Showcase2022
Showcase2022
previous arrow
next arrow

Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ବିରାଟ୍‌ଙ୍କ ଧମାକାଦାର୍‌ ବ୍ୟାଟିଂ, ହାସଲ କଲେ ୪୪ ତମ ଶତକ
  • ||
  • ଇଷାନ୍‌ କିଷାନ୍‌ଙ୍କ ଜବରଦସ୍ତ ବ୍ୟାଟିଂ, ଦିନିକିଆ କ୍ରିକେଟ୍‌ରେ ହାସଲ କଲେ ପ୍ରଥମ ଦ୍ୱିଶତକ
  • ||
  • ଭୁବନେଶ୍ୱର: ଅର୍ଚ୍ଚନା ନାଗ ଗିରଫ ମାମଲା, କୋର୍ଟଙ୍କ ଅନୁମତି ପରେ ତଥ୍ୟ ଦେଲା ଖଣ୍ଡଗିରି ପୋଲିସ
  • ||
  • ଭୁବନେଶ୍ୱର: ‘ମାଣ୍ଡସ୍’ ପ୍ରଭାବ, ଦକ୍ଷିଣ ଓଡ଼ିଶାର ବିଭିନ୍ନ ସ୍ଥାନରେ ବର୍ଷା
  • ||
  • ନୟାଗଡ: ଫତେଗଡ ଥାନା ପୋଲିସକୁ ସଫଳତା, ଧରାପଡିଲେ ଦୁଇ ଆନ୍ତରାଜ୍ୟ ଲୁଟେରା
  • ||
  • ଭୁବନେଶ୍ୱର: ରିମାଣ୍ଡର ୬ ଦିନ ପରେ ବି ମୁହଁ ଖୋଲୁନାହାଁନ୍ତି ଅର୍ଚ୍ଚନା, ପଚାରି ପଚାରି ହାଲିଆ ଇଡି
  • ||

କରୋନାରେ ୩ ମାସ ଶିଶୁ କନ୍ୟାର ମୃତ୍ୟୁ, ମୃତ ଶିଶୁ ବଲାଙ୍ଗୀର ଜିଲ୍ଲାର

26/08/2021 at 1:48 PM

ଭୁବନେଶ୍ବର ୨୬।୮: କରୋନାରେ ୩ ମାସ ଶିଶୁର ମୃତ୍ୟୁ । ମୃତ ଶିଶୁ କନ୍ୟା ବଲାଙ୍ଗୀର ଜିଲ୍ଲାର ବୋଲି ସୂଚନା ମିଳିଛି । ଏନେଇ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟ୍ବିଟ୍ ଯୋଗେ ସୂଚନା ପ୍ରଦାନ କରାଯାଇଛି ।

ସେପଟେ ବାଲେଶ୍ବରରେ ୪ ନବଜାତ ଶିଶୁଙ୍କ ସମେତ ୧୦ ଶିଶୁ କରୋନା ପଜିଟିଭ୍ ହୋଇଛନ୍ତି । ସମସ୍ତ ଆକ୍ରାନ୍ତ ଶିଶୁଙ୍କୁ ବାଲେଶ୍ବର ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଛି । ଆକ୍ରାନ୍ତଙ୍କ ମଧ୍ୟରେ ୧ରୁ ୨୭ ଦିନ ମଧ୍ୟରେ ୪ ଜଣ ଶିଶୁ ରହିଛନ୍ତି । ସେହିପରି ୧ ବର୍ଷ ମଧ୍ୟରେ ୩ ଜଣ ଏବଂ ୧୦ ବର୍ଷ ମଧ୍ୟରେ ୩ ଜଣ ଶିଶୁ ରହିଛନ୍ତି । ଏନେଇ ସଡିଏମଓ ଦୁଲାଲ ସେନ ଜଗଦେବ ସୂଚନା ଦେଇଛନ୍ତି ।

   Related Posts