AKK 2023
Hari omm 2
AKK2023
hari om films
WEB_F-8
HARI-OMM_728X90_B
WEB_F-9
Showcase2022
hari om films
previous arrow
next arrow

Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଖୋର୍ଦ୍ଧା: ଜମିବାଡି ବିବାଦକୁ ନେଇ ଜଟଣୀ କନ୍ତିଆରେ ଫୁଟିଲା ବୋମା, ବ୍ୟବସାୟୀ ଗୁରୁତର
  • ||
  • କ୍ରାଇମବ୍ରାଞ୍ଚ ଖୋଲୁଛି ଗୋପାଳ ଗୁମର, ୪ ଦିନିଆ ରିମାଣ୍ଡରେ ଚାଲିଛି ମାରାଥନ ଜେରା
  • ||
  • ପାରାଦ୍ୱୀପ: ବାଇକ୍‌ ଓ କାର୍‌କୁ ଧକ୍କା ଦେଲା ପିକ୍‌ଅପ୍ ଭ୍ୟାନ୍, ୬ ଆହତ
  • ||
  • କରଞ୍ଜିଆ: ଥରୁଛି ଶିମିଳିପାଳ, ଉପର ବାର୍‌ହା କାମୁଡ଼ାରେ ତାପମାତ୍ରା ସର୍ବନିମ୍ନ ୪ଡିଗ୍ରୀ
  • ||

ସୀମାନ୍ତ ଜଙ୍ଗଲରେ ଏନ୍‌କାଉଣ୍ଟର, ୪ ହାର୍ଡକୋର ମାଓବାଦୀ ନିହତ

27/11/2022 at 8:40 AM

ମାଲକାନଗିରି ୨୭।୧୧ : ସୁରକ୍ଷାବାହିନୀ ଏବଂ ମାଓବାଦୀଙ୍କ ମଧ୍ୟରେ ଗୁଳି ବିନିମୟ । ସୁରକ୍ଷାକର୍ମୀ ଗୁଳିରେ ୪ ହାର୍ଡକୋର ମାଓବାଦୀ ନିହତ। ମାଲକାନଗିରି ଛତିଶଗଡ଼ ସୀମାନ୍ତ ବିଜାପୁର ଜିଲ୍ଲାରେ ଏହି ଗୁଳିବିନିମୟ ହୋଇଛି । ଘଟଣାସ୍ଥଳରୁ ବନ୍ଧୁକ ସହ ବିପୁଳ ମାତ୍ରାରେ ବିସ୍ଫୋରକ ସାମଗ୍ରୀ ଜବତ।

ଖବର ଅନୁଯାୟୀ, ମିରତୁର ଥାନା ଅନ୍ତର୍ଗତ ପୋମରା ଜଙ୍ଗଲରେ ସୁକ୍ଷାବାହିନୀ ଏବଂ ନକ୍ସଲଙ୍କ ମଧ୍ୟରେ ଗୁଳି ବିନିମୟ ହୋଇଥିଲା। ସିଆରପିଏଫ୍ ଡିଆରଜି ଓ ଏସଟିଏଫ୍ ଯବାନଙ୍କ ମିଳିତ କମ୍ଵିଂ ଅପରେସନ ବେଳେ ମାଓବାଦୀମାନେ ଗୁଳି ଚଳାଇଥିଲା । ସୁରକ୍ଷା ବାହିନୀ ଏହାର ଦୃଢ ଜବାବ ମଧ୍ୟ ଦେଇଥିଲା। ଶେଷରେ ସୁରକ୍ଷା ବାହିନୀ ଗୁଳିରେ ୪ ହାର୍ଡକୋର ମାଓବାଦୀ ନିହତ ହୋଇଥିଲେ। ଘଟଣାସ୍ଥଳରୁ ବନ୍ଧୁକ ସହ ବିପୁଳ ମାତ୍ରାରେ ବିସ୍ଫୋରକ ସାମଗ୍ରୀ ଜବତ ହୋଇଛି। ବର୍ତ୍ତମାନ ସୁଦ୍ଧା ସେଠାରେ ସର୍ଚ୍ଚ ଅପରେସନ ଜାରି ରହିଛି। ବିଜାପୁର ଏସପି ଅଞ୍ଜନେଇ ବାର୍ନୀ ଏନେଇ ସୂଚନା ଦେଇଛନ୍ତି।

   Related Posts