oroinfra
maganna
anutap
FileReOpen
TASTEtheBEST
EVOS_WebBanner_728X90
oroinfra
ChampionMaganna_WebBanner_728X90
Anutap_WebBanner_728X90
FileReOpen_WebBanner_728X90
TASTEtheBEST_WebBanner_728X90
EVOS_WebBanner_728X90
previous arrow
next arrow

Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • କଟକ : ଶାଶୂ ଘର ଛାଡିଲେ ଅଭିନେତ୍ରୀ ବର୍ଷା ପ୍ରିୟଦର୍ଶିନୀ, ୩୦ ସୁଦ୍ଧା ଘର ଛାଡିବାକୁ ନିର୍ଦ୍ଦେଶ ଦେଇଥିଲେ ହାଇକୋର୍ଟ
  • ||
  • ରାଜ୍ୟରେ ଉପର ତଳ ଦୈନିକ ସଂକ୍ରମଣ, ୨୪ ଘଣ୍ଟାରେ ଚିହ୍ନଟ ହେଲେ ୧୩୧ କୋଭିଡ୍ ପଜିଟିଭ୍
  • ||
  • ମୁମ୍ଵାଇ : ଠକେଇର ଶିକାର ହେଲେ ଅନ୍ନୁ କପୁର, KYC ଅପଡେଟ୍ ବାହାନାରେ ଲୁଟି ନେଲେ ୪.୩୬ ଲକ୍ଷ ଟଙ୍କା
  • ||
  • ଲମତାପୁଟ : ରାଜ୍ୟ ବାହାରକୁ ହେଉଥିଲା ଚାଲାଣ, ଚେକିଂ ବେଳେ କାର୍‌ରୁ ବାହାରିଲା ୧୦ଲକ୍ଷ ଟଙ୍କାର ଗଞ୍ଜେଇ
  • ||
  • ଭୁବନେଶ୍ୱର : ରାଜଧାନୀର ବିଭିନ୍ନ ବାର୍‌ରେ ରେଡ୍‌, କଟକଣା ପରେ ବି ମାନୁନଥିଲେ ମାଲିକ
  • ||
  • ଇଣ୍ଡୋନେସିଆ : ରକ୍ତ ରଞ୍ଜିତ ହେଲା ଖେଳ ପଡ଼ିଆ; ଫୁଟବଲ ମ୍ୟାଚ୍ ଚାଲିଥିବା ବେଳେ ଦଙ୍ଗା, ୧୨୭ ମୃତ, ଏକାଧିକ ଆହତ
  • ||

ଭୟ ବଢାଉଛି ମୃତ୍ୟୁସଂଖ୍ୟା : ରାଜ୍ୟରେ ଗତ ୨୪ଘଣ୍ଟାରେ କରୋନା ନେଲା ୪୩ ଜଣଙ୍କ ଜୀବନ

21/06/2021 at 8:36 AM

ଭୁବନେଶ୍ବର ୨୦।୦୬ : ରାଜ୍ୟରେ କିଛି ଦିନ କରୋନା ଆକ୍ରାନ୍ତଙ୍କ ସଂଖ୍ୟା କମିଥିବା ବେଳେ ମୃତ୍ୟୁସଂଖ୍ୟା କିନ୍ତୁ କମୁନାହିଁ । ଗତ ୨୪ ଘଣ୍ଟା ମଧ୍ୟରେ ୩୦୩୧ ଜଣ କୋଭିଡ୍ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୪୩ ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୩୬୩୩କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି ।

ମୃତକଙ୍କ ମଧ୍ୟରୁ ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୭ ଜଣ ରହିଥିବା ବେଳେ ବରଗଡ଼, କଟକରୁ ୫ ଜଣ ଲେଖାଏଁ ରହିଛନ୍ତି। ଝାରସୁଗୁଡ଼ା, ପୁରୀରୁ ୪-୪ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ଗଞ୍ଜାମ, କୋରାପୁଟରୁ ୩ ଜଣ ଲେଖାଏଁ ରହିଛନ୍ତି । ସେହିପରି ବୌଦ୍ଧ, ବଲାଙ୍ଗୀର, ସମ୍ବଲପୁର ଓ ସୁନ୍ଦରଗଡ଼ ଜିଲ୍ଲାରୁ ୨ ଜଣ ଲେଖାଏଁ ରହିଥିବା ବେଳେ କଳାହାଣ୍ଡି, କନ୍ଧମାଳ, କେନ୍ଦ୍ରାପଡ଼ା, ରାୟଗଡ଼ାରୁ ଜଣେ ଲେଖାଏଁ ରହିଛନ୍ତି ।

ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୮୮୦୫୩୩ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୩୬୬୩୩ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୮୪୦୨୧୪ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ବର୍ତ୍ତମାନ ସୁଦ୍ଧା ରାଜ୍ୟରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୩୬୩୩ରେ ପହଞ୍ଚିଥିବା ବେଳେ ଅନ୍ୟ ରୋଗ ଯୋଗୁଁ ମୃତ୍ୟୁ ସଂଖ୍ୟା ୫୩ରେ ପହଞ୍ଚିଛି । ଏବେ ସୁଦ୍ଧା ରାଜ୍ୟରେ ୧୩୧୫୬୧୯୯ ସାମ୍ପୁଲ ଟେଷ୍ଟ୍ ହୋଇଛି ।

   Related Posts