oroinfra
maganna
anutap
FileReOpen
TASTEtheBEST
EVOS_WebBanner_728X90
oroinfra
ChampionMaganna_WebBanner_728X90
Anutap_WebBanner_728X90
FileReOpen_WebBanner_728X90
TASTEtheBEST_WebBanner_728X90
EVOS_WebBanner_728X90
previous arrow
next arrow

Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଯାଜପୁର:ପ୍ରଧାନ ଶିକ୍ଷକଙ୍କ ବଦଳିକୁ ବିରୋଧ, ରାସ୍ତା ଉପରେ ପାଠ ପଢ଼ିଲେ ଛାତ୍ରଛାତ୍ରୀ
  • ||
  • ଛତିଶଗଡ଼ରେ ୪ ଓଡ଼ିଆଙ୍କୁ ନିର୍ମମ ହତ୍ୟା, ସ୍ୱାମୀ-ସ୍ତ୍ରୀ ଓ ଦୁଇ ଛୁଆ ମୃତ
  • ||
  • ଶାରଳାଙ୍କ ପୀଠରେ ଷଷ୍ଠୀ ପୂଜା, ମା’ଙ୍କ ଦର୍ଶନ ଲାଗି ଜମୁଛି ଶ୍ରଦ୍ଧାଳୁଙ୍କ ଭିଡ
  • ||
  • ରାଜ୍ୟରେ ଉପର ତଳ ଦୈନିକ ସଂକ୍ରମଣ, ୨୪ ଘଣ୍ଟାରେ ଚିହ୍ନଟ ହେଲେ ୨୦୩ କୋଭିଡ୍ ପଜିଟିଭ୍
  • ||
  • ଭିଜିଲାନ୍ସ ଜାଲରେ ସହକାରୀ କାର୍ଯ୍ୟନିର୍ବାହୀ ଯନ୍ତ୍ରୀ, ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ରେଡ୍
  • ||
  • ଦୁଷ୍କର୍ମ ଅଭିଯୋଗରେ ଜେଲ୍ ଗଲା ଟୁଙ୍ଗୁରୁ ଭୋଳ, ବହୁଚର୍ଚ୍ଚିତ ପ୍ରେମ କାହାଣୀରେ ପଡିଲା ପୂର୍ଣ୍ଣଚ୍ଛେଦ
  • ||
  • ମହାଷଷ୍ଠୀରେ ଭିଜିବ ଉପକୂଳ, ସମ୍ଭାବ୍ୟ ଲଘୁଚାପ ପ୍ରଭାବରେ ପହିଲାରୁ ବଢିବ ବର୍ଷା ପରିମାଣ
  • ||
  • ଶୁକ୍ରବାର ବସିବ କ୍ୟାବିନେଟ ବୈଠକ, ୧୦ଟି ପ୍ରସ୍ତାବରେ ବାଜିପାରେ ମୋହର
  • ||

ଦୀପାବଳିରେ ଅଘଟଣ : ସ୍କୁଟିରେ ବାଣ ନେଇ ଯାଉଥିବାବେଳେ ବିସ୍ଫୋରଣ ଘଟି ୬ ଜଣ ଆହତ

28/10/2019 at 9:17 AM

ଭୁବନେଶ୍ବର ୨୮/୧୦: ଭୁବନେଶ୍ବର ଉପକଣ୍ଠ ବାଲିଅନ୍ତା ଥାନା ନୂଆପାଟଣାରେ ଅଘଟଣ ଘଟିଛି । ସ୍କୁଟିରେ ବାଣ ନେଇ ଯାଉଥିବାବେଳେ ବିସ୍ଫୋରଣ ଘଟି ୬ ଜଣ ଆହତ ହୋଇଛନ୍ତି ।

ସମସ୍ତ ଗୁରୁତର କ୍ୟାପିଟାଲ୍ ହସ୍ପିଟାଲକୁ ସ୍ଥାନାନ୍ତରିତ ହୋଇଛନ୍ତି । ସ୍କୁଟି ଡିକିରେ ଶୂନ୍ୟଫୋଟକା ନେଇ ଯାଉଥିବା ବେଳେ ବିସ୍ପୋରଣ ଘଟିଛି । ସ୍କୁଟିରେ ଥିବା ଦୁଇ ଜଣ ଏବଂ ନିକଟରେ ଥିବା ଅନ୍ୟ ଚାରି ଜଣ ଗୁରୁତର ହୋଇଛନ୍ତି ।

   Related Posts