ଭୁବନେଶ୍ୱର ୧୪।୦୮: ରାଜ୍ୟରେ ଉପରତଳ କରୋନା ଗ୍ରାଫ୍ । ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୪୮୮ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୨୮୬ ଜଣ କ୍ୱାରେଣ୍ଟାଇନ୍ରୁ ରହିଥିବା ବେଳେ ୨୦୨ ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି । ସେହିଭଳି ୧୮ ବର୍ଷ ବୟସ ମଧ୍ୟରେ ୧୧୪ ଜଣ ସଂକ୍ରମିତ ରହିଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୧୩୨୨୬୭୧କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ଵିଟ୍ ଯୋଗେ ସୂଚନା ଦିଆଯାଇଛି ।
wp:html/wp:htmlCovid-19 Report For 13th August
— I & PR Department, Odisha (@IPR_Odisha) August 14, 2022
New Positive Cases: 488
Of which 0-18 years: 114
In quarantine: 286
Local contacts: 202
(Details of local contacts will be shared by concerned District)
1. Angul: 4
2. Balasore: 8
3. Bargarh: 22
4. Bhadrak: 4
5. Balangir: 20
6. Boudh: 40
ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରେ ଅନୁଗୁଳ ଜିଲ୍ଲାରୁ ୪ଜଣ, ବାଲେଶ୍ୱର ଜିଲ୍ଲାରୁ ୮ଜଣ, ବରଗଡ଼ ଜିଲ୍ଲାରୁ ୨୨ଜଣ, ଭଦ୍ରକ ଜିଲ୍ଲାରୁ ୪ଜଣ, ବଲାଙ୍ଗୀର ଜିଲ୍ଲାରୁ ୨୦ଜଣ, ବୌଦ୍ଧ ଜିଲ୍ଲାରୁ ୪୦ଜଣ, କଟକ ଜିଲ୍ଲାରୁ ୧୧ଜଣ, ଦେଓଗଡ଼ ଜିଲ୍ଲାରୁ ୩ଜଣ, ଢେଙ୍କାନାଳ ଜିଲ୍ଲାରୁ ୩ଜଣ, ଗଜପତି ଜିଲ୍ଲାରୁ ୫ଜଣ, ଗଞ୍ଜାମ ଜିଲ୍ଲାରୁ ୨ଜଣ, ଜଗତସିଂହପୁର ଜିଲ୍ଲାରୁ ୨ଜଣ, ଯାଜପୁର ଜିଲ୍ଲାରୁ ୫ଜଣ, ଝାରସୁଗୁଡ଼ା ଜିଲ୍ଲାରୁ ୧୨ଜଣ, କଳାହାଣ୍ଡି ଜିଲ୍ଲାରୁ ୩୧ଜଣ, କନ୍ଧମାଳ ଜିଲ୍ଲାରୁ ୪ଜଣ, କେନ୍ଦ୍ରାପଡ଼ା ଜିଲ୍ଲାରୁ ୭ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୬୬ଜଣ, କୋରାପୁଟ ଜିଲ୍ଲାରୁ ୬ଜଣ, ମାଲକାନଗିରି ଜିଲ୍ଲାରୁ ଜଣେ, ମୟୁରଭଞ୍ଜ ଜିଲ୍ଲାରୁ ୨୧ଜଣ, ନବରଙ୍ଗପୁର ଜିଲ୍ଲାରୁ ୨୦ଜଣ, ନୟାଗଡ଼ ଜିଲ୍ଲାରୁ ୯ଜଣ, ନୂଆପଡ଼ା ଜିଲ୍ଲାରୁ ୭ଜଣ, ପୁରୀ ଜିଲ୍ଲାରୁ ୭ଜଣ, ରାୟଗଡ଼ା ଜିଲ୍ଲାରୁ ୧୪ଜଣ, ସମ୍ବଲପୁର ଜିଲ୍ଲାରୁ ୨୬ଜଣ, ସୋନପୁର ଜିଲ୍ଲାରୁ ୯ଜଣ, ସୁନ୍ଦରଗଡ଼ ଜିଲ୍ଲାରୁ ୧୦୫ଜଣ, ଷ୍ଟେଟ ପୁଲ୍ରୁ ୧୪ଜଣ ରହିଛନ୍ତି ।
wp:html/wp:html23. Nayagarh: 9
— I & PR Department, Odisha (@IPR_Odisha) August 14, 2022
24. Nuapada: 7
25. Puri: 7
26. Rayagada: 14
27. Sambalpur: 26
28. Sonepur: 9
29. Sundargarh: 105
30. State Pool: 14
New recoveries: 667
Cumulative tested: 32908177
Positive: 1322671
Recovered: 1309677
Active cases: 3786
ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୩୨୨୬୭୧ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥିମଧ୍ୟରୁ ୩୭୮୬ଟି ଆକ୍ଟିଭ୍ କେସ୍ ରହିଥିବା ବେଳେ ୧୩୦୯୬୭୭ ଜଣ ସୁସ୍ଥ ହୋଇଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୩୨୯୦୮୧୭୭ ସାମ୍ପୁଲ ଟେଷ୍ଟ୍ ହୋଇଛି ।