oroinfra
maganna
anutap
FileReOpen
TASTEtheBEST
EVOS_WebBanner_728X90
oroinfra
ChampionMaganna_WebBanner_728X90
Anutap_WebBanner_728X90
FileReOpen_WebBanner_728X90
TASTEtheBEST_WebBanner_728X90
EVOS_WebBanner_728X90
previous arrow
next arrow

Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ମୋହନା: ଲଗାଣ ବର୍ଷାରେ ଭୁଶୁଡ଼ିଲା କାନ୍ଥ, ଅଳ୍ପକେ ବର୍ତ୍ତିଲେ ପରିବାରର ୪ ସଦସ୍ୟ
  • ||
  • କେନ୍ଦ୍ର ଉପରେ ବର୍ଷିଲେ ସତ୍ୟପାଲ ମଲିକ୍, କହିଲେ ମୁଁ ଏବେ ସ୍ୱାଧୀନ
  • ||
  • ରାଜ୍ୟରେ ଉପର ତଳ ଦୈନିକ ସଂକ୍ରମଣ, ୨୪ ଘଣ୍ଟାରେ ଚିହ୍ନଟ ହେଲେ ୬୩ କୋଭିଡ୍ ପଜିଟିଭ୍
  • ||
  • ମୁମ୍ୱାଇ: ଜଣାଶୁଣା ଅଭିନେତା ଅରୁଣ ବାଲୀଙ୍କ ନିଧନ, ୭୯ ବର୍ଷ ବୟସରେ ପରଲୋକ
  • ||
  • ରାଜ୍ୟର ବିଭିନ୍ନ ସ୍ଥାନରେ ତୁହାକୁ ତୁହା ବର୍ଷା, ଆସୁଛି ଘୁର୍ଣ୍ଣିବଳୟ
  • ||
  • ଭଦ୍ରକ: ଧାମନଗର ଉପନିର୍ବାଚନ ପାଇଁ ଶୁକ୍ରବାରଠୁ ନାମାଙ୍କନ ଦାଖଲ, ୧୫ରେ ଯାଞ୍ଚ
  • ||
  • ଚାନ୍ଦବାଲୀ: ପଦ୍ମାବତୀ ଟ୍ରଲରରେ ଅଗ୍ନିକାଣ୍ଡ ଘଟଣା, ୧୦ ଘଣ୍ଟା ପରେ ଉଦ୍ଧାର ହେଲେ ୧୦ ଧୀବର
  • ||

ଯାଜପୁରରେ ସ୍ୱାଧୀନତା ଦିବସ ପାଳିତ, ଯୋଗଦେଲେ ଜିଲ୍ଲାପ୍ରଶାସନ ଏବଂ ପୋଲିସ ପ୍ରଶାସନ

15/08/2021 at 10:27 PM

ଯାଜପୁର, ୧୫/୦୮: ଚଳିତବର୍ଷ କରୋନା କଟକଣା ମଧ୍ୟରେ ଯାଜପୁର ଜିଲ୍ଲାର ଜିଲ୍ଲା ସ୍କୁଲ ପଡିଆ ପ୍ରାଙ୍ଗଣରେ ଜିଲ୍ଲାସ୍ତରୀୟ ୭୫ତମ ସ୍ବାଧୀନତା ଦିବସ ପାଳିତ ହୋଇଯାଇଛି । ଏହି ଅବସରରେ ମୁଖ୍ୟ ଅତିଥି ଭାବେ ଭାରପ୍ରାପ୍ତ ଜିଲ୍ଲାପାଳ ଅକ୍ଷୟ କୁମାର ମଲ୍ଲିକ ଯୋଗଦେଇ ପତାକା ଉତ୍ତୋଳନ କରିଥିଲେ । କୋରୋନା କଟକଣା ଯୋଗୁଁ ସାମାଜିକ ଦୁରତାକୁ ବଜାୟ ରଖି ପତାକା ଉତ୍ତୋଳନ କରାଯିବା ସହ ଅଭିବାଦନ ଗ୍ରହଣ କରିଥିଲେ ।

ଏଥିରେ ଜିଲ୍ଲାପ୍ରଶାସନ ଏବଂ ପୋଲିସ ପ୍ରଶାସନ ସହ osap ଦ୍ୱିତୀୟ ବାଟାଲିୟନ ଯୋଗଦେଇଥିଲେ l ଆଜି ସାରା ଭାରତ ବର୍ଷ ସ୍ୱାଧୀନତା ଦିବସ ପାଳନ କରୁଥିବା ବେଳେ ଗାଁରେ ମଧ୍ୟ କୁନି କୁନି ପିଲା ମାନେ ଏହି ଦିବସକୁ ପାଳନ କରିଛନ୍ତି ।

   Related Posts