ChampionMaganna_WebBanner_728X90
ChampionMaganna_WebBanner_728X90
previous arrow
next arrow

Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ୨୦୨୦-୨୨ରେ କୋଭିଡ଼ ନେଇଛି ୨୦ହଜାରରୁ ଅଧିକ ଜୀବନ, ବିଧାନସଭାରେ ରାଜସ୍ୱ ମନ୍ତ୍ରୀଙ୍କ ଲିଖିତ ଉତ୍ତର
  • ||
  • ଅର୍ଚ୍ଚନା ନାଗ ଗିରଫ ମାମଲା, ଇଡିରେ ହାଜର ହେଲେ ହୋଟେଲ ମାଲିକ
  • ||
  • ଟାଙ୍ଗୀ : ଅଧୁରା ରହିଗଲା ଜଗା ଦର୍ଶନ, ଦୁର୍ଘଟଣାରେ ଚାଲିଗଲା ୪ ଜୀବନ
  • ||

ରାଜଧାନୀରେ ଦୁଇ ଗୋଷ୍ଠୀ ମୁହାଁମୁହିଁ, ଖଣ୍ଡା ଆକ୍ରମଣରେ ୫ ଆହତ

1/10/2022 at 6:50 PM

ଭୁବନେଶ୍ୱର, ୦୧/୧୦: ପାର୍ବଣ ପୂର୍ବରୁ ରାଜଧାନୀର ରାଜରାସ୍ତାରେ ବୁଲିଲା ଖଣ୍ଡା । ଭରତପୁର ଥାନା ଅଞ୍ଚଳରେ ଏପରି ଏକ ଅଭାବନୀୟ ଘଟଣା ଘଟିଛି । ଦୁଇ ଗୋଷ୍ଠୀ ମଧ୍ୟରେ ଗଣ୍ଡଗୋଳ ଘଟି ଉଭୟ ପକ୍ଷରୁ ୫ ଜଣ ଆହାତ ହୋଇଛନ୍ତି । ଘଟଣା ସ୍ଥଳରେ ପୋଲିସ ପହଂଚି ଆହତମାନଙ୍କୁ ଡାକ୍ତରଖାନାରେ ଭର୍ତ୍ତି କରିଛି । ଦୂର୍ଗା ପୂଜା ପୂର୍ବରୁ ରାଜଧାନୀରେ ଏଭଳି ରାସ୍ତା ଉପରେ ଖଣ୍ଡା ଭୁଜାଲି, କ୍ରିକେଟ ବ୍ୟାଟ୍ ବୁଲିବା ପୋଲିସ କାର୍ଯ୍ୟ ପ୍ରତି ଅଙ୍ଗୁଳି ନିର୍ଦ୍ଦେଶ କରୁଛି ।

   Related Posts