oroinfra
maganna
anutap
FileReOpen
TASTEtheBEST
EVOS_WebBanner_728X90
oroinfra
ChampionMaganna_WebBanner_728X90
Anutap_WebBanner_728X90
FileReOpen_WebBanner_728X90
TASTEtheBEST_WebBanner_728X90
EVOS_WebBanner_728X90
previous arrow
next arrow

Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ବ୍ରହ୍ମପୁର: ଭଞ୍ଜବିହାର କ୍ୟାମ୍ପସ୍‌ରେ ବାଘ ! ଭୟଭୀତ ଛାତ୍ରଛାତ୍ରୀ ଓ ସ୍ଥାନୀୟ ଲୋକେ, ବନ ବିଭାଗର ପାଟ୍ରୋଲିଂ
  • ||
  • ରାଜ୍ୟରେ ଉପର ତଳ ଦୈନିକ ସଂକ୍ରମଣ, ୨୪ ଘଣ୍ଟାରେ ଚିହ୍ନଟ ହେଲେ ୨୨୨ କୋଭିଡ୍ ପଜିଟିଭ୍
  • ||
  • ଭୁବନେଶ୍ୱର : ଉଗ୍ରରୂପ ରୂପ ନେଲା ପାରିବାରିକ କଳହ, ଜୀବନ ହାରିଦେଲେ ଜିଲ୍ଲା ପରିଷଦ ସଭ୍ୟ
  • ||
  • ୫ ଦୋକାନ ଉପରେ ଚଢିଗଲା ସାର ବୋଝେଇ ଟ୍ରକ୍, ଅଳ୍ପକେ ବର୍ତ୍ତିଲେ ୧୪ କର୍ମଚାରୀ
  • ||
  • ପୂଜାରେ ଭିଜିବ ପାର୍ବଣ, ଲଘୁଚାପ ପ୍ରଭାବରେ ୨୬ରୁ ୨୯ ଯାଏ ନିର୍ଦ୍ଧୁମ ଛେଚିବ
  • ||

୩ବର୍ଷର ସାନ ଭଉଣୀକୁ ଉଦ୍ଧାର କରିବାକୁ କୂଅକୁ ଡେଇଁ ପଡିଲା ୯ବର୍ଷର ଭଉଣୀ

17/06/2018 at 7:48 AM

୩ବର୍ଷର ସାନ ଭଉଣୀକୁ ଉଦ୍ଧାର କରିବାକୁ କୂଅକୁ ଡେଇଁ ପଡିଲା ୯ବର୍ଷର ଭଉଣୀ
ସୁବର୍ଣ୍ଣପୁର ଜିଲ୍ଲା ତରଭା ଥାନା ଅନ୍ତର୍ଗତ କେନ୍ଦୁମୁଣ୍ଡା ଗାଁରେ ଦେଖିବାକୁ ମିଳିଛି ଘଟଣା … ଘର ପାଖରେ ଖେଳୁଥିବା ବେଳେ ୩ ବର୍ଷର ମିଳି କୂଅରେ ପଡିଯାଇଥିଲେ … ପାଖରେ କେହି ନଥିବାରୁ ତାକୁ ଉଦ୍ଧାର କରିବାକୁ ୯ ବର୍ଷୀୟ ଭଉଣୀ ଝିଲି କୂଅକୁ ଡେଇଁପଡ଼ିଥିଲେ … ପରେ ପରିବାର ଓ ସାହି ଭାଇ ମିଶି ୨ ଭଉଣୀଙ୍କୁ ଉଦ୍ଧାର କରିଛନ୍ତି …

   Related Posts