vridhi excotica
ori homes
vridhi excotica
previous arrow
next arrow

Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • କଟକ : ପ୍ରକାଶ ପାଇଲା ଚଳିତ ବର୍ଷର ମାଟ୍ରିକ୍ ପରୀକ୍ଷା ଫଳ, ମୋଟ୍ ପାସ୍ ହାର ୯୦.୫୫ ପ୍ରତିଶତ
  • ||
  • ରାଉରକେଲା : ଷ୍ଟିଲ ସିଟିରେ ୩୧୧ କୋଟିର GST ଠକେଇ, ବନ୍ଧାହେଲେ ୫ ବ୍ୟବସାୟୀ
  • ||
  • ରାଜ୍ୟରେ ବଢୁଛି କରୋନା ଗ୍ରାଫ୍, ୨୪ ଘଣ୍ଟାରେ ଚିହ୍ନଟ ହେଲେ ୪୦୧ କୋଭିଡ୍ ପଜିଟିଭ୍
  • ||
  • ଘରୋଇ ଗ୍ୟାସ୍ ସିଲିଣ୍ଡର ହେଲା ମହଙ୍ଗା, ସିଲିଣ୍ଡର ପିଛା ବଢିଲା ୫୦ ଟଙ୍କା
  • ||
  • ଷ୍ଟିଲ ସିଟିରେ ୩୧୧ କୋଟିର GST ଠକେଇ, ବନ୍ଧାହେଲେ ୫ ବ୍ୟବସାୟୀ
  • ||
  • ଭୁବନେଶ୍ୱର : ରଶ୍ମିରେଖାଙ୍କ ପୁରୁଷବନ୍ଧୁଙ୍କ ଆତ୍ମହତ୍ୟା, ରାଉରକେଲାରୁ ମିଳିଲା ଝୁଲନ୍ତା ମୃତଦେହ
  • ||

ଜମ୍ମୁ-କାଶ୍ମୀର ଟଙ୍ଗଧର୍ ସେଣ୍ଟରରେ ସୁରକ୍ଷାକର୍ମୀଙ୍କ ଗୁଳିରେ ୫ ଆତଙ୍କବାଦୀ ମୃତ

26/05/2018 at 6:55 AM

ସୁରକ୍ଷାକର୍ମୀଙ୍କ ଗୁଳିରେ ୫ ଆତଙ୍କବାଦୀ ମୃତ । ଜମ୍ମୁ-କାଶ୍ମୀର ଟଙ୍ଗଧର୍ ସେଣ୍ଟରରେ ଆତଙ୍କବାଦୀମାନେ ସୁରକ୍ଷାକର୍ମୀଙ୍କୁ ଗୁଳିମାଡ କରିଥିଲେ । ଯାହାର ପାଲଟା ଜବାବ ଦେଇଥିଲେ ଭାରତୀୟ ସେନା । ଆତଙ୍କବାଦୀଙ୍କ ଅନୁପ୍ରବେଶ ଉଦ୍ୟମ ବେଳେ ଭାରତୀୟ ସେନା ଆତଙ୍କବାଦୀଙ୍କ ଉପରକୁ ଗୁଳିମାଡ କରିଥିଲେ । ଏବେ ବି ସ୍ଥାନୀୟ ଅଚଂଳରେ ସର୍ଚ୍ଚ ଅପରେସନ ଜାରି ରହିଛି । ଆତଙ୍କବାଦୀମାନେ ସୀମ।ରେ ଅନୁପ୍ରବେଶ କଲେ ତା’ର ପରିଣାମ ଭେ।ଗିବେ ବେ।ଲି ଭାରତୀୟ ସେନା ପ୍ରମୁଖ କହିଥିଲେ । ସେନା ପ୍ରମୁଖଙ୍କ କହିବାର ଗେ।ଟିଏ ଦିନ ପରେ ଆତଙ୍କବାଦୀମାନେ ସୀମାରେ ଅନୁପ୍ରବେଶ କରିବାକୁ ଉଦ୍ୟମ କରିଛନ୍ତି ।

Leave a Reply

   Related Posts