ChampionMaganna_WebBanner_728X90
ChampionMaganna_WebBanner_728X90
previous arrow
next arrow

Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ବଡବିଲ: ପୁରୁଣା ବସ୍‌ଷ୍ଟାଣ୍ଡରେ ଯୁବକକୁ ଛୁରାମାଡ଼, ଅତର୍କିତ ଆକ୍ରମଣରେ ଆକବର ଗୁରୁତର
  • ||
  • ଇଡିରେ ହାଜର ହେଲେ ଅର୍ଚ୍ଚନାଙ୍କ ଆରକିଟେକ୍ଟ, ଆର୍ଥିକ କାରବାର ନେଇ ହୋଇପାରେ ଜେରା
  • ||

ଦେଶରେ ଆରମ୍ଭ ହେବ 5G ମୋବାଇଲ ସେବା, ପ୍ରଗତି ମଇଦାନରେ ଶୁଭାରମ୍ଭ କରିବେ ପ୍ରଧାନମନ୍ତ୍ରୀ

1/10/2022 at 7:45 AM

ନୂଆଦିଲ୍ଲୀ ୦୧/୧୦: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଆଜି ଦେଶରେ 5-G ସେବାର ଶୁଭାରମ୍ଭ କରିବେ । ଦିଲ୍ଲୀର ପ୍ରଗତି ମଇଦାନରେ ଆଜିଠାରୁ ଇଣ୍ଡିଆ ମୋବାଇଲ କଂଗ୍ରେସ ଆରମ୍ଭ ହୋଇଛି । ଅକ୍ଟୋବର ପହିଲା ଅର୍ଥାତ୍ ଆଜିଠାରୁ ୪ ଯାଏଁ ଦିଲ୍ଲୀରେ ଇଣ୍ଡିଆ ମୋବାଇଲ କଂଗ୍ରେସ ଚାଲିବ।

ଆଜି ଏୟାରଟେଲ ପକ୍ଷରୁ ବାରାଣସୀ ଓ ଜିଓ ପକ୍ଷରୁ ଅହମ୍ମଦାବାଦରେ 5-G ନେଟୱର୍କ ସେବା ଆରମ୍ଭ ହେବ । ଆଜିର ଏହି 5-G ଶୁଭାରମ୍ଭ କାର୍ଯ୍ୟକ୍ରମରେ ଉତ୍ତର ପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ଓ ଗୁଜରାଟ ମୁଖ୍ୟମନ୍ତ୍ରୀ ଭୂପେନ୍ଦ୍ର ପଟେଲ ଉପସ୍ଥିତ ରହିବେ । ପ୍ରଥମେ ମେଟ୍ରୋ ସହରରେ ଏହି ସେବା ଆରମ୍ଭ ହେବ । ପରେ ପର୍ଯ୍ୟାୟ କ୍ରମେ ଧୀରେ ଧୀରେ ଏହା ଅନ୍ୟ ସହରରେ ଆରମ୍ଭ କରାଯିବ ।

   Related Posts