vridhi excotica
ori homes
vridhi excotica
previous arrow
next arrow

Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ପୂର୍ବ ୟୁକ୍ରେନରେ ଋଷର ଘନଘନ ଆକ୍ରମଣ, ଲୁହାଂସ୍କକୁ କବଜା କଲା ପୁଟିନ ସେନା
  • ||
  • ସେୟାର ବଜାରରେ ଉତ୍ସାହ : ଆରମ୍ଭରୁ ସବୁଜ ରଙ୍ଗରେ ଖୋଲିଲା ସେନସେକ୍ସ ଓ ନିଫ୍ଟି
  • ||
  • ‘ଶିବସେନାକୁ ଶେଷ କରିବାକୁ ଚାହୁଁଚି ବିଜେପି’ : ଗୁରୁତର ଅଭିଯୋଗ ଆଣିଲେ ଉଦ୍ଧବ
  • ||
  • କାହିଁକି ମ୍ୟାଚରେ ପଛେଇଗଲା ଭାରତ ? କାରଣ କହିଲେ ବ୍ୟାଟିଂ କୋଚ୍
  • ||
  • ଭୂମିକମ୍ପରେ ଥରିଲା ଆଣ୍ଡାମାନ-ନିକୋବର, ରିକ୍ଟର ସ୍କେଲରେ ତୀବ୍ରତା ୫.୦
  • ||
  • ଲଘୁଚାପ ପ୍ରଭାବରେ ୪ ଦିନ ପ୍ରବଳ ବର୍ଷା, ଅଧିକ ଭିଜିବ ଏହି ସବୁ ଜିଲ୍ଲା
  • ||
  • ବୁମରାହଙ୍କ ପଡିଆ ଛାଡିବା ଟିମ୍‌କୁ ପଡିଲା ମହଙ୍ଗା, ଦୁଇଟି ରିଭ୍ୟୁ ବରବାଦ କଲେ ପନ୍ତ
  • ||

୫୩ କିଲୋ ଗଞ୍ଜେଇ ଜବତ, ଦୁଇ ଗିରଫ

6/09/2021 at 5:17 PM

ସାନଖେମୁଣ୍ଡି ୬।୯: ଗଂଜାମ ଜିଲ୍ଲା ଖଣ୍ଡଦେଉଳି ଗାଁ ନିକଟରୁ ୫୩ କିଲୋ ୭୫୦ ଗ୍ରାମ ଗଂଜେଇ ଜବତ ହୋଇଛି । ଆସିକା ପୋଲିସ ପାଟ୍ରୋଲିଂ କରୁଥିବା ବେଳେ ଏହି ଗଞ୍ଜେଇ ଜବତ କରିବାରେ ସକ୍ଷମ ହୋଇଛି ।  ଅଭିଯୋଗରେ ଦୁଇ ଜଣକୁ ପୋଲିସ ଗିରଫ କରିବାରେ ସକ୍ଷମ ହୋଇଥିବା ବେଳେ ଏକ ବାଇକ୍ ସମେତ ପିକଅପ୍ ଭ୍ୟାନକୁ ମଧ୍ୟ ଜବତ କରିଛି । ଅନେକ ଦିନ ଧରି ଏମାନେ ଗଂଜେଇ ଚୋରା ଚାଲାଣ କରୁଥିଲେ । କନ୍ଧମାଳରୁ ଗଂଜେଇ ଚୋରା ଚାଲାଣ ହେଉଥିବା ବେଳେ ପୋଲିସ ସେମାନଙ୍କୁ ଧରିବାରେ ସକ୍ଷମ ହୋଇଛି । ଗିରଫ ଅଭିଯୁକ୍ତମାନଙ୍କୁ କୋର୍ଟ ଚାଲାଣ କରାଯାଇଥିବା ଆସିକା ଏସଡିପିଓ ସୂଚନା ଦେଇଛନ୍ତି ।

   Related Posts