ଆଦିବାସୀ ଅଷ୍ଟମ ଶ୍ରେଣୀ ଛାତ୍ରୀଙ୍କୁ ଦୁଷ୍କର୍ମ ଅଭିଯୋଗ
1/05/2018 at 4:59 AM

କନ୍ଧମାଳ ଦାରିଙ୍ଗବାଡି ସେବାଶ୍ରମରେ ଅଷ୍ଟମ ଶ୍ରେଣୀ ଛାତ୍ରୀଙ୍କୁ ଦୁଷ୍କର୍ମ ଅଭିଯୋଗ ….
ସେବାଶ୍ରମ ପ୍ରଧାନ ଶିକ୍ଷକଙ୍କ ନାଁରେ ଆସିଛି ଅଭିଯୋଗ ….
ଗତ ୨୨ ତାରିଖରେ ହାଇ ସ୍କୁଲର ପ୍ରଧାନ ଶିକ୍ଷକ ଆଦିତ୍ୟ ପ୍ରସାଦ ରଥ ନାବାଳିକାକୁ ନିଜ ରୁମକୁ ଡାକି ଦୁଷ୍କର୍ମ କରିଥିବା ଛାତ୍ରୀ ଜଣକ ଅଭିଯୋଗ କରିଛନ୍ତି …. ଏନେଇ ପରିବାର ଲୋକେ ଦାରିଙ୍ଗବାଡି ଥାନାରେ ଏତଲା ଦେଇଛନ୍ତି …. ପୋଲିସ ମାମଲା ରୁଜ୍ଜୁ କରି ତଦନ୍ତ ଚଳାଇଛି ….