News7 Logo

ଅଯୋଗ୍ୟ ଆବାସ ହିତାଧିକାରୀଙ୍କୁ ଧରିବ ଏଆଇ, ବ୍ୟବସ୍ଥା ସରଳିକରଣ ଲାଗି ସରକାରଙ୍କ ପ୍ରୟାସ

NEWS7
ai

ଭୁବନେଶ୍ୱର ୧୦/୦୯: ଅଯୋଗ୍ୟ ଆବାସ ହିତାଧିକାରୀଙ୍କୁ ଧରିବ ଏଆଇ । ବ୍ୟବସ୍ଥାକୁ ସରଳିକରଣ କରି ଏଆଇ ଉପଯୋଗ କରି ବ୍ୟବସ୍ଥିତ କରିବାକୁ ପ୍ରକ୍ରିୟା ଆରମ୍ଭ ହୋଇଛି । ପୁଞ୍ଜିପତି ଘର ନେଇଥିଲେ ହେବ କାର୍ଯ୍ୟାନୁଷ୍ଠାନ । ଆବାସ କିମ୍ବା ଅନ୍ତୋଦ୍ୟାୟ ଯୋଜନାରେ ଘର ନେଇଥିଲେ ମଧ୍ୟ ଆକ୍ସନ ହେବ ।

ମନ୍ତ୍ରୀ କହିଛନ୍ତି, ଘର ପାଇ ତିଆରି ନକରିବା ନଜିର ବହୁତ କମ ରହିଛି । ଏଥିପାଇଁ ବିଭାଗ ପୂରା ଦୃଷ୍ଟି ରଖିଛି । କାଁ ଭାଁ କେଉଁଠି ଥାଇପାରେ, କିନ୍ତୁ ଘର ସମୟରେ ସାରିବାକୁ ଅଧିକାରୀଙ୍କୁ ନିର୍ଦ୍ଦେଶ ଦିଆଯାଇଛି । 

ସୂଚନା ଥାଉକି, ବ୍ୟବସ୍ଥାକୁ ସରଳିକରଣ କରି AI ଉପଯୋଗ କରି ବ୍ୟବସ୍ଥିତ କରିବାକୁ ପ୍ରକ୍ରିୟା ଆରମ୍ଭ ହୋଇଛି । ପୁଞ୍ଜିପତି ଘର ନେଇଥିଲେ ହେବ କାର୍ଯ୍ୟନୁଷ୍ଠାନ । ଆବାସ କିମ୍ଭା ଅନ୍ତୋଦ୍ୟାୟ ଯୋଜନାରେ ଘର ନେଇଥିଲେ ହେବ ଆକ୍ସନ । ସରକାର ଏଥିପାଇଁ ପୁରା ଦୃଷ୍ଟି ରଖିଛି ।