ChampionMaganna_WebBanner_728X90
ChampionMaganna_WebBanner_728X90
previous arrow
next arrow

Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଫିରୋଜାବାଦରେ ଛାତିଥରା ଅଗ୍ନିକାଣ୍ଡ, ଜିଅନ୍ତା ଜଳିଗଲେ ପରିବାରର ୬ଜଣ
  • ||
  • କୁହୁଡ଼ି ନେଲା ଜୀବନ; ରାସ୍ତା ଦେଖାନଯିବାରୁ ବସ୍‌କୁ ପିଟିଲା ଟ୍ରକ୍, ଦୁର୍ଘଟଣାରେ ଚାଲିଗଲା ୬ ଜୀବନ
  • ||
  • ଇଡିରେ ହାଜର ହେଲେ ଅବିନାଶ ପ୍ରିୟଦର୍ଶୀ, ସୁପ୍ରିମ ଅଟୋ ମୋବାଇଲ ମୁଖ୍ୟ ପରିଚାଳକ ହେଲେ ଅବିନାଶ
  • ||

ଅଗ୍ନିକାଣ୍ଡରେ ଜୀବନ୍ତ ଦଗ୍ଧ ହୋଇଗଲେ ନବମ ଶ୍ରେଣୀ ଛାତ୍ରୀ, ନିଆଁ ଲାଗିବାର କାରଣ ଅସ୍ପଷ୍ଟ

11/07/2022 at 10:24 PM

କଟକ, ୧୧/୦୭: ଅଗ୍ନିକାଣ୍ଡରେ ଜଳିଗଲେ ଛାତ୍ରୀ । କଟକ ଖଟଵିନ୍ ସାହିରେ ଘଟିଛି ଅଭାବନୀୟ ଘଟଣା । ଘରେ ଆକସ୍ମିକ ଅଗ୍ନିକାଣ୍ଡ ଘଟିବାରୁ ନଵମ ଶ୍ରେଣୀ ଛାତ୍ରୀ ଜିଵନ୍ତ ଦଗ୍ଧ ହୋଇଯାଇଛନ୍ତି । ଅଗ୍ନିଶମ ଵାହିନୀ ପହଞ୍ଚି ନିଆଁକୁ ଆୟତ୍ତ କରିଥିବା ଜଣାପଡ଼ିଛି । ଅଗ୍ନିକାଣ୍ଡର କାରଣ ଅସ୍ପଷ୍ଟ ରହିଥିବା ବେଳେ ଘଟଣାସ୍ଥଳରେ ପୋଲିସ ପହଞ୍ଚି ତଦନ୍ତ ଆରମ୍ଭ କରିଛି ।

   Related Posts