ଭୁବନେଶ୍ୱର ୨୦।୧୦ : ରାଜ୍ୟରେ ଉପରତଳ କରୋନା ଗ୍ରାଫ୍ । ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୫୯ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୩୫ ଜଣ କ୍ୱାରେଣ୍ଟାଇନ୍ରୁ ରହିଥିବା ବେଳେ ୨୪ ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି । ସେହିଭଳି ୧୨ ବର୍ଷ ବୟସ ମଧ୍ୟରେ ୧୦ ଜଣ ସଂକ୍ରମିତ ରହିଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୧୩୩୫୬୯୪କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ଵିଟ୍ ଯୋଗେ ସୂଚନା ଦିଆଯାଇଛି ।
wp:html/wp:html7. Khurda: 5
— I & PR Department, Odisha (@IPR_Odisha) October 20, 2022
8. Koraput: 5
9. Mayurbhanj: 1
10. Nawarangpur: 1
11. Nuapada: 1
12. Puri: 6
13. Sambalpur: 6
14. Sonepur: 1
15. Sundargarh: 9
16. State Pool: 1
New recoveries: 85
Cumulative tested: 33751974
Positive: 1335694
Recovered: 1325958
Active cases: 481
ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରେ
ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୩୩୫୬୯୪ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥିମଧ୍ୟରୁ ୪୮୧ଟି ଆକ୍ଟିଭ୍ କେସ୍ ରହିଥିବା ବେଳେ ୧୩୨୫୯୫୮ଜଣ ସୁସ୍ଥ ହୋଇଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୩୩୭୫୧୯୭୪ ସାମ୍ପୁଲ ଟେଷ୍ଟ୍ ହୋଇଛି ।