Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online, odisha news,khabar odisha,news in oriya

ପ୍ରମୁଖ ଖବର
  • ଶକ୍ତିଶାଳୀ ହେବ ନୌସେନା: ୧୧ ପାଟ୍ରୋଲିଂ ଭାସେଲ ଓ ୬ ମିସାଇଲ୍ ଭାସେଲ କିଣିବାକୁ ୧୯ ହଜାର କୋଟିର ଡିଲ୍‌
  • ||
  • ବୁଲେଟ ଟ୍ରେନ୍ ପ୍ରକଳ୍ପ ପାଇଁ ଭାରତକୁ ୧୮,୭୫୦ କୋଟି ଓଡିଏ ଋଣ ଦେଲା ଜାପାନୀ ସଂସ୍ଥା
  • ||
  • ପ୍ରତିରକ୍ଷା ମନ୍ତ୍ରାଳୟ ଓ ଭାରତ ଇଲେକ୍ଟ୍ରୋନିକ୍ ଲିମିଟେଡ୍ ମଧ୍ୟରେ ୫,୪୯୮ କୋଟିର ଚୁକ୍ତି ସ୍ୱାକ୍ଷରିତ; EW କିଣିବ ଭାରତୀୟ ସଶସ୍ତ୍ର ବଳ
  • ||
  • କଟକ : କଟକ ଷ୍ଟେସନରୁ ଭଦ୍ରକ-ନୟାଗଡ ମେମୁ ଟ୍ରେନ୍‌ର ଶୁଭାରମ୍ଭ କଲେ ଦୁଇ କେନ୍ଦ୍ରମନ୍ତ୍ରୀ
  • ||
  • ନୂଆପଡା : ଟ୍ରାପ୍ କ୍ୟାମେରାରେ କଏଦ ହେଲା କଲରାପତରିଆ ବାଘ
  • ||
  • ଖଲ୍ଲିକୋଟ : ଋଷିକୁଲ୍ୟା ମୁହାଁଣରେ ବିରଳ ପ୍ରଜାତିର ସାମୁଦ୍ରିକ କଇଁଛ, ଏହାର ଓଜନ ୧୪୦ କିଲୋ
  • ||
  • ନାରାୟଣପାଟଣା : ମିଳିଲା ଗର୍ଭବତୀ ମହିଳାଙ୍କ ଝୁଲନ୍ତା ମୃତଦେହ, ଜ୍ବାଇଁ ବିରୋଧରେ ହତ୍ୟା ଅଭିଯୋଗ
  • ||
  • କାଠୁଆ : ଜାମ୍ମୁକାଶ୍ମୀର କଠୁଆରେ ଭୟଙ୍କର ବିସ୍ଫୋରଣ, ପୂରା ଅଞ୍ଚଳରେ ହାଇଆଲର୍ଟ
  • ||
  • ଭୁବନେଶ୍ୱର : ବଢିଲା ପୁଣି ଓମ୍‌ଫେଡ୍‌ କ୍ଷୀରର ଦର, ପ୍ୟାକେଟ୍‌ ପିଛା ବଢିଲା ୨ଟଙ୍କା
  • ||
  • ନୂଆଦିଲ୍ଲୀ : Twitterର ବଡ ଆକ୍ସନ, ପାକିସ୍ତାନ ସରକାରଙ୍କ ଟ୍ଵିଟର ଆକାଉଣ୍ଟକୁ ବ୍ଲକ କଲା ଭାରତ
  • ||

ତିନିଦିନିଆ ସୁନ୍ଦରଗଡ଼ ଗସ୍ତରେ 5-ଟି ସଚିବ, ବିକାଶମୂଳକ କାର୍ଯ୍ୟରେ କଲେ ଅନୁଧ୍ୟାନ

11/03/2023 at 1:44 PM

ରାଉରକେଲା ୧୧।୦୩ : ତିନିଦିନିଆ ସୁନ୍ଦରଗଡ଼ ଗସ୍ତରେ 5-ଟି ସଚିବ। ଶୁକ୍ରବାର ଅପରାହ୍ନରେ ମୁଖ୍ୟମନ୍ତ୍ରୀଙ୍କ ସହ 5-ଟି ସଚିବ ରାଉକେଲାରେ ପହଞ୍ଚିଥିଲେ । ମୁଖ୍ୟମନ୍ତ୍ରୀ ବିଭିନ୍ନ କାର୍ଯ୍ୟକ୍ରମରେ ଯୋଗ ଦେବା ପରେ ମୁଖ୍ୟମନ୍ତ୍ରୀ ରାତ୍ରୀଯାପନ କରି ଭୁବନେଶ୍ୱର ଫେରିଛନ୍ତି ।  

ତେବେ 5-ଟି ସଚିବ ଭିକେ ପାଣ୍ଡିଆନ୍‌ ଶନିବାର ଗସ୍ତ କରି ଗୁରୁଣ୍ଡିଆ, ବଣେଇ, କୋଇଡ଼ା ଅଞ୍ଚଳର ବିଭିନ୍ନ ସ୍କୁଲ, କଲେଜ, ଡାକ୍ତରଖାନା ସହ ତୁମେକଲାରେ ନିର୍ମାଣ ବିଜେ ସେତୁ ପରିଦର୍ଶନ କରିଛନ୍ତି । ପରିଦର୍ଶନ କରୁଥିବା ଶିକ୍ଷାନୁଷ୍ଠାନ ଛାତ୍ରଛାତ୍ରୀମାନଙ୍କ ସହ କଥାବାର୍ତ୍ତା ହୋଇଛନ୍ତି 5-ଟି ସଚିବ । ଅପରାହ୍ନ ୩ଟାରେ ରାଉରକେଲା ଆର୍‌ଏମ୍‌ସି କାର୍ଯ୍ୟାଳୟରେ ସମୀକ୍ଷା ବୈଠକ କରିବା ସହ ରବିବାର ରାଜଗାଙ୍ଗପୁରର ଏବଂ ସୁନ୍ଦରଗଡ଼ ପରିଦର୍ଶନ କରିବେ ।

   Related Posts