oroinfra
maganna
anutap
FileReOpen
TASTEtheBEST
EVOS_WebBanner_728X90
oroinfra
ChampionMaganna_WebBanner_728X90
Anutap_WebBanner_728X90
FileReOpen_WebBanner_728X90
TASTEtheBEST_WebBanner_728X90
EVOS_WebBanner_728X90
previous arrow
next arrow

Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ବ୍ରହ୍ମପୁର: ରେଶମ ସହରରେ ବେଧଡ଼କ ଚାଲିଛି ଧଳାଜହର କାରବାର, ଜଣେ ମହିଳା ଗିରଫ
  • ||
  • ରାୟଗଡା : ବନ୍ଦ ହେଲା ରାଜ୍ୟର ଦ୍ୱିତୀୟ ଝୁଲାପୋଲ, ସୁରକ୍ଷା ଦୃଷ୍ଟିରୁ ପ୍ରଶାସନର ନିଷ୍ପତ୍ତି
  • ||
  • ଏକ୍‌ଜିଟ୍ ପୋଲର ଆକଳନ, ଇଟାଲୀର ପ୍ରଧାନମନ୍ତ୍ରୀ ହେବେ ମେଲୋନୀ
  • ||
  • ରାଜ୍ୟରେ ଉପର ତଳ ଦୈନିକ ସଂକ୍ରମଣ, ୨୪ ଘଣ୍ଟାରେ ଚିହ୍ନଟ ହେଲେ ୧୬୪ କୋଭିଡ୍ ପଜିଟିଭ୍
  • ||
  • ସାଲେପୁର: ବିଳମ୍ୱିତ ରାତିରେ ମାତିଲେ ଲୁଟେରା, ମନ୍ଦିରରୁ ଲୁଟିନେଲେ ୩ କୋଟିର ଅଷ୍ଟଧାତୁ ମୂର୍ତ୍ତି
  • ||
  • ଯାଜପୁର: ଗଡିବ ମା’ ବିରଜାଙ୍କ ସିଂହଧ୍ଵଜ ରଥ, ୯ ଦିନ ଧରି ଭକ୍ତଙ୍କୁ ଦର୍ଶନ ଦେବେ ଦେବୀ
  • ||
  • ହିମାଚଳ ପ୍ରଦେଶର କୁଲୁରେ ମର୍ମନ୍ତୁଦ ଦୁର୍ଘଟଣା, ୭ ପର୍ଯ୍ୟଟକ ମୃତ
  • ||
  • ସୋମବାରଠୁ ନବରାତ୍ର ପୂଜା, ମାଆଙ୍କ ଷୋଡ଼ଶ ପୂଜାପାଠରେ କମ୍ପୁଛି ଶକ୍ତିପୀଠ
  • ||
  • ମୋହନା : ଘାଟିରେ ଓଲଟିଲା ଯାତ୍ରୀବାହୀ ବସ୍, ଅଳ୍ପକେ ବର୍ତ୍ତିଲେ ୨୪ଯାତ୍ରୀ
  • ||

ଖସୁଛି କରୋନା ଗ୍ରାଫ୍‌ : ଭୁବନେଶ୍ବରରୁ ଦିନକରେ ୪୨୪ ଆକ୍ରାନ୍ତ ଚିହ୍ନଟ, ୧୨୯୫ ସୁସ୍ଥ

7/06/2021 at 7:23 PM

ଭୁବନେଶ୍ବର ୦୭/ ୦୬ : ରାଜଧାନୀ ଭୁବନେଶ୍ବରରେ କରୋନା ସଂକ୍ରମଣ ଗ୍ରାଫ ଧିରେ ଧିରେ ଖସୁଛି । ଆକ୍ରାନ୍ତଙ୍କ ଠାରୁ ସୁସ୍ଥଙ୍କ ସଂଖ୍ୟା ବୃଦ୍ଧି ପାଇବାରେ ଲାଗିଛି । ଏହି କ୍ରମରେ ଗତ ୨୪ ଘଣ୍ଟା ମଧ୍ୟରେ ଭୁବନେଶ୍ବରରେ ୪୨୪ ଜଣ ନୂଆ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ସେଥିମଧ୍ୟରୁ କ୍ବାରେଣ୍ଟାଇନରୁ ୫୫ ଜଣ ଚିହ୍ନଟ ହୋଇଥିବା ବେଳେ ସ୍ଥାନୀୟ ସଂକ୍ରମିତ ରହିଛନ୍ତି ୩୬୯ ଜଣ । ଏହାକୁ ମିଶାଇ ଭୁବନେଶ୍ବରରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ପହଞ୍ଚିଛି ୮୦,୯୦୯। ତେବେ ବର୍ତ୍ତମାନ ସୁଦ୍ଧା ମୋଟ ୭୨,୬୦୮ ଜଣ ସୁସ୍ଥ ହୋଇସାରିଛନ୍ତି । ୩୫୮ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ୭ ହଜାର ୯୨୨ ଆକ୍ଟିଭ୍ କେସ୍ ରହିଛି । ସେହିଭଳି ୨୪ ଘଣ୍ଟା ମଧ୍ୟରେ ରାଜଧାନୀ ଭୁବନେଶ୍ବରରୁ ୧୨୯୫ ଜଣ ସୁସ୍ଥ ହୋଇ ଫେରିଛନ୍ତି ।

   Related Posts