ChampionMaganna_WebBanner_728X90
ChampionMaganna_WebBanner_728X90
previous arrow
next arrow

Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ORHDC ଦୁର୍ନୀତି ମାମଲା, IAS ବିନୋଦ କୁମାରଙ୍କ ସହ ୬ ଜଣଙ୍କୁ ଜେଲ୍‌ଦଣ୍ଡ ଶୁଣାଇଲେ ସ୍ପେଶାଲ୍‌ ଜଜ୍‌
  • ||
  • ଫିରୋଜାବାଦରେ ଛାତିଥରା ଅଗ୍ନିକାଣ୍ଡ, ଜିଅନ୍ତା ଜଳିଗଲେ ପରିବାରର ୬ଜଣ
  • ||
  • କୁହୁଡ଼ି ନେଲା ଜୀବନ; ରାସ୍ତା ଦେଖାନଯିବାରୁ ବସ୍‌କୁ ପିଟିଲା ଟ୍ରକ୍, ଦୁର୍ଘଟଣାରେ ଚାଲିଗଲା ୬ ଜୀବନ
  • ||
  • ଇଡିରେ ହାଜର ହେଲେ ଅବିନାଶ ପ୍ରିୟଦର୍ଶୀ, ସୁପ୍ରିମ ଅଟୋ ମୋବାଇଲ ମୁଖ୍ୟ ପରିଚାଳକ ହେଲେ ଅବିନାଶ
  • ||

ବସକୁ ପଛପଟୁ ଧକ୍କା ଦେଲା ଗୋରୁ ବୋଝେଇ ଟ୍ରକ : ୭ ଯାତ୍ରୀ ଗୁରୁତର

20/01/2020 at 8:53 AM

ଜଳେଶ୍ବର ୨୦/୧ : ୬୦ନମ୍ବର ଜାତୀୟ ରାଜପଥ ନନ୍ଦିକା ଛକ ନିକଟରେ ପିକନିକ ବସକୁ ପଛପଟୁ  ଧକ୍କା ଦେଲା ଗୋରୁ ବୋଝେଇ ଟ୍ରକ। ଏଥିରେ ୭ ଜଣ ପର୍ଯ୍ୟଟକ ଗୁରୁତର ହୋଇଛନ୍ତି। ଗୁରୁତରଙ୍କୁ ଜଳେଶ୍ବର ହସପିଟାଲରେ ଭର୍ତ୍ତି କରିଛନ୍ତି ସ୍ଥାନୀୟ ଲୋକେ ।

ପଶ୍ଚିମବଗଂର ପର୍ଯ୍ୟଟକମାନେ ପୁରୀରୁ କଲିକତା ଫେରୁଥିବାବେଳେ ଘଟିଛି ଦୁର୍ଘଟଣା । ଆହତ ହୋଇଥିବା ସମସ୍ତଙ୍କ ଘର ପଶ୍ଚିମବଗଂ। ପୋଲିସ ପହଞ୍ଚି ଗୋରୁ ବୋଝେଇ ଟ୍ରକକୁ ଜବତ କରିଛି। ଡ୍ରାଇଭର ଏବଂ ହେଲପର ଫେରାର ହୋଇଯାଇଛନ୍ତି।

   Related Posts