scan steel
web-baneer-728x90
WhatsApp Image 2023-12-06 at 12.52.17
728x90-banner-17.2.24jpg
Untitled-1 copy (1)
previous arrow
next arrow

Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online, Odisha News, khabar odisha,news in oriya

ଯାଜପୁରରେ 5-T ଅଧ୍ୟକ୍ଷ ଭି.କେ. ପାଣ୍ଡିଆନ୍, ଛାତ୍ରଛାତ୍ରୀଙ୍କୁ ଦେଲେ ସଫଳତାର ଟିପ୍ସ

13/02/2024 at 11:56 AM

ଯାଜପୁର ୧୩।୨: ଯାଜପୁରରେ 5-T ଅଧ୍ୟକ୍ଷ ଭି.କେ. ପାଣ୍ଡିଆନ୍ । ଯାଜପୁର କୁସୁମା ନିକଟ ପଡ଼ିଆରେ ପହଞ୍ଚି ପ୍ରଥମେ ଏସ୍‌ସି କଲେଜ ପଡିଆରେ ଆୟୋଜିତ ନୂଆ-ଓ ଯୁବ ଓଡ଼ିଶା ନବୀନ ଓଡ଼ିଶା କାର୍ଯ୍ୟକ୍ରମରେ 5-T ଅଧ୍ୟକ୍ଷ ଯୋଗ ଦେଇଛନ୍ତି । ଏହି ଅବସରରେ ଆୟୋଜିତ କାର୍ଯ୍ୟକ୍ରମରେ ଯୋଗଦେଇ ଛାତ୍ରଛାତ୍ରୀଙ୍କୁ ସଫଳତାର ମନ୍ତ୍ର ଦେଉଛନ୍ତି ଭି.କେ. ପାଣ୍ଡିଆନ୍ ।

ଏହାପରେ କୁସୁମା ନିକଟରେ ଆୟୋଜିତ ହୋଇଥିବା ଦଳୀୟ କାର୍ଯ୍ୟକ୍ରମରେ 5-T ଅଧ୍ୟକ୍ଷ ଭି.କେ. ପାଣ୍ଡିଆନ୍ ଯୋଗଦେବାର କାର୍ଯ୍ୟକ୍ରମ ରହିଛି ।

You Can Read :

   Related Posts