suno sunao
Hari omm 2
hari om films
suno sunao new
HARI-OMM_728X90_B
Showcase2022
hari om films
previous arrow
next arrow

Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ମଧ୍ୟପ୍ରଦେଶ ମୁରୈନାରେ ଦୁର୍ଘଟଣା, ଏୟାରଫୋର୍ସର ସୁଖୋଇ-୩୦ ଓ ମିରାଜ୍-୨୦୦୦ ଫାଇଟର ଜେଟ୍ କ୍ରାସ୍
  • ||
  • ଜେରୁଜେଲମ୍‌ରେ ପ୍ରାର୍ଥନାସ୍ଥଳରେ ଆତଙ୍କୀ ହମଲା, ଗୁଳିମାଡ଼ରେ ୮ମୃତ
  • ||
  • କେନ୍ଦୁଝର: ବୋଲେରୋ ଓ ଅଟୋ ମୁହାଁମୁହିଁ ଧକ୍କା, ୩ ମୃତ ଗୁରୁତର
  • ||

ବେସରକାରୀ ସ୍କୁଲ ହଷ୍ଟେଲରୁ ୪ ଶହ ଛୋଟ ଛୋଟ ପିଲା ଉଦ୍ଧାର, ପରିବାର ଲୋକଙ୍କୁ ହସ୍ତାନ୍ତର

16/08/2022 at 6:53 PM

କଟକ,୧୬/୦୮: କଟକ ଗତିରାଉତ ପାଟଣାଠାରେ ଥିବା ଏକ ବେସରକାରୀ ସ୍କୁଲ ହଷ୍ଟେଲରୁ ୪ ଶହ ଛୋଟ ଛୋଟ ପିଲାଙ୍କୁ ଉଦ୍ଧାର କରାଯାଇଛି । ପିଲାମାନଙ୍କୁ ଉଚ୍ଚ ସ୍ଥାନକୁ ଆଣିବା ପରେ ସେମାନଙ୍କ ପରିବାର ଲୋକଙ୍କୁ ହସ୍ତାନ୍ତର କରାଯାଇଥିବା ଜଣାପଡ଼ିଛି । ଅଗ୍ନିସମ ବିଭାଗର କର୍ମଚାରୀ ମାନେ ଛାତ୍ର ମାନଙ୍କୁ ଉଦ୍ଧାର କରି ସୁରକ୍ଷିତ ସ୍ଥାନକୁ ନେଇଯାଇଛନ୍ତି ।

   Related Posts