ChampionMaganna_WebBanner_728X90
ChampionMaganna_WebBanner_728X90
previous arrow
next arrow

Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଆଠମଲ୍ଲିକ: ଦନ୍ତା ହାତୀର ମୃତଦେହ ଠାବ, ଶରୀରରେ ରହିଛି ଅନେକ କ୍ଷତଚିହ୍ନ
  • ||
  • ସମ୍ୱଲପୁର: ଜଳିଗଲା ଘରୋଇ ବସ୍ ନାଗରାଜ୍, ଅଳ୍ପକେ ବର୍ତ୍ତିଗଲେ କଣ୍ଡକ୍ଟର
  • ||
  • ବୌଦ୍ଧ: ନାଳରୁ ବ୍ୟାଙ୍କ୍ କର୍ମଚାରୀଙ୍କ ମୃତଦେହ ଉଦ୍ଧାର, ପାଖରେ ପଡିଛି ବାଇକ ଓ ମଦବୋତଲ
  • ||
  • ଭୁବନେଶ୍ୱର: ବରିଷ୍ଠ ଅଭିନେତ୍ରୀଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀଙ୍କ ଶୋକ
  • ||
  • ଭଦ୍ରକ: ଭୟାବହ ଅଗ୍ନିକାଣ୍ଡରେ ଜଳିଗଲା ୧୫ ବଖରା, ୨ ଗୋ-ମାତା ଜୀବନ୍ତ ଦଗ୍ଧ
  • ||
  • କଟକ: ବରିଷ୍ଠ ଅଭିନେତ୍ରୀ ଝରଣା ଦାସଙ୍କ ପରଲୋକ, ୮୨ ବର୍ଷ ବୟସରେ ଦେହାନ୍ତ
  • ||

ଦୂର ହେବ ଟିକା ସମସ୍ୟା, ରାଜ୍ୟକୁ ଆସିଲା ୯ ଲକ୍ଷ ୪୩ ହଜାର କୋଭିସିଲ୍ଡ ଟିକା

2/07/2021 at 4:58 PM

ଭୁବନେଶ୍ୱର, ୦୨/୦୭: ଦେଶର ବିଭିନ୍ନ ରାଜ୍ୟରେ ଟିକାକରଣ ଜାରି ରହିଛି । କିନ୍ତୁ ଟିକା ଅଭାବରୁ କିଛି ରାଜ୍ୟରେ ଟିକାକରଣ ବନ୍ଦ ରହିଥିବା ଜଣାପଡ଼ିଛି । ଓଡ଼ିଶାରେ ମଧ୍ୟ ସମାନ ପରିସ୍ଥିତି କିଛି ଜିଲ୍ଲାରେ ଦେଖିବାକୁ ମିଳିଥିଲା ।

ଏହି ସମସ୍ୟା ଦୂର କରୁବା ପାଇଁ ରାଜ୍ୟରେ ୯ ଲକ୍ଷ ୪୩ ହଜାଚର କୋଭିସିଲ୍ଡ ଟିକା ଆଜି ଆସି ପହଞ୍ଚିଛି । ଗତକାଲି ୧ ଲକ୍ଷ କୋଭିସିଲ୍ଡ ଟିକା ବିଜୁ ପଟ୍ଟନାୟକ ବିମାନବନ୍ଦରରେ ପହଞ୍ଚିଥିଲା ।  

   Related Posts