୨୦୪୭ ସୁଦ୍ଧା ଦୂର ହେବ ଏମିନିଆ, ଗ୍ରୀନ୍ ହାଇଡ୍ରୋଜେନ୍ ମିଶନ ଲକ୍ଷ୍ୟ
  • ||
  • ଢେଙ୍କାନାଳ: ରାସ୍ତାରେ ଓଲଟିପଡ଼ିଲା ଯାତ୍ରୀବାହୀ ଅଟୋ, ୯ ଆହତ
  • ||

ଜାଲରେ ପଡିଲା ୪୦ କେଜିଆ ମାଛ, ଦେଖିବାକୁ ଲାଗିଲା ଗହଳି

22/12/2022 at 5:02 PM

ବୌଦ୍ଧ ୨୨/୧୨: ଜାଲରେ ପଡିଲା ୪୦ କେଜିର ବୁଦ ମାଛ । ବୌଦ୍ଧ ଜିଲ୍ଲା କଣ୍ଟାମାଳ ବ୍ଲକ ଆମ୍ବଗହଣା ତେଲ ନଦୀରୁ ଗ୍ରାମର କିଛି ମସ୍ୟଜୀବୀ ଆଜି ମାଛ ମାରୁଥିବା ବେଳେ ହଠାତ ତାଙ୍କ ଜାଲରେ ଏହି ମାଛଟି ପଡିଥିଲା । ମାଛକୁ ଗ୍ରାମକୁ ଆଣିବା ପରେ ଦେଖିବାକୁ ଲୋକଙ୍କ ଗହଳି ମଧ୍ୟ ଲାଗିଥିବା ବେଳେ ମାଛର ମୂଲ୍ୟ ପ୍ରାୟ ୧୦ହଜାରରୁ ଉର୍ଦ୍ଧ୍ୱ ହେବ ବୋଲି ମସ୍ୟଜୀବୀମାନେ କହିଛନ୍ତି ।

   Related Posts