ChampionMaganna_WebBanner_728X90
ChampionMaganna_WebBanner_728X90
previous arrow
next arrow

Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ORHDC ଦୁର୍ନୀତି ମାମଲା, IAS ବିନୋଦ କୁମାରଙ୍କ ସହ ୬ ଜଣଙ୍କୁ ଜେଲ୍‌ଦଣ୍ଡ ଶୁଣାଇଲେ ସ୍ପେଶାଲ୍‌ ଜଜ୍‌
  • ||
  • ଫିରୋଜାବାଦରେ ଛାତିଥରା ଅଗ୍ନିକାଣ୍ଡ, ଜିଅନ୍ତା ଜଳିଗଲେ ପରିବାରର ୬ଜଣ
  • ||
  • କୁହୁଡ଼ି ନେଲା ଜୀବନ; ରାସ୍ତା ଦେଖାନଯିବାରୁ ବସ୍‌କୁ ପିଟିଲା ଟ୍ରକ୍, ଦୁର୍ଘଟଣାରେ ଚାଲିଗଲା ୬ ଜୀବନ
  • ||
  • ଇଡିରେ ହାଜର ହେଲେ ଅବିନାଶ ପ୍ରିୟଦର୍ଶୀ, ସୁପ୍ରିମ ଅଟୋ ମୋବାଇଲ ମୁଖ୍ୟ ପରିଚାଳକ ହେଲେ ଅବିନାଶ
  • ||

ଗ୍ୟାସ୍‌ ଲିକ୍ ହୋଇ ଲାଗିଗଲା ନିଆଁ, ୬ ଗୁରୁତର

9/01/2020 at 10:34 PM

ଭୁବନେଶ୍ବର୯/୧: ଗ୍ୟାସ୍ ଲିକ୍ ହୋଇ ନିଆଁ ଲାଗିଯିବାରୁ ୬ ଜଣ ଗୁରୁତର। ଭୁବନେଶ୍ବର ସିଆରପି ଛକ ମୁଣ୍ଡାସାହି ବସ୍ତିରେ ଘଟଣା ଘଟିଛି। ଗୁରୁତରଙ୍କ ମଧ୍ୟରୁ ୨ଜଣଙ୍କ ଅବସ୍ଥା ସଙ୍କଟାପନ୍ନ ଥିବାରୁ ସେମାନଙ୍କୁ କଟକ ହସ୍ପିଟାଲକୁ ସ୍ଥାନାନ୍ତର କରାଯାଇଛି । ଅନ୍ୟ ଗୁରୁତର ମାନେ କ୍ୟାପିଟାଲ ହସ୍ପିଟାଲରେ ଚିକିତ୍ସିତ ହେଉଛନ୍ତି । ୬ ଗୁରୁତର ହେଲେ ମଙ୍ଗୁଳି ସିଂ, ନୀତିଶ ହେମ୍ରମ୍, ବାଲେ ହେମ୍ରମ୍, ବନବାସୀ ଗାଗାରାଇ ଓ କିରଣ ତିରିୟା ।  ରୋଷେଇ ଘରୁ ଗ୍ୟାସ ଲିକ୍ ହୋଇ ନିଆଁ ଲାଗିଥିବାବେଳେ ଏହାକୁ ଲିଭାଇବାକୁ ଯାଇ ଆହତ ହୋଇଥିବା ଜଣାପଡିଛି ।

   Related Posts