LIVE TV

ଭାରସାମ୍ୟ ହରାଇ ୧୫୦ ଫୁଟ ତଳକୁ ଖସିଲା ଟ୍ରକ୍, ଅଳ୍ପକେ ବର୍ତ୍ତିଲେ ଡ୍ରାଇଭର୍ ଓ ହେଲପର୍

NEWS7
Bargarh

ବରଗଡ଼ ୫୧୦: ବରଗଡ଼ ଅମ୍ବାଭୋନା ଘାଟିରୁ ଭାରସାମ୍ୟ ହରାଇ ୧୫୦ ଫୁଟ ତଳକୁ ଖସିପଡ଼ିଲା ଟ୍ରକ୍ । ଅଳ୍ପକେ ବର୍ତ୍ତିଲେ ଡ୍ରାଇଭର୍ ଓ ହେଲପର୍ । ବରଗଡ଼ରୁ ଛତିଶଗଡ଼ ଅଭିମୁଖେ ଯାଉଥିବା ବେଳେ ଏଭଳି ଅଘଟଣ ଘଟିଛି । ଘଟଣାସ୍ଥଳରେ ଅମ୍ବାଭୋନା ପୋଲିସ ପହଞ୍ଚି ତଦନ୍ତ ଆରମ୍ଭ କରିଛି ।

ସୂଚନାଯୋଗ୍ୟ ଯେ, ବରଗଡ଼ରୁ ଛତିଶଗଡ଼ ଅଭିମୁଖେ ଯାଉଥିବା ବେଳେ ଘାଟିରୁ ଖସିଲା ଟ୍ରକ୍ । ଭାରସାମ୍ୟ ହରାଇ ୧୫୦ ଫୁଟ ତଳକୁ ଖସିପଡିଲା । ଦୁର୍ଘଟଣାରୁ ଅଳ୍ପକେ ବର୍ତ୍ତିଲେ ଟ୍ରକ୍ ଡ୍ରାଇଭର୍ ଓ ହେଲପର୍ । ଖବର ପାଇ ଘଟଣାସ୍ଥଳରେ ପୋଲିସ ପହଞ୍ଚିଛି । ଦୁର୍ଘଟଣାଗ୍ରସ୍ତ ଟ୍ରକ୍‌କୁ ଉଦ୍ଧାର କରିବାକୁ ଉଦ୍ୟମ ଜାରି ରହିଛି ।