ସ୍ନାନପୂର୍ଣ୍ଣମୀ ପାଇଁ ପୋଲିସ ପ୍ରଶାସନର ବ୍ୟାପକ ପ୍ରସ୍ତୁତି : ୬୦ ପ୍ଲାଟୁନ ପୋଲିସ ଫୋର୍ସ ସହ ମୁତୟନ ହେବେ ୧୦୦ ଅଧିକାରୀ

ପୁରୀ ୩୧।୫: ଜୁନ୍ ୪ରେ ପବିତ୍ର ସ୍ନାନଯାତ୍ରା ଥିବାରୁ ଶ୍ରୀମନ୍ଦିର, ଜିଲ୍ଲା ଓ ପୋଲିସ ପ୍ରଶାସନ ପକ୍ଷରୁ ସମସ୍ତ ପ୍ରସ୍ତୁତି କରାଯାଇଛି । ଟାଉନ ଥାନାଠାରୁ ଶ୍ରୀମନ୍ଦିର କାର୍ଯ୍ୟାଳୟ ପର୍ଯ୍ୟନ୍ତ ବ୍ୟାରିକେଡ଼ ବ୍ୟବସ୍ଥା କରାଯାଇଛି ।‌ ସୁରକ୍ଷା ଓ ଶୃଙ୍ଖଳିତ ଦର୍ଶନ ପାଇଁ ପୋଲିସ ପ୍ରଶାସନ ପକ୍ଷରୁ ୬୦ ପ୍ଲାଟୁନ ପୋଲିସ ଫୋର୍ସ, ୧୦୦ ଜଣ ବରିଷ୍ଠ ଅଧିକାରୀ ମୁତୟନ ହେବେ । ବଡଦାଣ୍ଡକୁ ବିଭିନ୍ନ ସେକ୍ଟରରେ ବିଭକ୍ତ କରାଯାଇଛି । ସ୍ନାନପୂର୍ଣ୍ଣମୀ ପୂର୍ବଦିନ ଟ୍ରାଫିକ କଟକଣା … Continue reading ସ୍ନାନପୂର୍ଣ୍ଣମୀ ପାଇଁ ପୋଲିସ ପ୍ରଶାସନର ବ୍ୟାପକ ପ୍ରସ୍ତୁତି : ୬୦ ପ୍ଲାଟୁନ ପୋଲିସ ଫୋର୍ସ ସହ ମୁତୟନ ହେବେ ୧୦୦ ଅଧିକାରୀ